କାକଟପୁର(ମାନସ ସାମଲ)୩୦/୭: କାକଟପୁର ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସ୍ଥାନୀୟ ଜନସମସ୍ୟା, ବିକାଶ କାର୍ଯ୍ୟରେ ଦୁର୍ନୀତି ଏବଂ ପିସି ପ୍ରଥା ଉଚ୍ଛେଦ ଦାବିରେ ଶତାଧିକ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି।କାକଟପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ନେତୃତ୍ୱରେ ପ୍ରାୟ ହଜାର ରୁ ଅଧିକ କର୍ମୀ ଙ୍କ ଜନସମାଗମରେ ଏକ ବିଶାଳ ଶୋଭାଯାତ୍ରା କାକଟପୁର ମୁଖ୍ୟ ବଜାର ସ୍ଥିତ ପଦ୍ମଚରଣ ସାମନ୍ତସିଂହାର […]
ରାଜନୀତି
ନୂଆଦିଲ୍ଲୀ(ବାସ୍ତବକଥା): ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ପଠାଇବା ସହ ସୋସିଆଲ ମିଡିଆରେ ଏହି ନିଷ୍ପତ୍ତିର କାରଣ ସ୍ପଷ୍ଟ କରିଛନ୍ତି। ନିଜ ଇସ୍ତଫାପତ୍ରରେ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ସେ ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ଛାତ୍ର, ଶିକ୍ଷକ ଏବଂ […]
ବଲାଙ୍ଗୀରି(ବାସ୍ତକଥା): ବଲାଙ୍ଗୀର,ଜାତୀୟ ପଞ୍ଚାୟତି ରାଜ ଦିବସ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ୍ ଠାରେ ରାଜ୍ୟ ସ୍ତରୀୟ ପଞ୍ଚାୟତିରାଜ ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଏହି କାର୍ଯ୍ୟକ୍ରମ ରେ ଯୋଗଦେଇ ଏହି ଦିବସ କୁ କିଭଳି ସୁଦୃଢ଼ୀକରଣ କରାଯିବ ସେ ନେଇ ଗୁରୁତ୍ଵ ଦେଇଥିଲେ । ରାଜନୈତିକ ଜୀବନ ଏକ ସରପଞ୍ଚ ହୋଇ ସେ ଆରମ୍ଭ କରିଥିଲେ ବୋଲି ପ୍ରକାଶ କରିଥିଲେ। ୧୯୯୭ ମସିହା […]
କଟକ(ସଂଜୟ ଶତପଥୀ):ଆଗାମୀ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ପାଇଁ ଦଳରୁ ଡାକରା ପାଇ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା କଟକର ବିଶିଷ୍ଟ ଭାଜପା ନେତା ଶ୍ରୀ ଲଲାଟେନ୍ଦୁ ବଡୁ ଦୀର୍ଘ ତିନି ମାସ ଧରି ୨୧୨-ପଟାଶପୁର ନିର୍ବାଚନ ମଣ୍ଡଳୀ ର ସମ୍ପୂର୍ଣ୍ଣ ଦାୟିତ୍ୱ ନେଇ ସେହି ଅଞ୍ଚଳରେ ମାରାଥନ ନିର୍ବାଚନ ପରିଚାଳନା କରୁଛନ୍ତି। ଗତ ନିର୍ବାଚନ ରେ ଏହି ସନ୍ତ୍ରାସ ବହୁଳ ଆସନରୁ ପରାଜିତ ହୋଇଥିବା ଯୋଗୁଁ ଶ୍ରୀ ବଡୁ ଅତ୍ୟନ୍ତ […]
କଂଗ୍ରେସ ସମୟରେ ଛବିରାଣୀ ହତ୍ୟାକାଣ୍ଡଠାରୁ ଆରମ୍ଭ କରି ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ, ଦିଲ୍ଲୀର ନୈନା ସାହାଣୀ ଭଳି ଘଟଣା ଘଟିଥିଲା ବିଜେପି ସରକାର ମହିଳାମାନଙ୍କ ପାଇଁ ସମର୍ପିତ ଘଟଣା ଘଟିବାର ୬ ଘଂଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ହୀନ ରାଜନୀତି କରୁଛି କଂଗ୍ରେସ ମୁଖ୍ୟମନ୍ତ୍ରୀ ଏମ୍ସ ହସ୍ପିଟାଲ ଯାଇ ଡାକ୍ତରଖାନା କର୍ତୁପକ୍ଷଙ୍କ ସହ ଆଲୋଚନା କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟ କରିଛନ୍ତିଭୁବନେଶ୍ୱର(ନି.ପ୍ର)୧୪/୦୭: […]
ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]
ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣାବିଧାୟକ ସନ୍ତୋଷ ଖଟୁଆଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି।ତିନି ଜଣ ମୁଖ୍ୟ ଅଭିଯୁକ୍ତ ବିଧାୟକଙ୍କ ଫାର୍ମ ହାଉସରୁ ଗିରଫବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଶୂନ।ଏହି ଘଟଣାରେ, ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ବର(ନି.ପ୍ର): ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ […]
ରଥଯାତ୍ରା ଅବ୍ୟବସ୍ଥା ଓ ବିଏମସିରେ ଗୁଣ୍ଡାରାଜ ଘଟଣା ସାରା ଦେଶରେ ରାଜ୍ୟକୁ ନିନ୍ଦିତ କରିଛି।ବିଏମସି ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ୱର(ନି.ପ୍ର)୦୨/୦୭: ବିଏମସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ନହେବା ଓ ପୁରୀରେ ରଥଯାତ୍ରାକୁ ନେଇ ବ୍ୟାପକ ଅବ୍ୟବସ୍ଥା ପରେ, ଆଇନ ମନ୍ତ୍ରୀଙ୍କ ଭୂମିକାକୁ ନେଇ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଏହି ଦୁଇ ଘଟଣା ସାରା ଦେଶରେ […]
ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର […]
୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ।ଭୁବନେଶ୍ୱର(ନି.ପ୍ର)୨୮/୦୬: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ […]


