ବାସ୍ତବ ବ୍ୟୁରୋ: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଏହା ଅନ୍ତର୍ଗତ ରାଜ୍ୟର ୧.୩ କୋଟି ପରିବାରଙ୍କୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ଏହି ଚୁକ୍ତିନାମା ସ୍ବାକ୍ଷରିତ […]

ବାସ୍ତବ ବ୍ୟୁରୋ: ଚୀନରେ ଦିନକୁ ଦିନ ଖରାପ ହେଉଛି ସ୍ଥିତି । ଗତ ୧୦ ଦିନରେ ଏଚଏମପିଭି ମାମଲା ୫୨୯% ବୃଦ୍ଧି ପାଇଛି । ଆଣ୍ଟିଭାଇରାଲ୍ ଔଷଧର ଅଭାବ ସୃଷ୍ଟି ଦେଖାଦେଲାଣି । ବଜାରରେ ଔଷଧର କଳା ବଜାରୀ ଚାଲିଛି । ପରିସ୍ଥିତି ଏମିତି ହୋଇଛି, ୪୧ ଡଲାରରେ ବିକ୍ରି ହେଉଛି ମେଡିସିନ୍ । ଭୂତାଣୁ ସଂକ୍ରମଣ ବୃଦ୍ଧିକୁ ନେଇ ଚିନ୍ତାପ୍ରକଟ କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ।  ବଢ଼ୁଥିବା […]

ବାସ୍ତବ ବ୍ୟୁରୋ: ଇସ୍ରୋର ଅଧ୍ୟକ୍ଷ ଏସ୍. ସୋମନାଥଙ୍କର ଦୁଇ ବର୍ଷ କାର୍ଯ୍ୟକାଳ ଶେଷ ହେବାକୁ ଆସିଛି। ସେ ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ, ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି। ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର […]

ବାସ୍ତବ ବ୍ୟୁରୋ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ସେ କହିଛନ୍ତି, ଫେବ୍ରୁଆରି ୫ ତାରିଖରେ ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀ ନିର୍ବାଚନ ହୋଇ ଫେବ୍ରୁଆରି ୮ ତାରିଖରେ ଫଳାଫଳ ପ୍ରକାଶ ପାଇବ। ସମସ୍ତ ୭୦ଟି ଯାକ ଆସନରେ ଗୋଟିଏ ପର୍ଯ୍ୟାୟରେ ଭୋଟ କରିବେ ରାଜଧାନୀବାସୀ।  ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା […]

ବାସ୍ତବ ବ୍ୟୁରୋ: ୨୦୨୪ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪ଜଣଙ୍କୁ ମେଜର ଧ୍ୟାନ୍‌ ଚାନ୍ଦ୍‌ ଖେଳରତ୍ନ, ୩୨ଜଣଙ୍କୁ ଅର୍ଜୁନ ପୁରସ୍କାର ରେ ସମ୍ମାନିତ କରାଯିବ । ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ ସମେତ ପୁରୁଷ ହକି […]

ବାସ୍ତବ ବ୍ୟୁରୋ : ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ (ଏଡିଆର) ପକ୍ଷରୁ ଦେଶର ପ୍ରତି ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା ପ୍ରକାଶ କରିଛି । ମୁଖ୍ୟମନ୍ତ୍ରୀମାନେ ସେମାନଙ୍କ ସମ୍ପତ୍ତି ଓ ଋଣକୁ ନେଇ ଦେଇଥିବା ସତ୍ୟପାଠକୁ ଆଧାର କରି ଏହି ରିପୋର୍ଟ ତିଆରି କରାଯାଇଛି। ରିପୋର୍ଟ ଅନୁସାରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ.ଚନ୍ଦ୍ରବାବୁ ନାୟଡୁ ୯୩୧କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ସହ ଦେଶର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ଏଥିରେ ଅଋଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ […]

ବାସ୍ତବ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା । ଡିସେମ୍ବର ୨୬ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ ହେବ । ଏହା ସହିତ ଶୁକ୍ରବାର ସମସ୍ତ ସରକାର କାର୍ଯ୍ୟକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ । ପୂର୍ବତନ ପ୍ରଧାନମନ୍ତ୍ରୀ […]

ବାସ୍ତବ ବ୍ୟୁରୋ : ପରଲୋକରେ କଂଗ୍ରେସର ବରିଷ୍ଠ ନେତା, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରସିଦ୍ଧ ଅର୍ଥନୀତିଜ୍ଞ ମନମୋହନ ସିଂ । ଆଜି ଅର୍ଥାତ ଗୁରୁବାର(ଡିସେମ୍ବର ୨୬) ସନ୍ଧ୍ୟାରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ କଂଗ୍ରେସ ସମେତ ଅନ୍ୟାନ୍ୟ ଦଳର ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି ।  ମନମୋହନ […]

ବାସ୍ତବ ବ୍ୟୁରୋ: ଆଜି (ରବିବାର) ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନାବିସଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ବିଜେପି, ଶିବସେନା ଓ ଏନସିପି ମନ୍ତ୍ରୀମାନେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ମନ୍ତ୍ରୀମାନଙ୍କୁ ଶପଥପାଠ କରାଇଥିଲେ ।  ନାଗପୁରରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହୋଇଥିଲା। ସୂଚନାନୁଯାୟୀ, ଏହି ମନ୍ତ୍ରୀ ପରିଷଦର କାର୍ଯ୍ୟକାଳ ମାତ୍ର ଅଢ଼େଇ ବର୍ଷ ହେବ। ମନ୍ତ୍ରୀ […]

ବାସ୍ତବ ବ୍ୟୁରୋ : ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜେପି ନେତା ଦେବେନ୍ଦ୍ର ଫଡନାବୀସ । ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।  ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଅଜିତ୍ ପାୱାର ବି ପୁଣି ଥରେ […]

Pin It on Pinterest