ବାସ୍ତବ ବ୍ୟୁରୋ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ରହିଛି। ତା’ ମଧ୍ୟରେ ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁ। ସେ ପୁଣି ବାରଣାସୀରୁ ନିର୍ବାଚନ ଲଢ଼ିବା। ସେହିପରି ଲୋକସଭା ବାଚସ୍ପତି ଓମ୍ ବିର୍ଲା ରାଜସ୍ଥାନର କୋଟାରୁ, ଗୃହ ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରରୁ ଓ ରାଜନାଥ ସିଂହ ଲକ୍ଷ୍ନୌରୁ ପ୍ରାର୍ଥୀ ହେବେ। ଅନ୍ୟପଟେ, ଏହି ୧୯୫ ଜଣଙ୍କ […]
ରାଜନୀତି
ବାସ୍ତବ ବ୍ୟୁରୋ: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ଆଜି ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉଭୟଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ସାମିଲ୍ ହେବା ପରେ […]
ବାସ୍ତବ ବ୍ୟୁରୋ: ଆସନ୍ତା ଜୁନ୍ ୨୦୨୪ ଯାଏଁ ବଢ଼ିଲା ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ। ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରବିବାର ଦଳର ଜାତୀୟ ପରିଷଦ ଦ୍ୱାରା ଏହି ନିଷ୍ପତ୍ତି ଅନୁମୋଦିତ ହୋଇଛି। ପରବର୍ତ୍ତୀ ଅନୁମୋଦନ ଅନୁଯାୟୀ ଜେପି ନଡା ସ୍ୱାଧୀନ ଭାବରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଅଧିକାର ଦିଆଯାଇଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ […]
ବାସ୍ତବ ବ୍ୟୁରୋ: ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା’ର ପାର୍ଥୀ ତାଲିକା ପ୍ରକାଶ କରିଛି। ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଗୁଜରାଟରୁ ଜେପି ନଡ୍ଡା ଏବଂ ମହାରାଷ୍ଟ୍ରରୁ ଅଶୋକ ଚୌହାନ ରାଜ୍ୟସଭା ଯିବେ । ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି। ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ […]
ବାସ୍ତବ ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ୩ଟି ଆସନ ମଧ୍ୟରୁ ୨ଟି ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ବିଜୁ ଜନତା ଦଳ । ତେବେ ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ । ଉଲ୍ଲେଖ ଥାଉ କି […]
ବାସ୍ତବ ବ୍ୟୁରୋ: ଶୁକ୍ରବାର ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚମ୍ପାଇ ସୋରେନ । ରାଂଚିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ଚମ୍ପାଇଙ୍କୁ ଗୋପନୀୟତା ଓ ପଦର ଶପଥପାଠ କରାଇଛନ୍ତି । ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ବିଧାୟକ ଆଲାମଗିର ଆଲାମ (କଂଗ୍ରେସ) ଏବଂ ସତ୍ୟନନ୍ଦ ଭୋକତା (ଆରଜେଡି) ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ହେମନ୍ତ ଚାରିପଟୁ ଫସିବା ପରେ ଜେଏମଏମ ବିଧାୟକ ଦଳର […]
ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ […]
ବାସ୍ତବ ବ୍ୟୁରୋ: ଆଜି ବିଜେପି ବିଧାୟକ ଦଳର ନେତା ଭାବେ ମୋହନ ଯାଦବ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଫଳରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ସେହିପରି ଜଗଦୀଶ ଦେଭଡା ଓ ରାଜେନ୍ଦ୍ର ଶୁକ୍ଳା ମଧ୍ୟପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୨୩ ବିଧାନସଭା ନିର୍ବାଚନରେ ଶ୍ରୀ ଯାଦବ ଉଜ୍ଜୟୀନ […]
ବାସ୍ତବ ବ୍ୟୁରୋ : ବହୁଜନ ସମାଜ ପାର୍ଟି (BSP) ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଆଜି ତାଙ୍କ ରାଜନୀତିକ ଉତ୍ତରାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦ (୨୮)ଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଲକ୍ଷ୍ମୌରେ ଆଜି ବସିଥିବା ଦଳୀୟ ବୈଠକରେ ମାୟାବତୀ ଏହି ଘୋଷଣା କରିଛନ୍ତି। ଆନନ୍ଦ ହେଉଛନ୍ତି ମାୟାବତୀଙ୍କ ସାନ ଭାଇ ଆନନ୍ଦ କୁମାରଙ୍କ ପୁଅ। ୨୦୧୯ରେ ମାୟାବତୀ ତାଙ୍କ […]
ବାସ୍ତବ ବ୍ୟୁରୋ: ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)ର ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା ମଧ୍ୟ ଉପସ୍ଥିତ ଥିଲେ। କେବଳ ବିଦାୟୀ ମୁଖ୍ୟମନ୍ତ୍ରୀ ନୁହଁନ୍ତି, MNF ଦଳର ସମସ୍ତ ବିଧାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ […]