ବାସ୍ତବ ବ୍ୟୁରୋ: ବିଜେପି ନେତା ଦେବେନ୍ଦ୍ର ଫଡନବୀସ ହେବେ ମହାରାଷ୍ଟ୍ରର ପରବର୍ତ୍ତୀ ସିଏମ୍ । ଆଜି (ବୁଧବାର) ଅନୁଷ୍ଠିତ ମହାୟୁତି ବୈଠକରେ ଦେବେନ୍ଦ୍ର ଫଡନବୀସ ବିଜେପିର ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି । ସେ ଆସନ୍ତାକାଲି ଅର୍ଥାତ ଡିସେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ତେବେ ବୈଠକରେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ଡେପୁଟି ସିଏମ୍ କରିବାକୁ ସହମତି ପ୍ରକାଶ ପାଇଛି । […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଜି (ରବିବାର) ସକାଳେ ରାଜସ୍ଥାନ କୋଟା ନିକଟରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ନିର୍ମାଣାଧୀନ ଟନେଲର ଗୋଟିଏ ପାର୍ଶ୍ୱ ଭୁଶୁଡି ପଡିଛି, ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ତୁରନ୍ତ କୋଟା ହସ୍ପିଟାଲ ପଠାଯାଇଛି। ଯେତେବେଳେ ଦୁର୍ଘଟଣା ଘଟିଲା ଶ୍ରମିକମାନେ ନିଜନିଜ କାମ କରୁଥିଲେ, ଫଳରେ କିଛି ଲୋକ ଧ୍ୱଂସସ୍ତୁପ ତଳେ ପୋତି ହୋଇଯାଇଥିଲେ। ସ୍ଥାନୀୟ […]
ବାସ୍ତବ ବ୍ୟୁରୋ: ଆଜି ହେମନ୍ତ ସୋରେନ ଝାଡଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ରାଞ୍ଚିର ମୋରହାବାଦୀ ଗ୍ରାଉଣ୍ଡରେ ଆୟୋଜିତ ଏକ ବିଶାଳ କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଚତୁର୍ଥ ଇନିଂସ୍ ଆରମ୍ଭ କରିଛନ୍ତି। ରାଜ୍ୟପାଳ ସାନ୍ତୋଷ ଗଂଗୱାର ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୂଚନାନୁଯାୟୀ, କୌଣସି ମନ୍ତ୍ରୀ […]
ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଜବାହରଲାଲ ନେହରୁ ଷ୍ଟାଡିୟମରେ ଓଡ଼ିଆ ସମାଜ ଦ୍ବାରା ଆୟୋଜିତ ଓଡ଼ିଶା ପର୍ବରେ ସାମିଲ ହେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସାଧାରଣ ଜନତାଙ୍କୁ ସମ୍ବୋଧିତ କରି କହିଛନ୍ତି, “ଆପଣମାନଙ୍କୁ ଭେଟି ମୁଁ ଆନନ୍ଦିତ। ଏଥର ସ୍ବଭାବ କବି ଗଂଗାଧର ମେହରଙ୍କ ଶତବାର୍ଷିକୀ ଉତ୍ସବ ଅବସରରେ ଶୁଭେଚ୍ଛା […]
ବାସ୍ତବ ବ୍ୟୁରୋ: ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ବିଜୟ ହାସଲ କରିଛନ୍ତି । ଆଜି ପ୍ରିୟଙ୍କା ତାଙ୍କ ପ୍ରଥମ ନିର୍ବାଚନରେ ବିଜୟୀ ହେବା ସହିତ ଭାଇ ରାହୁଲଙ୍କ ରେକର୍ଡକୁ ମଧ୍ୟ ଭାଙ୍ଗିଛନ୍ତି । ୪.୦୮ ଲକ୍ଷ ବ୍ୟବଧାନରେ ବିଜୟୀ ହୋଇଛନ୍ତି ପ୍ରିୟଙ୍କା ଗାନ୍ଧୀ । ଉଲ୍ଲେଖଯୋଗ୍ୟ ,୨୦୧୯ ନିର୍ବାଚନରେ ୱାୟନାଡରୁ ୪.୩୦ ଲକ୍ଷ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ରାହୁଲ ଗାନ୍ଧୀ […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ସିନ୍ଦେ ଓ ଫଡନଭିସ । ମେଂଟ ର ପ୍ରଦର୍ଶନ ପାଇଁ ପରସ୍ପରକୁ ଜଣାଇଲେ ଅଭିନନ୍ଦନ । ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି କୁ ଅଭୂତପୂର୍ବ ଭାବେ ୧୨୯ ସିଟ୍ ରେ ସଫଳାତା ମିଳିଛି । ଇଏ ସେହି ପାର୍ଟି ୬ ମାସ ପୂର୍ବରୁ ଲୋକସଭା ନିର୍ବାଚନରେ ଖରାପ ପ୍ରଦର୍ଶନ […]
ବାସ୍ତବ ବ୍ୟୁରୋ: ଡେନମାର୍କର ୨୧ ବର୍ଷୀୟ ଭିକ୍ଟୋରିଆ କେଜର ଥେଲବିଗ୍ ହୋଇଛନ୍ତି ମିସ୍ ୟୁନିଭର୍ସ ୨୦୨୪। ଭିକ୍ଟୋରିଆ କଜେରଙ୍କୁ ଗତ ବର୍ଷର ମିସ ୟୁନିଭର୍ସ ବିଜେତା ନିକାରାଗୁଆର ଶେନିସ ପାଲାସିଓସ ମୁକୁଟ ପିନ୍ଧାଇଥିଲେ। ଏହି ମୁକୁଟର ନାମ ‘ଲୁମିଏରେ ଦେ ଇନଫିନି’ । ଯାହାର ଅର୍ଥ ଆଲୋକର ଅସୀମତା । ଏହି ମିସ ୟୁନିଭର୍ସ ମୁକୁଟ ମହିଳା ସଶକ୍ତିକରଣର ପ୍ରତିନିଧିତ୍ୱ କରେ ଏବଂ ଏହା ହୀରା ସହିତ ୨୩ ଟି ସୁବର୍ଣ୍ଣ ମୋତିରେ […]
ବାସ୍ତବ ବ୍ୟୁରୋ: ସୁପ୍ରିମ୍କୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୁଡ଼ ଅବସର ନେବା ପରେ ଆଜି ଅର୍ଥାତ ସୋମବାର ଦିନ ରାଷ୍ଟ୍ରପତି ଭବନରେ ଦେଶର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିଲେ […]
ବାସ୍ତବ ବ୍ୟୁରୋ: ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ୍। ଦୀର୍ଘ ଦୁଇ ଦଶନ୍ଧି ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନର ପ୍ରଥମ ପ୍ରାର୍ଥୀ ଭାବେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପପୁଲାର ବା ଲୋକପ୍ରିୟ ଭୋଟ ପାଇବାକୁ ସକ୍ଷମ ହୋଇଛନ୍ତି। ସ୍ୱିଙ୍ଗ ରାଜ୍ୟଗୁଡ଼ିକରେ ଟ୍ରମ୍ପ ବାଜିମାତ କରିଥିବାରୁ ସେ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ରେସ୍ରେ ଡୋନାଲ୍ଡ ଟ୍ରମ୍ପ ବାଜି ମାରିଛନ୍ତି । ତଥ୍ୟ ଅନୁଯାୟୀ, ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ […]
ବାସ୍ତବବ୍ୟୁରୋ: ବାଚସ୍ପତି ସୁରମା ପାଢ଼ୀଙ୍କ ବିଦେଶ ଗସ୍ତ କାର୍ଯ୍ୟକ୍ରମ ଅବସରରେ,ଦକ୍ଷିଣ କୋରିଆରେ ପହଞ୍ଚିବା ବେଳେ ସେଠାରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ତାଙ୍କୁ ଉଚ୍ଛସିତ ସମ୍ବଦ୍ଧନା ପ୍ରଦାନ କରାଯାଇଥିଲା । ସେଠାରେ ଥିବା ଭାରତର ରାଷ୍ଟ୍ରଦୂତ ଅମିତ କୁମାର ବାଚସ୍ପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା ଅବସରରେ ଦୁଇ ଦେଶ ମଧ୍ୟରେ ଥିବା ବନ୍ଧୁତ୍ଵପୂର୍ଣ ସମ୍ପର୍କର ଅବତାରଣା କରିବା ସାଙ୍ଗକୁ ଓଡ଼ିଶା ସହ ଦକ୍ଷିଣ କୋରିଆର ସାମାଜିକ ଓ ସାଂସ୍କୃତିକ ଭାବବିନି […]


