ବାସ୍ତବ ବ୍ୟୁରୋ: ଏମପି ପଦ ଯିବା ପରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟ୍କା। ରାହୁଲ ଗାନ୍ଧୀଙ୍କୁ ନିଜର ସରକାରୀ ବଙ୍ଗଳା ଛାଡ଼ିବାକୁ ନୋଟିସ୍। ଏକ ମାସ ମଧ୍ୟରେ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ […]
ରାଜନୀତି
ବାସ୍ତବ ବ୍ୟୁରୋ: ତିନି ଉତ୍ତର-ପୂର୍ବ ରାଜ୍ୟ ତ୍ରିପୁରା, ନାଗାଲାଣ୍ଡ ଓ ମେଘାଳୟରେ ଭୋଟ ଗଣତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ତ୍ରିପୁରା ଏବଂ ନାଗାଲାଣ୍ଡରେ ବିଜେପିର ପ୍ରତ୍ୟାବର୍ତ୍ତନ । ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମାଙ୍କ ଏନପିପି ମେଘାଳୟର ଏକକ ବୃହତ୍ତମ ଦଳ ହୋଇପାରିଛି। ସର୍ବଶେଷ ରିପୋର୍ଟ ଅନୁସାରେ ଅଧିକାଂଶ ଆସନରେ ଫଳାଫଳ ଆସିଛି ଏବଂ ରାଜନୈତିକ ଦଳ ଅନେକଙ୍କ ନେତୃତ୍ୱ ନେଇଛନ୍ତି। ସୂଚନା ଅନୁଯାୟୀ, ବିଜେପି […]
ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]
ବାସ୍ତବ ବ୍ୟୁରୋ : ଆଜି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ଟିଏମ୍ସି। ଜିଲ୍ଲାର ହୋତୁଗଞ୍ଜ ଅଞ୍ଚଳରେ ବିଜେପି ଓ ଟିଏମ୍ସି କର୍ମୀମାନେ ହିଂସା ଦେଖିବାକୁ ମିଳିଛି। ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀ ଡାଇମଣ୍ଡ ହାରବର ଠାରେ ରାଲି କରୁଥିଲେ। ଏହି ସମୟରେ ହିଂସା ସୃଷ୍ଟି ହୋଇଥିଲା। ଘଟଣାରେ ଟିଏମ୍ସି ଅଫିସରେ ଭଙ୍ଗାରୁଜା ହେବା ସହିତ ମଟରସାଇକେଲ୍ରେ ନିଆଁ ଲଗାଇ ଦିଆଯାଇଛି। ହିଂସାରେ ଘଟଣା ସ୍ଥଳରେ ଉତ୍ତେଜନାପୂର୍ଣ୍ଣ ରହିଛି। […]
ବାସ୍ତବ ବ୍ୟୁରୋ: ମେହେର ସମାଜର ଅନୁରୋଧ ରକ୍ଷା କରି ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) […]
ବାସ୍ତବ ବ୍ୟୁରୋ : ଆସନ୍ତାକାଲିଠୁ ପଦ୍ମପୁର ଉପନିର୍ବାଚନରେ ୪ ଦିନ ଧରି ମାରାଥନ୍ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବେ। ଆଜି(ସୋମବାର) ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦ୍ୱାରା ପଦ୍ମପୁରରେ ହେବାକୁ ଥିବା ବିଭିନ୍ନ ସାଧାରଣ ସଭା ଓ ରୋଡ୍ ଶୋ’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଇଛି । ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, […]
ବାସ୍ତବ ବ୍ୟୁରୋ: ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କର ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ମୃତ୍ୟୁ ହୋଇଛି । ୟୁରିନ ସଂକ୍ରମଣ, ରକ୍ତଚାପ ସମସ୍ୟା ଏବଂ ନିଶ୍ୱାସ ନେବାରେ ଅସୁବିଧା ହେତୁ ମୁଲାୟମ ସିଂ ଯାଦବଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେରେ ଭର୍ତ୍ତି କରାଯାଇଥିଲା । ଦୀର୍ଘଦିନ ଧରି ସେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଜି (ସୋମବାର)ସକାଳ ପ୍ରାୟ ସାଢେ […]
ବାସ୍ତବ ବ୍ୟୁରୋ-ଇଟାଲୀର ଜର୍ଜିଆ ମେଲୋନୀ ରଚିଲେ ଇତିହାସ । ସେ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି । ବ୍ରଦର ଅଫ ଇଟାଲୀ ପାର୍ଟିର ନେତ୍ରୀ ଜର୍ଜିଆ ମେଲୋନୀ ପୂର୍ବତନ ପ୍ରଧାନମନ୍ତ୍ରୀ ମାରିୟୋ ଦ୍ରାଗୀଙ୍କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛନ୍ତି । ଇଟାଲୀରେ ୧୯୪୫ ପରେ ୨୦୨୨ ପର୍ଯ୍ୟନ୍ତ ୭୭ ବର୍ଷରେ ୭୦ ଥର ସରକାର ବଳଦିଛି । ଜର୍ଜିଆ ମେଲୋନୀଙ୍କ ପ୍ରଧାନମନ୍ତ୍ରୀ ହେବା ସହିତ ଇଟାଲୀର ଫାଶିଷ୍ଟ ତାନାଶାହ […]
ଏସ.ବାସ୍ତବ:ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭାର ସଦସ୍ୟତା ରଦ୍ଦ କରାଯାଇଛି। ସୂଚନାନୁସାରେ, ଅଫିସ ଅଫ ପ୍ରଫିଟ ସମ୍ବନ୍ଧରେ ସୋରେନଙ୍କ ବିଧାନସଭା ସଦସ୍ୟତା ରଦ୍ଦ କରିବାକୁ ରାଜ୍ୟପାଳ ସୁପାରିଶ କରିଛନ୍ତି। ପଥର ଖଣି ଲିଜ୍ ନେଇଥିବା ଅଭିଯୋଗରେ ,ନିର୍ବାଚନ ଆୟୋଗ ଗୁରୁବାର ରାଜ୍ୟପାଳଙ୍କୁ ତାଙ୍କ ସଦସ୍ୟତା ବାତିଲ କରିବାକୁ ସୁପାରିଶ କରିଥିଲେ । ରାଜ୍ୟପାଳ ରମେଶ ବାଇସ ଏହି ପ୍ରସଙ୍ଗରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କ ସହିତ ପରାମର୍ଶ କରିଥିଲେ। ଏଥିସହ […]
ଏସ୍.ବାସ୍ତବ: ବିହାରରେ ବିଜେପି ଏବଂ ଜେଡିୟୁର ମେଣ୍ଟ ଭାଙ୍ଗିଛି। ବୁଧବାର ଅପରାହ୍ନ ୨ ଟାରେ ନୀତୀଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ୨୧ ମାସ ମଧ୍ୟରେ ଏହା ଦ୍ୱିତୀୟ ଥର ଯେ ସେ ସିଏମ୍ ଭାବେ ଶପଥ ଗ୍ରହଣ କରିବେ | ସେ ୧୭ ବର୍ଷରେ ଅଷ୍ଟମ ଥର ପାଇଁ CM ହେବେ, ଯାହା ବିହାର ଇତିହାସରେ ଏକ ରେକର୍ଡ ହେବ | ନିତିଶଙ୍କ […]


