କଂଗ୍ରେସ ସମୟରେ ଛବିରାଣୀ ହତ୍ୟାକାଣ୍ଡଠାରୁ ଆରମ୍ଭ କରି ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ, ଦିଲ୍ଲୀର ନୈନା ସାହାଣୀ ଭଳି ଘଟଣା ଘଟିଥିଲା ବିଜେପି ସରକାର ମହିଳାମାନଙ୍କ ପାଇଁ ସମର୍ପିତ ଘଟଣା ଘଟିବାର ୬ ଘଂଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ହୀନ ରାଜନୀତି କରୁଛି କଂଗ୍ରେସ ମୁଖ୍ୟମନ୍ତ୍ରୀ ଏମ୍ସ ହସ୍ପିଟାଲ ଯାଇ ଡାକ୍ତରଖାନା କର୍ତୁପକ୍ଷଙ୍କ ସହ ଆଲୋଚନା କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟ କରିଛନ୍ତିଭୁବନେଶ୍ୱର(ନି.ପ୍ର)୧୪/୦୭: […]
ରାଜନୀତି
ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]
ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣାବିଧାୟକ ସନ୍ତୋଷ ଖଟୁଆଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି।ତିନି ଜଣ ମୁଖ୍ୟ ଅଭିଯୁକ୍ତ ବିଧାୟକଙ୍କ ଫାର୍ମ ହାଉସରୁ ଗିରଫବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଶୂନ।ଏହି ଘଟଣାରେ, ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ବର(ନି.ପ୍ର): ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ […]
ରଥଯାତ୍ରା ଅବ୍ୟବସ୍ଥା ଓ ବିଏମସିରେ ଗୁଣ୍ଡାରାଜ ଘଟଣା ସାରା ଦେଶରେ ରାଜ୍ୟକୁ ନିନ୍ଦିତ କରିଛି।ବିଏମସି ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ୱର(ନି.ପ୍ର)୦୨/୦୭: ବିଏମସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ନହେବା ଓ ପୁରୀରେ ରଥଯାତ୍ରାକୁ ନେଇ ବ୍ୟାପକ ଅବ୍ୟବସ୍ଥା ପରେ, ଆଇନ ମନ୍ତ୍ରୀଙ୍କ ଭୂମିକାକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଏହି ଦୁଇ ଘଟଣା ସାରା ଦେଶରେ […]
ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର […]
୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ।ଭୁବନେଶ୍ୱର(ନି.ପ୍ର)୨୮/୦୬: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ […]
ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ଆୟୋଜିତ ହେଉଛି ଜିଲ୍ଲାସ୍ତରୀୟ ବିକାଶ ମେଳା- ୨୦୨୫ । ସେବା, ସୁଶାସନ ଓ ସଫଳତାର ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ଖୋଲିଛି ସୁଆଦିଆ ଖାଦ୍ୟର ପସରା ଓ ବିଭିନ୍ନ ବିଭାଗର ସଫଳତା ପ୍ରଦର୍ଶନୀ। ପ୍ରତି ସନ୍ଧ୍ୟାରେ ପ୍ରଦର୍ଶିତ ହେଉଛି ଆକର୍ଷଣୀୟ ସାଂସ୍କୃତିକ […]
ବାସ୍ତବ ବ୍ୟୁରୋ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିଥିବା ବେଳେ ଜଣେ ମହିଳାଙ୍କୁ ତାର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି । ବହୁ କଳ୍ପନା ଜଳ୍ପନା ପରେ ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ଘୋଷଣା କରିଛନ୍ତି ପର୍ଯ୍ୟବେକ୍ଷକ । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ […]
ବାସ୍ତବ ବ୍ୟୁରୋ: ଆସିଗଲା ଦିଲ୍ଲୀ ବିଧାନସଭା ନିର୍ବାଚନ -୨୦୨୫ ର ସମ୍ପୂର୍ଣ୍ଣ ଫଳାଫଳ । ବିଧାନସଭା ନିର୍ବାଚନରେ ବିଜେପି ୪୮ ଆସନ ଜିତି ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ଯାହା ଫଳରେ ଭାରତୀୟ ଜନତା ପାର୍ଟି ଦୀର୍ଘ ୨୪ ବର୍ଷ ପରେ ଦିଲ୍ଲୀରେ ସରକାର ଗଢିବାକୁ ଯାଉଛି । ଏଥିସହିତ ଆମ୍ ଆଦମୀ ପାର୍ଟି ପରାଜୟର ସମ୍ମୁଖୀନ ହୋଇଛି ଏବଂ କଂଗ୍ରେସ ପୁଣି ଥରେ ନିର୍ବାଚନରେ ଗୋଟିଏ ବି […]
ବାସ୍ତବ ବ୍ୟୁରୋ : ପରଲୋକରେ କଂଗ୍ରେସର ବରିଷ୍ଠ ନେତା, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରସିଦ୍ଧ ଅର୍ଥନୀତିଜ୍ଞ ମନମୋହନ ସିଂ । ଆଜି ଅର୍ଥାତ ଗୁରୁବାର(ଡିସେମ୍ବର ୨୬) ସନ୍ଧ୍ୟାରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ କଂଗ୍ରେସ ସମେତ ଅନ୍ୟାନ୍ୟ ଦଳର ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି । ମନମୋହନ […]