ବାସ୍ତବ ବ୍ୟୁରୋ : ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜେପି ନେତା ଦେବେନ୍ଦ୍ର ଫଡନାବୀସ । ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଅଜିତ୍ ପାୱାର ବି ପୁଣି ଥରେ […]
ରାଜନୀତି
ବାସ୍ତବ ବ୍ୟୁରୋ: ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ବିଜୟ ହାସଲ କରିଛନ୍ତି । ଆଜି ପ୍ରିୟଙ୍କା ତାଙ୍କ ପ୍ରଥମ ନିର୍ବାଚନରେ ବିଜୟୀ ହେବା ସହିତ ଭାଇ ରାହୁଲଙ୍କ ରେକର୍ଡକୁ ମଧ୍ୟ ଭାଙ୍ଗିଛନ୍ତି । ୪.୦୮ ଲକ୍ଷ ବ୍ୟବଧାନରେ ବିଜୟୀ ହୋଇଛନ୍ତି ପ୍ରିୟଙ୍କା ଗାନ୍ଧୀ । ଉଲ୍ଲେଖଯୋଗ୍ୟ ,୨୦୧୯ ନିର୍ବାଚନରେ ୱାୟନାଡରୁ ୪.୩୦ ଲକ୍ଷ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ରାହୁଲ ଗାନ୍ଧୀ […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ସିନ୍ଦେ ଓ ଫଡନଭିସ । ମେଂଟ ର ପ୍ରଦର୍ଶନ ପାଇଁ ପରସ୍ପରକୁ ଜଣାଇଲେ ଅଭିନନ୍ଦନ । ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି କୁ ଅଭୂତପୂର୍ବ ଭାବେ ୧୨୯ ସିଟ୍ ରେ ସଫଳାତା ମିଳିଛି । ଇଏ ସେହି ପାର୍ଟି ୬ ମାସ ପୂର୍ବରୁ ଲୋକସଭା ନିର୍ବାଚନରେ ଖରାପ ପ୍ରଦର୍ଶନ […]
ଭୁବନେଶ୍ୱର(ନ.ପ୍ର)୨୨/୦୭: ଆଜିଠାରୁ ଆରମ୍ଭ ହେଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ନବଗଠିତ ବିଜେପି ସରକାର ସହ ବିରୋଧି ଦଳ ଭାବେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବିଜେଡ଼ି। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେଉଛି ପ୍ରଥମ ଅଧିବେଶନ। ଅନ୍ୟପଟେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ରହିଛି ସମସ୍ତଙ୍କ ନଜର। ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ଗୃହରେ […]
୭ ରାଜ୍ୟର ୧୩ ବିଧାନସଭା ଆସନରେ ଭୋଟ ଗଣତି –୧୩ ଆସନରୁ ୫ ଆସନରେ ଆଗୁଆ ଚାଲିଛି କଂଗ୍ରେସ–ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଗୁଆ Congress-ପଶ୍ଚିମବଙ୍ଗର ୪ଟି ଆସନରେ ଆଗୁଆ TMC–ମାତ୍ର ଗୋଟିଏ ଆସନରେ ଆଗୁଆ BJP-ପଞ୍ଜାବର ଗୋଟିଏ ଆସନରେ ଜିତିଲା ଆମ୍ ଆଦମୀ ପାର୍ଟି .
ବାସ୍ତବ ବ୍ୟୁରୋ: ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା ।ଲଗାତାର ଦ୍ୱିତୀୟ ଥର ପାଇଁ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ […]
ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ଏହି ଅବସରରେ ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ […]
ବାସ୍ତବ ବ୍ୟୁରୋ: ଆଜି ମୋଦୀ ମନ୍ତ୍ରିମଣ୍ଡଳର ହୋଇଛି ବିଭାଗ ବଣ୍ଟନ । ଆଜି କ୍ୟାବିନେଟ୍ ବୈଠକ ପରେ ମୋଦୀ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହେଇଛି । କ୍ୟାବିନେଟ ମନ୍ତ୍ରୀ ବ୍ୟତୀତ ରାଜ୍ୟ (ସ୍ୱତନ୍ତ୍ର ପ୍ରଭାର) ସହ ରାଜ୍ୟ ପାହ୍ୟା ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ ଦେଖିବା କାହାକୁ କେଉଁ ବିଭାଗ : କ୍ୟାବିନେଟ ମନ୍ତ୍ରୀ ୧- ରାଜନାଥ ସିଂହ(ବିଜେପି)- ପ୍ରତିରକ୍ଷା ୨- ଅମିତ ଶାହ(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ […]
ବାସ୍ତବ ବ୍ୟୁରୋ: କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି । ରାଷ୍ଟ୍ରପତି […]
ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ଆସନ୍ତାକାଲି ସ୍ମୃତି ଇରାନୀ କୁଜଙ୍ଗ, ଆଳି ଏବଂ ବାଲେଶ୍ୱର ରେମୁଣାରେ ନିର୍ବାଚନୀ ସଭା କରିବେ । ବିଶେଷ କରି ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବେ ସ୍ମୃତି ଇରାନୀ । ରାଜ୍ୟ ବିଜେପି ସରକାରକୁ ଆସିଲେ ମହିଳାମାନେ କିପରି ଶୁଭଦ୍ରା ଯୋଜନା ପାଇପାରିବେ ସେନେଇ ରାଜ୍ୟବାସୀଙ୍କୁ ଅବଗତ […]