ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ଏହି ଅବସରରେ ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ […]

ବାସ୍ତବ ବ୍ୟୁରୋ: ଆଜି ମୋଦୀ ମନ୍ତ୍ରିମଣ୍ଡଳର ହୋଇଛି ବିଭାଗ ବଣ୍ଟନ । ଆଜି କ୍ୟାବିନେଟ୍ ବୈଠକ ପରେ ମୋଦୀ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହେଇଛି । କ୍ୟାବିନେଟ ମନ୍ତ୍ରୀ ବ୍ୟତୀତ ରାଜ୍ୟ (ସ୍ୱତନ୍ତ୍ର ପ୍ରଭାର) ସହ ରାଜ୍ୟ ପାହ୍ୟା ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ ଦେଖିବା କାହାକୁ କେଉଁ ବିଭାଗ : କ୍ୟାବିନେଟ ମନ୍ତ୍ରୀ ୧- ରାଜନାଥ ସିଂହ(ବିଜେପି)- ପ୍ରତିରକ୍ଷା ୨- ଅମିତ ଶାହ(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ […]

ବାସ୍ତବ ବ୍ୟୁରୋ: କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି । ରାଷ୍ଟ୍ରପତି […]

ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।  ଆସନ୍ତାକାଲି ସ୍ମୃତି ଇରାନୀ କୁଜଙ୍ଗ, ଆଳି ଏବଂ ବାଲେଶ୍ୱର ରେମୁଣାରେ ନିର୍ବାଚନୀ ସଭା କରିବେ । ବିଶେଷ କରି ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବେ ସ୍ମୃତି ଇରାନୀ । ରାଜ୍ୟ ବିଜେପି ସରକାରକୁ ଆସିଲେ ମହିଳାମାନେ କିପରି ଶୁଭଦ୍ରା ଯୋଜନା ପାଇପାରିବେ ସେନେଇ ରାଜ୍ୟବାସୀଙ୍କୁ  ଅବଗତ […]

ବାସ୍ତବ ବ୍ୟୁରୋ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି। ଏହି ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ରହିଛି। ତା’ ମଧ୍ୟରେ ରହିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଁ। ସେ ପୁଣି ବାରଣାସୀରୁ ନିର୍ବାଚନ ଲଢ଼ିବା। ସେହିପରି ଲୋକସଭା ବାଚସ୍ପତି ଓମ୍ ବିର୍ଲା ରାଜସ୍ଥାନର କୋଟାରୁ, ଗୃହ ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରରୁ ଓ ରାଜନାଥ ସିଂହ ଲକ୍ଷ୍ନୌରୁ ପ୍ରାର୍ଥୀ ହେବେ।  ଅନ୍ୟପଟେ, ଏହି ୧୯୫ ଜଣଙ୍କ […]

ବାସ୍ତବ ବ୍ୟୁରୋ:  ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ଆଜି ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉଭୟଙ୍କୁ ସ୍ୱାଗତ କରିଛନ୍ତି।  ବିଜେପିରେ ସାମିଲ୍ ହେବା ପରେ […]

ବାସ୍ତବ ବ୍ୟୁରୋ: ଆସନ୍ତା ଜୁନ୍‌ ୨୦୨୪ ଯାଏଁ ବଢ଼ିଲା ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ।  ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ। ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରବିବାର ଦଳର ଜାତୀୟ ପରିଷଦ ଦ୍ୱାରା ଏହି ନିଷ୍ପତ୍ତି ଅନୁମୋଦିତ ହୋଇଛି। ପରବର୍ତ୍ତୀ ଅନୁମୋଦନ ଅନୁଯାୟୀ ଜେପି ନଡା ସ୍ୱାଧୀନ ଭାବରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଅଧିକାର ଦିଆଯାଇଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ […]

ବାସ୍ତବ ବ୍ୟୁରୋ: ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା’ର ପାର୍ଥୀ ତାଲିକା ପ୍ରକାଶ କରିଛି। ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଗୁଜରାଟରୁ ଜେପି ନଡ୍ଡା ଏବଂ ମହାରାଷ୍ଟ୍ରରୁ ଅଶୋକ ଚୌହାନ ରାଜ୍ୟସଭା ଯିବେ । ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି।   ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ […]

ବାସ୍ତବ ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ୩ଟି ଆସନ ମଧ୍ୟରୁ ୨ଟି ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ବିଜୁ ଜନତା ଦଳ । ତେବେ ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ । ଉଲ୍ଲେଖ ଥାଉ କି […]

ବାସ୍ତବ ବ୍ୟୁରୋ: ଶୁକ୍ରବାର ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚମ୍ପାଇ ସୋରେନ । ରାଂଚିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ଚମ୍ପାଇଙ୍କୁ ଗୋପନୀୟତା ଓ ପଦର ଶପଥପାଠ କରାଇଛନ୍ତି । ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ବିଧାୟକ ଆଲାମଗିର ଆଲାମ (କଂଗ୍ରେସ) ଏବଂ ସତ୍ୟନନ୍ଦ ଭୋକତା (ଆରଜେଡି) ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ହେମନ୍ତ ଚାରିପଟୁ ଫସିବା ପରେ ଜେଏମଏମ ବିଧାୟକ ଦଳର […]

Pin It on Pinterest