ଭୁବନେଶ୍ବର(ନି.ପ୍ର): ଅଭିଭାବକମାନେ ସାବଧାନ,ନାବାଳକ ପୁଅ ଝିଅଙ୍କୁ ଗାଡି ଦେଉଥିଲେ ମାମଲା ପାଇଁ ପ୍ରସ୍ତୁତ ରୁହନ୍ତୁ । କାରଣ, ରାଜ୍ୟରେ ଆଜିଠୁ ପରିବହନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍ । ୧୮ ବର୍ଷରୁ କମ୍ ପିଲା ଗାଡି ଚଳାଉଥିବା ବେଳେ ଧରାପଡିଲେ ସିଜ୍ ହେବ ଗାଡି । ୨୫ ହଜାର ଟଙ୍କାର ଫାଇନ ସହ ଅଭିଭାବକଙ୍କ ନାଁରେ ହେବ ଏଫଆଇଆର । ଦୁଇ ଦିନ ଯାଏଁ ଜାରି ରହିବ […]
ବିଶେଷ
କଟକ(ସଂଜୟଶତପଥୀ): ବିଭିନ୍ନ କିସମର ଧାନ ଓ ଅନ୍ୟାନ୍ୟ ଶସ୍ୟ ସଂରକ୍ଷଣ ସହ ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା କ୍ଷେତ୍ରରେ ଏକ ନିଆରା ପରିଚୟ ସୃଷ୍ଟି କରିଥିବା କୋରାପୁଟ ଜିଲ୍ଲାର ଅଗ୍ରଣୀ କୃଷିବିତ୍ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶନିବାର ଭୋର୍ରେ ପରଲୋକ ହୋଇଯାଇଛି।ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ଅସୁସ୍ଥତା ଯୋଗୁଁ ଗତ ଗୁରୁବା ତାଙ୍କୁ ଏସ୍ସିବିକୁ ସ୍ଥାନାନ୍ତର କରାଯାଇଥିଲା। ପୂର୍ବରୁ ତାଙ୍କର କିଡନୀ ଜନିତ ସମସ୍ୟା ରହିଥିବାବେଳେ,ଏବେ […]
ସନ୍ତୋଷ ପାତ୍ର(ନର୍ଲା): କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ଵାଚନ ମଣ୍ଡଳୀ ଅଧୀନସ୍ଥ ନର୍ଲା ମ. ରାମପୁର, କର୍ଲାମୁଣ୍ଡା, ଓ କେସିଙ୍ଗା ଆଦି ବ୍ଲକ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନେକ ବିଭାଗ ରେ ଅଧାପନ୍ତରିଆ ହୋଇ ପଡିରହିବା ଏବଂ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ କଳାହାଣ୍ଡି ରୁ ଯାଇ ରାଜ୍ୟ ସରକାର ଙ୍କ ପାଖରେ ପହଞ୍ଚିଛି । ସୂଚନା ଅନୁଯାୟୀ ନର୍ଲା ପ୍ରେସ ଆସୋସିଏସନ ର ସଭାପତି ଦୀପକ କୁମାର […]
ବରଗଡ:-୨୨.୬(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ସଂକ୍ରିଡା ପଞ୍ଚାୟତ ର ଝରାପାଲି ମାର୍କେଟ ର ଜଗନ୍ନାଥ ମନ୍ଦିର ର ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତୀ ଙ୍କ ପୁର୍ଣିମା ଦିନ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସ୍ଵର୍ଗତ କୈଳାସ ଅଗ୍ରୱାଲ କୂଅ ରୁ ମନ୍ତ୍ର ପାଠ କରି କୂଅରୁ ଜଳବାହାର କରାଯାଇଥିଲା।ପଣ୍ଡିତ ଭାବରେ ରୁଦ୍ର ଦାସ ଯୋଗଦେଇ ମନ୍ତ୍ର ପାଠ କରି ୧୦୮ କଳସରେ ଜଳ ଭର୍ତ୍ତି କରି ନାରୀକେଳ,ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ମହିଳା ମାନେ […]
ସଂଜୟ ଶତପଥୀ: ଜଗତରନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଆଜି ହେଉଛି ପବିତ୍ର ସ୍ନାନଯାତ୍ରା । ରତ୍ନବେଦୀରୁ ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ୧୦୮ ଗରା ଜଳରେ ମହାସ୍ନାନ କରିବେ ଜଗତର ନାଥ ଶ୍ରୀଜଗନ୍ନାଥ । ପୁରୀରେ ଶ୍ରୀଜୀଉମାନଙ୍କ ଏହି ମାନବୀୟ ଲୀଳା ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପାରମ୍ପରିକ ରୀତି ନୀତି ଅନୁସାରେ ରତ୍ନବେଦୀରୁ ଆସି ସ୍ନାନମଣ୍ଡପରେ ବିଜେ ହୋଇସାରିଲେଣି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ଶ୍ରୀ ବଳଭଦ୍ର, ସାନଭଉଣୀ […]
ବାସ୍ତବ ବ୍ୟୁରୋ: ବୈଜ୍ଞାନିକ ପିଏରେ ଆଗୋଷ୍ଟିନି, ଫେରେଙ୍କ କ୍ରାଉସ୍ଜ ଏବଂ ଆନ୍ ଲେ’ହୁଇଲିୟରଙ୍କୁ ପଦାର୍ଥ ବିଜ୍ଞାନରେ ୨୦୨୩ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥ ବିଜ୍ଞାନରେ ଇଲେକ୍ଟ୍ରୋନ୍ ଗତିଶୀଳତା ଅଧ୍ୟୟନ ପାଇଁ ଏହି ପୁରସ୍କାର ରୟାଲ ସୁଇଡିଶ ଏକାଡେମୀ ଅଫ୍ ସାଇନ୍ସ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍ ଦିଆଯିବ। ନୋବେଲ୍ ଘୋଷଣା କରୁଥିବା ଟିମ୍ କହିଛନ୍ତି, […]
ବାସ୍ତବ ବ୍ୟୁରୋ: ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ […]
ବାସ୍ତବ ବ୍ୟୁରୋ: ଆସନ୍ତା କାଲି ( ଜୁଲାଇ ୧୪) ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟା ୩୫ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତିଶ ଧାୱନ ଲଞ୍ଚ୍ ପ୍ୟାଡରୁ ଉତକ୍ଷେପଣ ହେବ ଚନ୍ଦ୍ରଯାନ-୩। ଏଥିପାଇଁ ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ଗତକାଲି(ବୁଧବାର) ମଧ୍ୟ ରିହରସଲ୍ ସରିଛି। ଯଦି ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ହୋଇଯିବ ବିଶ୍ୱର ଚତୁର୍ଥ ଦେଶ। ଏହା ପୂର୍ବରୁ ଆମେରିକା, ଚୀନ ଏବଂ ରୁଷିଆ […]
ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦି କମ୍ପାନିଅନ୍ ଅଫ୍ ଦି ଅର୍ଡର୍ ଅଫ୍ ଫିଜି’ ପ୍ରଦାନ କରାଯାଇଛି। ବୈଶ୍ବିକ ନେତୃତ୍ବ ଲାଗି ଫିଜିର ପ୍ରଧାନମନ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ ‘ଦି କମ୍ପାନିଅନ୍ ଅଫ୍ ଦି ଅର୍ଡର୍ ଅଫ୍ ଫିଜି’ ପ୍ରଦାନ କରିଛନ୍ତି। ଏଯାବତ୍ ମାତ୍ର ସ୍ବଳ୍ପ କେତେଜଣ ଅଣ-ଫିଜୀୟ ଏହି ସମ୍ମାନ ପାଇଛନ୍ତି। କୌଣସି ଅଣ-ଫିଜି ନାଗରିକଙ୍କ […]


