ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ଆୟୋଜିତ ହେଉଛି ଜିଲ୍ଲାସ୍ତରୀୟ ବିକାଶ ମେଳା- ୨୦୨୫ । ସେବା, ସୁଶାସନ ଓ ସଫଳତାର ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ଖୋଲିଛି ସୁଆଦିଆ ଖାଦ୍ୟର ପସରା ଓ ବିଭିନ୍ନ ବିଭାଗର ସଫଳତା ପ୍ରଦର୍ଶନୀ। ପ୍ରତି ସନ୍ଧ୍ୟାରେ ପ୍ରଦର୍ଶିତ ହେଉଛି ଆକର୍ଷଣୀୟ ସାଂସ୍କୃତିକ […]
ରାଜନୀତି
ବାସ୍ତବ ବ୍ୟୁରୋ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିଥିବା ବେଳେ ଜଣେ ମହିଳାଙ୍କୁ ତାର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି । ବହୁ କଳ୍ପନା ଜଳ୍ପନା ପରେ ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ଘୋଷଣା କରିଛନ୍ତି ପର୍ଯ୍ୟବେକ୍ଷକ । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ […]
ବାସ୍ତବ ବ୍ୟୁରୋ: ଆସିଗଲା ଦିଲ୍ଲୀ ବିଧାନସଭା ନିର୍ବାଚନ -୨୦୨୫ ର ସମ୍ପୂର୍ଣ୍ଣ ଫଳାଫଳ । ବିଧାନସଭା ନିର୍ବାଚନରେ ବିଜେପି ୪୮ ଆସନ ଜିତି ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ଯାହା ଫଳରେ ଭାରତୀୟ ଜନତା ପାର୍ଟି ଦୀର୍ଘ ୨୪ ବର୍ଷ ପରେ ଦିଲ୍ଲୀରେ ସରକାର ଗଢିବାକୁ ଯାଉଛି । ଏଥିସହିତ ଆମ୍ ଆଦମୀ ପାର୍ଟି ପରାଜୟର ସମ୍ମୁଖୀନ ହୋଇଛି ଏବଂ କଂଗ୍ରେସ ପୁଣି ଥରେ ନିର୍ବାଚନରେ ଗୋଟିଏ ବି […]
ବାସ୍ତବ ବ୍ୟୁରୋ : ପରଲୋକରେ କଂଗ୍ରେସର ବରିଷ୍ଠ ନେତା, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରସିଦ୍ଧ ଅର୍ଥନୀତିଜ୍ଞ ମନମୋହନ ସିଂ । ଆଜି ଅର୍ଥାତ ଗୁରୁବାର(ଡିସେମ୍ବର ୨୬) ସନ୍ଧ୍ୟାରେ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ୱାର୍ଡରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ୯୨ ବର୍ଷରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ କଂଗ୍ରେସ ସମେତ ଅନ୍ୟାନ୍ୟ ଦଳର ବରିଷ୍ଠ ନେତାମାନେ ଶୋକ ପ୍ରକାଶ କରିଛନ୍ତି । ମନମୋହନ […]
ବାସ୍ତବ ବ୍ୟୁରୋ : ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜେପି ନେତା ଦେବେନ୍ଦ୍ର ଫଡନାବୀସ । ମୁମ୍ବାଇର ଆଜାଦ ମଇଦାନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଏନସିପି ନେତା ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଅଜିତ୍ ପାୱାର ବି ପୁଣି ଥରେ […]
ବାସ୍ତବ ବ୍ୟୁରୋ: ୱାୟନାଡ ଲୋକସଭା ଆସନରୁ ଉପନିର୍ବାଚନରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିପୁଳ ବିଜୟ ହାସଲ କରିଛନ୍ତି । ଆଜି ପ୍ରିୟଙ୍କା ତାଙ୍କ ପ୍ରଥମ ନିର୍ବାଚନରେ ବିଜୟୀ ହେବା ସହିତ ଭାଇ ରାହୁଲଙ୍କ ରେକର୍ଡକୁ ମଧ୍ୟ ଭାଙ୍ଗିଛନ୍ତି । ୪.୦୮ ଲକ୍ଷ ବ୍ୟବଧାନରେ ବିଜୟୀ ହୋଇଛନ୍ତି ପ୍ରିୟଙ୍କା ଗାନ୍ଧୀ । ଉଲ୍ଲେଖଯୋଗ୍ୟ ,୨୦୧୯ ନିର୍ବାଚନରେ ୱାୟନାଡରୁ ୪.୩୦ ଲକ୍ଷ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିବା ରାହୁଲ ଗାନ୍ଧୀ […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ବିଜେପି ନେତୃତ୍ୱାଧୀନ ମହାୟୁତି। ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ସିନ୍ଦେ ଓ ଫଡନଭିସ । ମେଂଟ ର ପ୍ରଦର୍ଶନ ପାଇଁ ପରସ୍ପରକୁ ଜଣାଇଲେ ଅଭିନନ୍ଦନ । ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି କୁ ଅଭୂତପୂର୍ବ ଭାବେ ୧୨୯ ସିଟ୍ ରେ ସଫଳାତା ମିଳିଛି । ଇଏ ସେହି ପାର୍ଟି ୬ ମାସ ପୂର୍ବରୁ ଲୋକସଭା ନିର୍ବାଚନରେ ଖରାପ ପ୍ରଦର୍ଶନ […]
ଭୁବନେଶ୍ୱର(ନ.ପ୍ର)୨୨/୦୭: ଆଜିଠାରୁ ଆରମ୍ଭ ହେଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ନବଗଠିତ ବିଜେପି ସରକାର ସହ ବିରୋଧି ଦଳ ଭାବେ ପ୍ରମୁଖ ଭୂମିକା ଗ୍ରହଣ କରିଛି ବିଜେଡ଼ି। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେଉଛି ପ୍ରଥମ ଅଧିବେଶନ। ଅନ୍ୟପଟେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉପରେ ରହିଛି ସମସ୍ତଙ୍କ ନଜର। ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ଗୃହରେ […]
୭ ରାଜ୍ୟର ୧୩ ବିଧାନସଭା ଆସନରେ ଭୋଟ ଗଣତି –୧୩ ଆସନରୁ ୫ ଆସନରେ ଆଗୁଆ ଚାଲିଛି କଂଗ୍ରେସ–ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଗୁଆ Congress-ପଶ୍ଚିମବଙ୍ଗର ୪ଟି ଆସନରେ ଆଗୁଆ TMC–ମାତ୍ର ଗୋଟିଏ ଆସନରେ ଆଗୁଆ BJP-ପଞ୍ଜାବର ଗୋଟିଏ ଆସନରେ ଜିତିଲା ଆମ୍ ଆଦମୀ ପାର୍ଟି .
ବାସ୍ତବ ବ୍ୟୁରୋ: ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା ।ଲଗାତାର ଦ୍ୱିତୀୟ ଥର ପାଇଁ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ବାଚସ୍ପତି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ […]


