ବାସ୍ତବ ବ୍ୟୁରୋ: ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ବିପକ୍ଷ ଗୋଷ୍ଠୀ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରିବା ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ଟିଏମସି, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ଏନସିପି ଏହି ଦୁର୍ଘଟଣା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ ବୋଲି କହିଛନ୍ତି । ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ପାର୍ଟି କେନ୍ଦ୍ରରେ କ୍ଷମତାସୀନା ବିଜେପି ସରକାରଙ୍କୁ କଡ଼ା ସମାଲୋଚନା […]

ବାସ୍ତବ ବ୍ୟୁରୋ: ରାଜସ୍ଥାନରେ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲ ମାଗଣା କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଲ ମାଗଣା ଆଉ ବାକି ୧୦୦ ୟୁନିଟ୍ ପାଇ ନିର୍ଦ୍ଦିଷ୍ଟ ଦର ଧାର୍ଯ୍ୟ କରିଛନ୍ତି ରାଜସ୍ଥାନର କଂଗେସ ସରକାର । ବଢୁଥିବା ମୁଦ୍ରସ୍ଫିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ମତାମତ କ୍ରମେ ବିଦ୍ୟୁତ୍ ବିଲ ଛାଡ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଗେହଲଟ । ମାଗଣା […]

ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି । ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍‌ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି […]

ବାସ୍ତବ ବ୍ୟୁରୋ: ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ବୋଲି ଗତ ମଧ୍ୟରାତ୍ରିରେ ଘୋଷଣା କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ। ଏହା ସହ କର୍ଣ୍ଣାଟକ କଂଗ୍ରେସର ରାଜ୍ୟ ସଭାପତି ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବାକୁ ସମ୍ମତ ହୋଇଛନ୍ତି । ମେ ୨୦ରେ ବେଙ୍ଗାଲୁରୁରେ ନୂତନ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଗତ କାଲି(ବୁଧବାର) ଦିନ ତମାମ୍ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ ଏବଂ ପୂର୍ତତନ […]

ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]

ବାସ୍ତବ ବ୍ୟୁରୋ: ଏନସିପି ମୁଖ୍ୟ ଶରଦ ପାୱାର ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କରିଛନ୍ତି।  ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍‌ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’ ସେ ଏହି ଘୋଷଣା କରିବା ପରେ ତାଙ୍କୁ ଉପସ୍ଥିତ ଜନତା ଖୁସିରେ ପାଟି ଚିଲାଇ ଶୁଭେଚ୍ଛା ଜଣାଇଥିଲେ। ତେବେ ଶରଦ ଏକଥା ସ୍ପ‌ଷ୍ଟ କରିଛନ୍ତି ଯେ […]

ବାସ୍ତବ ବ୍ୟୁରୋ: ଏମପି ପଦ ଯିବା ପରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟ୍‌କା। ରାହୁଲ ଗାନ୍ଧୀଙ୍କୁ ନିଜର ସରକାରୀ ବଙ୍ଗଳା ଛାଡ଼ିବାକୁ ନୋଟିସ୍‌। ଏକ ମାସ ମଧ୍ୟରେ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍‌ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ […]

ବାସ୍ତବ ବ୍ୟୁରୋ: ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରା ଏବଂ ନାଗାଲାଣ୍ଡରେ ବିଜେପିର ପ୍ରତ୍ୟାବର୍ତ୍ତନ । ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମାଙ୍କ ଏନପିପି ମେଘାଳୟର ଏକକ ବୃହତ୍ତମ ଦଳ ହୋଇପାରିଛି। ସର୍ବଶେଷ ରିପୋର୍ଟ ଅନୁସାରେ ଅଧିକାଂଶ ଆସନରେ ଫଳାଫଳ ଆସିଛି ଏବଂ ରାଜନୈତିକ ଦଳ ଅନେକଙ୍କ ନେତୃତ୍ୱ ନେଇଛନ୍ତି। ସୂଚନା ଅନୁଯାୟୀ, ବିଜେପି […]

ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]

ବାସ୍ତବ ବ୍ୟୁରୋ : ଆଜି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ଟିଏମ୍‌ସି। ଜିଲ୍ଲାର ହୋତୁଗଞ୍ଜ ଅଞ୍ଚଳରେ ବିଜେପି ଓ ଟିଏମ୍‌ସି କର୍ମୀମାନେ ହିଂସା ଦେଖିବାକୁ ମିଳିଛି। ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀ ଡାଇମଣ୍ଡ ହାରବର ଠାରେ ରାଲି କରୁଥିଲେ। ଏହି ସମୟରେ ହିଂସା ସୃଷ୍ଟି ହୋଇଥିଲା। ଘଟଣାରେ ଟିଏମ୍‌ସି ଅଫିସରେ ଭଙ୍ଗାରୁଜା ହେବା ସହିତ ମଟରସାଇକେଲ୍‌ରେ ନିଆଁ ଲଗାଇ ଦିଆଯାଇଛି। ହିଂସାରେ ଘଟଣା ସ୍ଥଳରେ ଉତ୍ତେଜନାପୂର୍ଣ୍ଣ ରହିଛି। […]

Pin It on Pinterest