ବାସ୍ତବବ୍ୟୁରୋ:ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାରେ,ସକାଳ ୭ଟାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଛି | ତୈଳ ଦରର ଅହେତୁକ ବୃଦ୍ଧି ପ୍ରତିବାଦରେ ତଥା ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି,ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ।ବିବାହ ଗାଡ଼ି, ଆମ୍ବୁଲାନ୍ସ, ଔଷଧ ଦୋକାନ, ଜରୁରୀ ସେବା ଏହି ବନ୍ଦରୁ ବାଦ୍ ଦିଆଯିବାର ନିଷ୍ପତି […]

ଚଳିତ ମାସ ୨୩ ତାରିଖରୁ ଆରମ୍ଭ କରି ମେ ‘୨୮ ପର୍ଯ୍ୟନ୍ତ ଚାଲିବ ଜେଇଇ ମେନ୍ ପରୀକ୍ଷା ।  ଏହି ଜେଇଇ ମେନ୍ ପରୀକ୍ଷା ୪ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ।  ପ୍ରଥମ ପରୀକ୍ଷା ଫେବ୍ରୁଆରୀରେ ସରିବା ପରେ ଦ୍ୱିତୀୟ ପରୀକ୍ଷା ମାର୍ଚ୍ଚ ୧୫ରୁ ୧୮ ତାରିଖ, ତୃତୀୟ ଏପ୍ରିଲ ୨୭ରୁ ୩୦ ତାରିଖ ଏବଂ ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ମେ ‘୨୪ରୁ ୨୮ତାରିଖରେ ଅନୁଷ୍ଠିତ ହେବ ।  ରାଜ୍ୟରେ ତାତି ବଢ଼ୁଛି […]

କରୋନାରେ ମା’ର କ୍ଷୀର ରଙ୍ଗ ସବୁଜ ହୋଇଯାଏ, ନବଜାତ ଝିଅ ମଧ୍ୟ ସଂକ୍ରମିତ , ଡାକ୍ତର ଏହା ଦେଖି ଆଶ୍ଚର୍ଯ୍ୟ | ବାସ୍ତବବ୍ୟୁରୋ:ମହିଳା ଦାବି କରିଛନ୍ତି ଯେ କରୋନା ଜୀବାଣୁ ସଂକ୍ରମିତ ହେବା ପରେ ତାଙ୍କ କ୍ଷୀର ରଙ୍ଗ ବଦଳିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ମହିଳାଙ୍କ ଦାବି ପରେ ବୈଜ୍ଞାନିକ ଏବଂ ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ମିଡିଆ ରିପୋର୍ଟ ଅନୁଯାୟୀ, ୨୩ ବର୍ଷୀୟ ଏନା […]

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ ଅନୁଷ୍ଟିତ ହେବ । ଆଜି ତିଥିରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଟିତ ହେଉଥିବାରୁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ବି ଭକ୍ତଙ୍କ ଭିଡ ଯମିବା ଆରମ୍ଭ ହୋଇଛି । ଓଡ଼ିଶାର ଜଣାଶୁଣା ସାମ୍ବାଦିକ,ଲେଖକ,ସମ୍ପାଦକ ତଥା ବିଶିଷ୍ଟ ପରିବେଶ କର୍ମୀ ଅଭୟ ସିଂହଙ୍କର ଦେହାନ୍ତ ହୋଇଯାଇଛି। ଆଜି କୋଟିଆ ପଞ୍ଚାୟତରେ ଆନ୍ଧ୍ର ସରକାରଙ୍କ ଦ୍ୱାରା ନିର୍ବାଚନ ଆରମ୍ଭ ହୋଇଛି । ଆଜି ସକାଳ ୭ […]

କୋଟିଆ କୁ ନେଇ ଆନ୍ଧ୍ର ଓଡିଶା ଏହି ସୀମା ବିବାଦକୁ ନେଇ ଆନ୍ଧ୍ରପ୍ରଦେଶ ସରକାରଙ୍କ ବିରୋଧରେ ରାଜ୍ୟସରକାର ଦାଖଲ କରିଥିବା ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ । ଆଜି କଟକ, ଭୁବନେଶ୍ୱରରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା । ଏତେ କୁହୁଡି କାରଣରୁ ରାସ୍ତାଘାଟ ଦୃଶ୍ୟମାନ ହେଉନଥିଲା । ଯାନବାହାନ ଯାତାୟତରେ ମଧ୍ୟ ବାଧା ସୃଷ୍ଟି ହୋଇଥିଲା  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜିଠୁ ଲାଗୁ ହେଉଛି ନୂଆ ଏସଓପି ।  ଏଣିକି ରବିବାର ବି ଶ୍ରୀଜୀଉଙ୍କ […]

ଆଜି(ଗୁରୁବାର) ସନ୍ଧ୍ୟା ୫ଟା ସମୟରେ ସ୍ଥାନୀୟ ବିଧାୟକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ହିଞ୍ଜିଳିରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ । ୩ କୋଟି ବ୍ୟୟରେ ନିର୍ମାଣ ହୋଇଥିବା ହିଞ୍ଜିଳିକାଟୁର ନୂତନ ବସ ଟର୍ମିନାଲ, ବରିଷ୍ଠ ନାଗରିକଙ୍କ ପାଇଁ ଚିତୋ ବିନୋଦନ କେନ୍ଦ୍ର, ପୌର ପରିଷଦ ଅତିଥି ଭବନ, ୧୨ଲକ୍ଷ ବ୍ୟୟରେ ନିର୍ମିତ ବିଜୁ ବାବୁଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି, ଶୀତଳ ଭଣ୍ଡାର, ଆର୍.ଏମ.ସି ମାର୍କେଟ କମ୍ପ୍ଲେକ୍ସକୁ […]

ବାସ୍ତବବ୍ୟୁରୋ:(ନୂଆଦିଲ୍ଲୀ)ଆଜି ରାଜ୍ୟସଭାରେ ଗୃହନିର୍ମାଣ ଓ ନଗରାଞ୍ଚଳ ବ୍ୟାପାର ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂହ ପୁରୀ କହିଛନ୍ତିକି, ଓଡ଼ିଶାରେ ମେଟ୍ରୋ ଟ୍ରେନ ନେର୍ଟଓ୍ଵାର୍କ ନିମନ୍ତେ ରାଜ୍ୟ ସରକାରଙ୍କ ଠାରୁ କୌଣସି ପ୍ରସ୍ତାବ ଏପର୍ଯ୍ୟନ୍ତ ମଳିନାହିଁ |ଓଡ଼ିଶାରେ ମେଟ୍ରୋ ଟ୍ରେନ ‌ ନେଟ୍‌ଓ୍ଵାର୍କ ନିମନ୍ତେ କୌଣସି ଯୋଜାନ ଅଛି କି, ଏବଂ ଯଦି ଅଛି ତାହା କେବେ ଆରମ୍ଭ ହେବ ବୋଲି ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରଶ୍ନର ଉତ୍ତର ଦେଇ […]

ଆସନ୍ତା ୧୫ତାରିଖରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛି କଂଗ୍ରେସ । ସକାଳ ୭ଟାରୁ  ଅପରାହ୍ନ ୧ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ନିରଞ୍ଜନ ପଟ୍ଟନାୟକ ପ୍ରେସମିଟ୍‌ରେ କହିଛନ୍ତି ଯେ, ତୈଳ ଦର ବୃଦ୍ଧି, ଆଇନଶୃଙ୍ଖଳା ଓ କୋଟିଆ ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ଏହି ବନ୍ଦ ଡାକରା ଦେଇଛି କଂଗ୍ରେସ । ଆସନ୍ତା ରବିବାର ମହାପ୍ରଭୁଙ୍କ ପଦ୍ମମୁଖ ବେଶ ଦର୍ଶନ । କରୋନା କଟକଣା ପାଇଁ ରବିବାର ଭକ୍ତଙ୍କ […]

ପଡୋଶୀ ଦେଶରେ ପେଟ୍ରୋଲ ଶସ୍ତା ହେଉଥିବାବେଳେ , ଭାରତରେ ମୂଲ୍ୟ ଆକାଶଛୁଆଁ ବାସ୍ତବବ୍ୟୁରୋ:ଦେଶରେ ପେଟ୍ରୋଲ ଏବଂ ଡିଜେଲର ବ୍ୟବହାର ଯେତେ ଅଧିକ ହେଲେବି ,ଏହାର ମୂଲ୍ୟ ମଧ୍ୟ ଅଧିକ ବଢ଼ିବାରେ ଲାଗିଛି । ଯଦିଓ ଏହା ବେଳେବେଳେ ଶସ୍ତା ହୁଏ , ତଥାପି ଆମ ପକେଟ ଉପରେ ଅଧିକ ପ୍ରଭାବ ପକା ନାହିଁ କାରଣ ଏହି ହ୍ରାସ ବହୁତ କମ୍ ଏବଂ ଟ୍ୟାକ୍ସ ମଧ୍ୟ ବହୁତ ଅଧିକ | ଆନ୍ତର୍ଜାତୀୟ […]

ବାସ୍ତବବ୍ୟୁରୋ:ଆଜିଠାରୁ ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ୯ମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହେବ।ଏପ୍ରିଲ ୩୦ ପର୍ଯ୍ୟନ୍ତ ଦୁଇ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଜାରି ରହିବ। ପ୍ରତିଦିନ ୩ଟି ପରିଅଡ୍ ରେ ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ପାଠପଢ଼ା ହେବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛିକି […]

Pin It on Pinterest