ବାସ୍ତବବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି ।  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ […]

ଚଳିତ ବର୍ଷ ଅନ୍‌ଲାଇନ୍ ଯୋଗେ ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର) ପରୀକ୍ଷା ହେବ । ଆଜି କୁଳପତିମାନଙ୍କୁ ନେଇ ବସିଥିବା ବୈଠକରେ ଆସନ୍ତା ଜୁଲାଇ-ଅଗଷ୍ଟ ସୁଦ୍ଧା ଅନ୍‌ଲାଇନ୍‌ରେ ପରୀକ୍ଷା ସାରିବାକୁ ଟାର୍ଗେଟ ରଖାଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ୟୁଜି(ସ୍ନାତକ) ଓ ପିଜି(ସ୍ନାତକୋତ୍ତର) ପରୀକ୍ଷା କିଭଳି ହେବ ସେନେଇ ବିଶ୍ୱବିଦ୍ୟାଳୟ ନିଷ୍ପତ୍ତି ନେବ । ତୃତୀୟ ଲହର ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି ଆରମ୍ଭ […]

ଜୁନ ୩୦ ଯାଏ ବଢିପାରେ ଲକଡାଉନ |କରୋନା କଟକଣାରେ ହୋଇପାରେ ଟିକିଏ କୋହଳ |ରାଜ୍ୟର ରେଡ ଜୋନରେ ଦିନ ୧୧ ଟା ଯାଏ ଥିବା କୋହଳ ବଢିପାରେ ୨ ଟା ପର୍ଯ୍ୟନ୍ତ |ସେହିପରି ଏଲୋ ଜୋନରେ ୨ ଟା ପରିବର୍ତ୍ତେ ସନ୍ଧ୍ୟା ୫ ଟା ଯାଏ ହୋଇପାରେ କୋହଳ | ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ […]

ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ  ଆରଡି ଆଖଣ୍ଡଳମଣି ପୀଠଙ୍କ ମନ୍ଦିରରେ ଆଜି (ମଙ୍ଗଳବାର) ବୈଦିକ ରୀତିନୀତି ଅନୁଯାୟୀ ଦେବଦମ୍ପତିଙ୍କର ବିବାହ ଅନୁଷ୍ଠିତ ହେଉଛି । ମନ୍ଦିରରେ ଚାଲିଛି ସ୍ବତନ୍ତ୍ର ନୀତିକାନ୍ତି ।  ଚଳିତବର୍ଷ କୋଭିଡ କଟକଣା ଜାରୀ ରହିଥିବାରୁ ସୀମିତ ସେବାୟତଙ୍କ ଦ୍ବାରା ଏକ ସୁସଜ୍ଜିତ ବିମାନରେ ବରଧରା ଶୋଭାଯାତ୍ରା ଆରମ୍ଭ ହୋଇଛି। ବାଙ୍କୀ ବ୍ଲକ କଦଳୀବାଡି ଗ୍ରାମ ପଂଚାୟତର ୩ ନମ୍ବର ୱାର୍ଡ ପାଟଣାସାହିରେ ଦୁଇଟି ପରିବାରରୁ ୫ରୁ ଉର୍ଦ୍ଧ୍ୱ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୬୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯୨୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୬୭୯୯ ଜଣ ସୁସ୍ଥ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ […]

ଝାରସୁଗୁଡା ବିମାନବନ୍ଦରରେ ଲାଗିବ Instrumental Landing System । ବର୍ଷା ସମୟରେ ଅବା କୋହଲା ପାଗରେ ବିମାନସେବା ବାତିଲ ହେବନାହିଁ । ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ । ଖାଇବା ତେଲ ମଧ୍ୟ ଲିଟର ପିଛା ୨୦୦ ଟପିଲାଣି । ଏପଟେ ଖାଉଟି ହେଲେଣି ହଇରାଣ । ସରକାର ତୈଳ ଦର ଉପରେ ନିୟନ୍ତ୍ରଣ ରଖି ପାରୁନଥିବାରୁ ଶାସନ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଏହାକୁ […]

 ୨୦ରୁ ଉର୍ଦ୍ଧ୍ବ କଣ୍ଟେନରରେ ଅକ୍ସିଜେନ୍ ଝାରସୁଗୁଡ଼ାଠାରୁ ରାୟଗଡ଼ା ଅଭିମୁଖେ ଯାଉଥିବା ବେଳେ କେସିଙ୍ଗା ଷ୍ଟେସନ ନିକଟରେ ଅକ୍ସିଜେନ୍ ଲିକ୍ ହୋଇଛି । କେସିଙ୍ଗା ରେଳଷ୍ଟେସନ ନିକଟରେ କଣ୍ଟେନରରୁ ଅକ୍ସିଜେନ୍ ଲିକ୍ ହୋଇଥିବା ନେଇ ସୂଚନା ପାଇ ଅକ୍ସିଜେନ୍ ଲିକ୍ ରୋକିବାକୁ ଉଦ୍ୟମ ଜାରି ରହିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ […]

ବାସ୍ତବବ୍ୟୁରୋ:(ନୂଆଦିଲ୍ଲୀ)କେନ୍ଦ୍ର ସରକାର ସ୍ଥିରକଲେ, ବେସରକାରୀ ଡାକ୍ତରଖାନା ଗୁଡ଼ିକ ପାଇଁ କରୋନା ଟିକାର ମୂଲ୍ୟ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାନୁସାରେ, ବେସରକାରୀ ଡାକ୍ତରଖାନାଗୁଡ଼ିକରେ ସବୁଠାରୁ ଶସ୍ତା ମୂଲ୍ୟରେ ୭୮୦ ଟଙ୍କା କୋଭେସିଲ୍ଡ ଉପଲବ୍ଧ ହେବ। ସବୁଠାରୁ ମହଙ୍ଗା ହେଉଛି କୋଭାକ୍ସିନ୍, ଯାହା ୧୪୧୦ ଟଙ୍କା ଓ Sputnik V ର ମୂଲ୍ୟ ୧୧୪୫ ଟଙ୍କା ରହିବ | ଏହା ସହିତ କେନ୍ଦ୍ର ସରକାର, ରାଜ୍ୟ ସଂସ୍ଥା ସହିତ ପ୍ରତିଦିନ ଏହି ହାର […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୦୬୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୬୮୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୨୪୪୦୨ ଜଣ […]

Pin It on Pinterest