ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ପ୍ରଥମ ସ୍ଥାୟୀ କୁଳପତି ଭାବରେ ପ୍ରଫେସର ଉମାବଲ୍ଲଭ ମହାପାତ୍ର ଆଜି (ମଙ୍ଗଳବାର) ଦାୟିତ୍ବ ଗ୍ରହଣ କରିଛନ୍ତି । ଭୁବନେଶ୍ୱରରେ ଥିବା ସମସ୍ତ ଧର୍ମାନୁଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ଧର୍ମଗୁରୁଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ବିଏମ୍ସି । ଆଜିଠାରୁ ୧୫ ଦିନ ବନ୍ଦ ରହିବ ସମ୍ବଲପୁର ବାର୍ । ନିର୍ବାହୀ ପରିଷଦ ବୈଠକରେ ବାର୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି […]
ଦେଶ ଓ ବିଦେଶ
ବାସ୍ତବବ୍ୟୁରୋ:ଆସନ୍ତା ୧ ତାରିଖରୁ କେନ୍ଦ୍ର ସରକାର ତୃତୀୟ ପର୍ଯ୍ୟାୟ ଟୀକାକରଣ ଘୋଷଣା କରିଛନ୍ତି। ଏହି ଅବଧିରେ, ୧୮ ବର୍ଷରୁ ଅଧିକ ସମସ୍ତ ଲୋକଙ୍କୁ ଟୀକାକରଣ କରିବାକୁ ସମର୍ଥ ହେବେ | ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ତରଙ୍ଗ ମଧ୍ୟରେ ସରକାର ଟୀକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ଖୋଲା ବଜାରରେ ଟିକା ବିକ୍ରିକୁ ଅନୁମୋଦନ କରିଛନ୍ତି। ମୂଲ୍ୟ ପୂର୍ବରୁ ସ୍ଥିର କରାଯିବ। ଏହା ବ୍ୟତୀତ ରାଜ୍ୟ ସରକାରଙ୍କୁ ମଧ୍ୟ କ୍ରୟ କରିବାର […]
ବଢୁଥିବା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆଜିଠୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ । ହେଲେ ରାଜ୍ୟ ଭିତରେ ପୂର୍ବ ଭଳି ବସ୍ ଚାଲୁ ରହିବ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି । ବର୍ତ୍ତମାନ […]
କଂଗ୍ରେସ ନେତା କପିଲ ସିବଲ କହିଛନ୍ତି- ପ୍ରଧାନମନ୍ତ୍ରୀ ଜାତୀୟ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରନ୍ତୁ | ବାସ୍ତବବ୍ୟୁରୋ:(ନୂଆଦିଲ୍ଲୀ) କରୋନା ଜୀବାଣୁ ସଂକ୍ରମଣ ମାମଲାରେ ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜାତୀୟ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବାକୁ ନିବେଦନ କରିଛନ୍ତି। କୋଭିଡ -୧୯ ର ଦ୍ରୁତ ଗତିରେ ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନିର୍ବାଚନ ଆୟୋଗକୁ ନିର୍ବାଚନ […]
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ […]
ଓଡିଶାରେ ଟିକାର ଅଭାବକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଆଉ ୨୫ଲକ୍ଷ ଅଧିକ ଟିକା ଦେବାକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋଲା ବଜାରରେ ଟିକା ଉପଲବ୍ଧ କରାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । […]
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ରେ ପହଞ୍ଚିଛି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ […]
ବାସ୍ତବବ୍ୟୁରୋ:ଜାତୀୟ ପରିବହନକାରୀ ଏୟାର ଇଣ୍ଡିଆର ବିକ୍ରୟ ପାଇଁ ସରକାର ଆର୍ଥିକ ବିଡ୍ ଆମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଏବଂ ସୂତ୍ର ଅନୁଯାୟୀ ଏହି ଚୁକ୍ତି ସେପ୍ଟେମ୍ବର ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ଟାଟା ଗ୍ରୁପ୍ର ବିଡରେ ଗତ ବର୍ଷ ଡିସେମ୍ବରରେ କ୍ଷତିଗ୍ରସ୍ତ ଏୟାର ଇଣ୍ଡିଆ କିଣିବା ପାଇଁ ପ୍ରାରମ୍ଭିକ ବିଡ୍ ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲା।ବିଶେଷ ସୂତ୍ରରୁ ମିଳିଥିବା ଖବର ଯେ ପ୍ରାରମ୍ଭିକ ବିଡ୍ ବିଶ୍ଳେଷଣ କରିବା ପରେ […]
ବାସ୍ତବବ୍ୟୁରୋ:କରୋନା ସଙ୍କଟର ମୁକାବିଲା ପାଇଁ ବିଦେଶୀ ଟିକାକୁ ଫାଷ୍ଟ ଟ୍ରାକ୍ ଅନୁମତି ପ୍ରଦାନ କରିବାକୁ, ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଛନ୍ତି। କଂଗ୍ରେସ ନେତା ବିଦେଶୀ ଟିକା ଆମଦାନୀ କରିବାକୁ ଦାବି କରିଥିଲେ, କିନ୍ତୁ ପ୍ରତ୍ୟାଖ୍ୟାନ କରି ଯାଇ , କେନ୍ଦ୍ର ମନ୍ତ୍ରୀମାନେ କମେଣ୍ଟ କରିଥିଲେ। ପରୋକ୍ଷରେ ସମାନ କଥା କହି ରାହୁଲ ଗାନ୍ଧୀ ଟ୍ୱିଟ୍ କରିଛନ୍ତି। ରାହୁଲ ଗାନ୍ଧୀ ଲେଖିଛନ୍ତି, “ପ୍ରଥମେ ସେମାନେ ତୁମକୁ ଅଣଦେଖା […]
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ। ଏଥିସହ ଓଡ଼ିଆ ନବବର୍ଷ। ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଓଡ଼ିଶାର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ରେ ପହଞ୍ଚିଛି […]


