ବାସ୍ତବ ବ୍ୟୁରୋ: ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟର ଓ୍ବେଲବିଙ୍ଗ୍ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ବିଶ୍ବ ସନ୍ତୋଷ ରିପୋର୍ଟ ( World Happienss Report) ପ୍ରକାଶ ପାଇଛି। ରିପୋର୍ଟରେ ସାମଗ୍ରୀକ ଭାବେ ମାନବ ସମାଜରେ ଦେଖାଦେଇଥିବା କେତେକ ଚିନ୍ତାଜନକ ଲକ୍ଷଣ ଉପରେ ଆଲୋକପାତ କରାଯାଇଛି । କ୍ରମାଗତ ଅଷ୍ଟମଥର ଫିନଲାଣ୍ଡ ନିଜର ପ୍ରଥମ ସ୍ଥାନ ବଜାୟ ରଖିଛି । ଡେନମାର୍କ, ଆଇସଲ୍ୟାଣ୍ଡ, ନରୱେ ଏବଂ ସ୍ୱିଡେନ ମଧ୍ୟ ଶ୍ରେଷ୍ଠ ୧୦ରେ ସ୍ଥାନ ପାଇଛନ୍ତି। ଅନ୍ୟପକ୍ଷରେ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ:ବିଭିନ୍ନ ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ଏବଂ ୨୫ ତାରିଖ ଦୁଇ ଦିନିଆ ଧର୍ମଘଟ ଡାକରା ଦେଇଛି। ରାଜ୍ୟର ୬ ହଜାର ସରକାରୀ ବ୍ୟାଙ୍କ ଶାଖାର ୩୭ ହଜାରରୁ ଅଧିକ କର୍ମଚାରୀ ସାମିଲ ହେବେ ବୋଲି ସାମ୍ୱାଦିକ ସମ୍ମିଳନୀ କରି ୟୁଏଫବିୟୁ ଓଡ଼ିଶା ଶାଖା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଦେଶର ୯ଟି ବ୍ୟାଙ୍କ ସଂଘ ଏହି ଧର୍ମଘଟରେ […]
ବାସ୍ତବ ବ୍ୟୁରୋ: ପାକିସ୍ତାନରେ ଏକ ଯାତ୍ରୀବାହୀ ଏକ୍ସପ୍ରେସକୁ ଅପହରଣ କରି ନେଇଛନ୍ତି ବେଲୁଚିସ୍ତାନ ମୁକ୍ତି ବାହିନୀ (ବିଏଲଏ)ର ସଶସ୍ତ୍ର ବିଦ୍ରୋହୀମାନେ । ଟ୍ରେନଟି କ୍ବେଟାରୁ ପେଶାଓ୍ବର ଯାଉଥିଲା ଓ ଏଥିରେ ପ୍ରାୟ ୪୦୦ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରେ ୧୦୦ରୁ ଅଧିକ ସେନା ଅଧିକାରୀ ଓ ଯବାନ ଥିବା କୁହାଯାଉଛି । ଟ୍ରେନକୁ ଅପହରଣ କରିନେବା ପରେ ଆତଙ୍କବାଦୀମାନେ ସେଥିରେ ଥିବା ୬ ସେନା ଅଧିକାରୀଙ୍କୁ ମାରିଦେଇଛନ୍ତି । ବିଏଲଏ […]
ବାସ୍ତବ ବ୍ୟୁରୋ: ଜଷ୍ଟିନ୍ ଟ୍ରୁଡୋଙ୍କ ପ୍ରଧାନମନ୍ତ୍ରୀ ପଦବୀରୁ ଇସ୍ତଫା ଦେବାପରେ ମାର୍କ କାର୍ନି କାନାଡାର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ । ରବିବାର ଦିନ ଶାସକ ଲିବରାଲ ପାର୍ଟି ମାର୍କ କାର୍ନିଙ୍କୁ ଏହାର ନେତା ଭାବରେ ନିର୍ବାଚିତ କରିଛି । କାର୍ନି ୮୬ ପ୍ରତିଶତ ସଦସ୍ୟଙ୍କ ଭୋଟ ଜିତିଥିଲେ । ସୂଚନା ଥାଉକି, ୫୯ ବର୍ଷୀୟ କାର୍ନି ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋଙ୍କ ସ୍ଥାନ ନେବେ । ଯିଏ ଜାନୁଆରୀରେ ଇସ୍ତଫା ଘୋଷଣା […]
୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ରିପୋର୍ଟ ମୁତାବକ , ଯଦି କୌଣସି କର୍ତ୍ତୃପକ୍ଷ ସନ୍ଦେହ କରନ୍ତି ଯେ, କୌଣସି ବ୍ୟକ୍ତି ଆୟକର ଫାଙ୍କି ଦେଇଛନ୍ତି ଏବଂ ସେହି ବ୍ୟକ୍ତିଙ୍କ ପାଖରେ କୌଣସି ଅଘୋଷିତ ଆୟ, ଟଙ୍କା, ସୁନା, ଅଳଙ୍କାର […]
ବାସ୍ତବ ବ୍ୟୁରୋ: ଆରମ୍ଭ ହେଲା ମୁସଲିମ ଧର୍ମାବଲମ୍ବୀଙ୍କ ପବିତ୍ର ମାସ ରମଯାନ । ଶନିବାର ଚାନ୍ଦ କମିଟିର ନିଷ୍ପତ୍ତି କ୍ରମେ ପବିତ୍ର ମାସ ର ଆରମ୍ଭ ହୋଇଚି । ଶନିବାର ତରାବି ପରେ ଉପବାସ ଆରମ୍ଭ ହୋଇଚି । ମୁସଲମାନମାନେ ବିଶ୍ୱାସ କରନ୍ତି ଯେ ୧୪୦୦ ବର୍ଷ ପୂର୍ବେ ଏହି ପବିତ୍ର ମାସ ରେ ପ୍ରଫେଟ ମହମ୍ମଦଙ୍କ ଉପରେ କୋରାନର ପ୍ରଥମ ପଂକ୍ତି ଲେଖାଯାଇଥିଲା। ପବିତ୍ର ରମଯାନ ମାସ ମୁସଲମାନମାନଙ୍କୁ […]
ବାସ୍ତବ ବ୍ୟୁରୋ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡ଼ିଆରେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା । ତାଙ୍କ ଶପଥ ପାଠ ସହ ଦିଲ୍ଲୀରେ ବିଜେପି ରାଜ ଆରମ୍ଭ ହୋଇଛି। ଉପ ରାଜ୍ୟପାଳ ଭିକେ ସକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତି ଅନୁସାରେ, […]
ବାସ୍ତବ ବ୍ୟୁରୋ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିଥିବା ବେଳେ ଜଣେ ମହିଳାଙ୍କୁ ତାର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି । ବହୁ କଳ୍ପନା ଜଳ୍ପନା ପରେ ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ଘୋଷଣା କରିଛନ୍ତି ପର୍ଯ୍ୟବେକ୍ଷକ । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ […]
ବାସ୍ତବ ବ୍ୟୁରୋ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଘଟିଯାଇଛି ବଡ ଅଘଟଣ । ଶନିବାର ରାତିରେ ମହାକୁମ୍ଭ ଯିବା ପାଇଁ ଶ୍ରଦ୍ଧାଳୁମାନେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଅପେକ୍ଷା କରିଥିଲେ । ପ୍ରୟାଗରାଜ ଯିବାକୁ ଥିବା ଦୁଇଟି ଟ୍ରେନ୍ ବିଳମ୍ବ ହେବାରୁ ଯାତ୍ରୀମାନଙ୍କ ସଂଖ୍ୟା ଅତ୍ୟଧିକ ବଢ଼ିଯାଇଥିଲା । ଫଳରେ ୧୩ ଓ ୧୪ ନମ୍ବର ପ୍ଲାଟଫର୍ମରେ ଅସମ୍ଭାଳ ଭିଡ଼ ହୋଇଥିଲା । ରାତି ପ୍ରାୟ ୧୦ ବେଳେ ଟ୍ରେନ୍ ପ୍ରୟାଗରାଜ ଯିବା […]
ବାସ୍ତବ ବ୍ୟୁରୋ : ଆଜି ପୁଣି ଥରେ କୁମ୍ଭମେଳାରେ ନିଆଁ ଲାଗିଛି। ସୌଭାଗ୍ୟବଶତଃ ଏହି ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ପାଖାପାଖି ୨୪ଟି ଟେଣ୍ଟ ଜଳି ଯାଇଥିବାର ଆଶଙ୍କା କରାଯାଉଛି। ନିଆଁ ଲାଗିଥିବାର ସୂଚନା ମିଳିବାମାତ୍ରେ ଅଗ୍ନିସମ ବିଭାଗ ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ସହ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଛନ୍ତି। ଏହି ଅଗ୍ନିକାଣ୍ଡ ମହାକୁମ୍ଭର ସେକ୍ଟର ୧୯ରେ ହୋଇଛି। ନିଆଁ […]


