ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ […]
ରାଜନୀତି
ବାସ୍ତବ ବ୍ୟୁରୋ: ଆଜି ବିଜେପି ବିଧାୟକ ଦଳର ନେତା ଭାବେ ମୋହନ ଯାଦବ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଫଳରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ସେହିପରି ଜଗଦୀଶ ଦେଭଡା ଓ ରାଜେନ୍ଦ୍ର ଶୁକ୍ଳା ମଧ୍ୟପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୨୩ ବିଧାନସଭା ନିର୍ବାଚନରେ ଶ୍ରୀ ଯାଦବ ଉଜ୍ଜୟୀନ […]
ବାସ୍ତବ ବ୍ୟୁରୋ : ବହୁଜନ ସମାଜ ପାର୍ଟି (BSP) ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଆଜି ତାଙ୍କ ରାଜନୀତିକ ଉତ୍ତରାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦ (୨୮)ଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଲକ୍ଷ୍ମୌରେ ଆଜି ବସିଥିବା ଦଳୀୟ ବୈଠକରେ ମାୟାବତୀ ଏହି ଘୋଷଣା କରିଛନ୍ତି। ଆନନ୍ଦ ହେଉଛନ୍ତି ମାୟାବତୀଙ୍କ ସାନ ଭାଇ ଆନନ୍ଦ କୁମାରଙ୍କ ପୁଅ। ୨୦୧୯ରେ ମାୟାବତୀ ତାଙ୍କ […]
ବାସ୍ତବ ବ୍ୟୁରୋ: ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)ର ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା ମଧ୍ୟ ଉପସ୍ଥିତ ଥିଲେ। କେବଳ ବିଦାୟୀ ମୁଖ୍ୟମନ୍ତ୍ରୀ ନୁହଁନ୍ତି, MNF ଦଳର ସମସ୍ତ ବିଧାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ […]
ବାସ୍ତବ ବ୍ୟୁରୋ: ଆଜି ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି ରେବାନ୍ତ ରେଡ୍ଡୀ । ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେବନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରୈମୟା, ଉପ […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ଏବେ ପଶ୍ଚିମବଙ୍ଗର ବିଧାୟକମାନେ ୪୦ ହଜାର ଟଙ୍କା ମାସିକ ଅଧିକ ଦରମା ପାଇବେ । ହେଲେ ନିଜ ଦରମାର କୌଣସି ବୃଦ୍ଧି ହୋଇନଥିବା କଥା କହିଛନ୍ତି ମମତା ବାନାର୍ଜୀ । କାରଣ ଦୀର୍ଘବର୍ଷ ହେବ ମମତା ବାନାର୍ଜୀ ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ପଦରେ ଥିଲେ […]
ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ଚାଷୀଙ୍କ ଚିନ୍ତା । ମରୁଡି ପରିସ୍ଥିତି ନେଇ ଜରୁରୀକାଳୀନ ବୈଠକ ପରେ ଆଜି ମହାକାଳେଶ୍ୱରଙ୍କ ଶରଣରେ ଯାଇ ପୂଜାର୍ଚ୍ଚନା କରିଛନ୍ତି ଶିବରାଜ ସିଂ ଚୌହାନ । ମୁଖ୍ୟମନ୍ତ୍ରୀ ଚୌହାନ୍ କହିଛନ୍ତି, ଅଗଷ୍ଟ ମାସରେ ରାଜ୍ୟରେ ମରୁଡ଼ି ପରସ୍ଥିତି ଦେଖା ଦେଇଛି। ଫଲସ ପ୍ରତି ବିପଦ ଦେଖା ଦେଇଛି। ଭଲ ବର୍ଷା କରାଇ ଫସଲ ରକ୍ଷା କରିବା ଲାଗି ମୁଁ ମହାକାଳଙ୍କୁ ପ୍ରାର୍ଥନା କରିଛି। […]
ବାସ୍ତବ ବ୍ୟୁରୋ: ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ମନରୁ ଦ୍ୱନ୍ଦ୍ୱ ଦୂର କରି ଲଢେଇ ପାଇଁ ପ୍ରସ୍ତୁତ ରହିବା ସହିତ, ଯେଉଁ ଦାୟିତ୍ୱ ଦିଆଯାଇଛି, ସେ ଅନୁଯାୟୀ କାମ କରନ୍ତୁ ବୋଲି କହିଛନ୍ତି ଅମିତ ଶାହା । ସୂଚନାନୁଯାୟୀ, ଦୁଇଦିନିଆ ଗସ୍ତରେ ଆସି ନୂଆଦିଲ୍ଲୀ ଫେରିବା ପୂର୍ବରୁ ପ୍ରାୟ ୪ଘଣ୍ଟା ଧରି ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଦଳର […]
ବାସ୍ତବ ବ୍ୟୁରୋ: ୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍ ଘୋଷଣା କରାଯାଇଥିବା ବେଳେ ଏଥିରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ପୁଣି ଥରେ ନିଜ ପଦ ବଜାୟ ରଖିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ୩୮ ନେତାଙ୍କ ନାମ ଘୋଷଣା କରାଯାଇଛି । ବୈଜୟନ୍ତ ପଣ୍ଡା ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ ସକ୍ଷମ […]
ବାସ୍ତବ ବ୍ୟୁରୋ: ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରାଯାଇଥିବା କଥା ଆଜି ଲୋକସଭାର ବାଚସ୍ପତି କହିଛନ୍ତି। ଏହା ସହ ସବୁ ରାଜନୈତିକ ଦଳ ସହିତ ଆଲୋଚନା କରିବା ପରେ ନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ଅବଗତ କରାଇବାକୁ କହିଛନ୍ତି ବାଚସ୍ପତି ଓମ୍ ବିର୍ଲା । ସୂଚନାନୁଯାୟୀ, ଆଜି କଂଗ୍ରେସ ଓ ଭାରତ […]


