ବାସ୍ତବ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା । ଡିସେମ୍ବର ୨୬ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ ହେବ । ଏହା ସହିତ ଶୁକ୍ରବାର ସମସ୍ତ ସରକାର କାର୍ଯ୍ୟକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ପୂର୍ବତନ ପ୍ରଧାନମନ୍ତ୍ରୀ […]

ବାସ୍ତବ ବ୍ୟୁରୋ : ପରଲୋକରେ କଂଗ୍ରେସର ବରିଷ୍ଠ ନେତା, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରସିଦ୍ଧ ଅର୍ଥନୀତିଜ୍ଞ ମନମୋହନ ସିଂ । ଆଜି ଅର୍ଥାତ ଗୁରୁବାର(ଡିସେମ୍ବର ୨୬) ସନ୍ଧ୍ୟାରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ କଂଗ୍ରେସ ସମେତ ଅନ୍ୟାନ୍ୟ ଦଳର ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି ।  ମନମୋହନ […]

ବାସ୍ତବ ବ୍ୟୁରୋ: ଆଜି (ରବିବାର) ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନାବିସଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ବିଜେପି, ଶିବସେନା ଓ ଏନସିପି ମନ୍ତ୍ରୀମାନେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ମନ୍ତ୍ରୀମାନଙ୍କୁ ଶପଥପାଠ କରାଇଥିଲେ ।  ନାଗପୁରରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ସୂଚନାନୁଯାୟୀ, ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ। ମନ୍ତ୍ରୀ […]

ବାସ୍ତବ ବ୍ୟୁରୋ : ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜେପି ନେତା ଦେବେନ୍ଦ୍ର ଫଡନାବୀସ । ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।  ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଅଜିତ୍ ପାୱାର ବି ପୁଣି ଥରେ […]

ବାସ୍ତବ ବ୍ୟୁରୋ: ବିଜେପି ନେତା ଦେବେନ୍ଦ୍ର ଫଡନବୀସ ହେବେ ମହାରାଷ୍ଟ୍ରର ପରବର୍ତ୍ତୀ ସିଏମ୍ । ଆଜି (ବୁଧବାର) ଅନୁଷ୍ଠିତ ମହାୟୁତି ବୈଠକରେ ଦେବେନ୍ଦ୍ର ଫଡନବୀସ ବିଜେପିର ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଆସନ୍ତାକାଲି ଅର୍ଥାତ ଡିସେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ତେବେ ବୈଠକରେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ଡେପୁଟି ସିଏମ୍ କରିବାକୁ ସହମତି ପ୍ରକାଶ ପାଇଛି । […]

ବାସ୍ତବ ବ୍ୟୁରୋ: ଆଜି (ରବିବାର) ସକାଳେ ରାଜସ୍ଥାନ କୋଟା ନିକଟରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ନିର୍ମାଣାଧୀନ ଟନେଲର ଗୋଟିଏ ପାର୍ଶ୍ୱ  ଭୁଶୁଡି ପଡିଛି, ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ତୁରନ୍ତ କୋଟା ହସ୍ପିଟାଲ ପଠାଯାଇଛି। ଯେତେବେଳେ ଦୁର୍ଘଟଣା ଘଟିଲା ଶ୍ରମିକମାନେ ନିଜନିଜ କାମ କରୁଥିଲେ, ଫଳରେ କିଛି ଲୋକ ଧ୍ୱଂସସ୍ତୁପ ତଳେ ପୋତି ହୋଇଯାଇଥିଲେ।  ସ୍ଥାନୀୟ […]

ବାସ୍ତବ ବ୍ୟୁରୋ: ଆଜି ହେମନ୍ତ ସୋରେନ ଝାଡଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ରାଞ୍ଚିର ମୋରହାବାଦୀ ଗ୍ରାଉଣ୍ଡରେ ଆୟୋଜିତ ଏକ ବିଶାଳ କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଚତୁର୍ଥ ଇନିଂସ୍ ଆରମ୍ଭ କରିଛନ୍ତି। ରାଜ୍ୟପାଳ ସାନ୍ତୋଷ ଗଂଗୱାର ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୂଚନାନୁଯାୟୀ, କୌଣସି ମନ୍ତ୍ରୀ […]

ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଜବାହରଲାଲ ନେହରୁ ଷ୍ଟାଡିୟମରେ ଓଡ଼ିଆ ସମାଜ ଦ୍ବାରା ଆୟୋଜିତ ଓଡ଼ିଶା ପର୍ବରେ ସାମିଲ ହେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସାଧାରଣ ଜନତାଙ୍କୁ ସମ୍ବୋଧିତ କରି କହିଛନ୍ତି, “ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା […]

ବାସ୍ତବ ବ୍ୟୁରୋ: ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ବିଜୟ ହାସଲ କରିଛନ୍ତି । ଆଜି ପ୍ରିୟଙ୍କା ତାଙ୍କ ପ୍ରଥମ ନିର୍ବାଚନରେ ବିଜୟୀ ହେବା ସହିତ ଭାଇ ରାହୁଲଙ୍କ ରେକର୍ଡକୁ ମଧ୍ୟ ଭାଙ୍ଗିଛନ୍ତି । ୪.୦୮ ଲକ୍ଷ ବ୍ୟବଧାନରେ ବିଜୟୀ ହୋଇଛନ୍ତି ପ୍ରିୟଙ୍କା ଗାନ୍ଧୀ ।  ଉଲ୍ଲେଖଯୋଗ୍ୟ ,୨୦୧୯ ନିର୍ବାଚନରେ ୱାୟନାଡରୁ ୪.୩୦ ଲକ୍ଷ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ରାହୁଲ ଗାନ୍ଧୀ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ସିନ୍ଦେ ଓ  ଫଡନଭିସ । ମେଂଟ ର ପ୍ରଦର୍ଶନ ପାଇଁ  ପରସ୍ପରକୁ  ଜଣାଇଲେ ଅଭିନନ୍ଦନ । ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି କୁ ଅଭୂତପୂର୍ବ ଭାବେ ୧୨୯ ସିଟ୍ ରେ  ସଫଳାତା ମିଳିଛି । ଇଏ ସେହି ପାର୍ଟି ୬ ମାସ ପୂର୍ବରୁ ଲୋକସଭା ନିର୍ବାଚନରେ ଖରାପ ପ୍ରଦର୍ଶନ […]

Pin It on Pinterest