କଟକ(ସଂଜୟ ଶତପଥୀ)୧୪।୦୭: ବାଲେଶ୍ଵରସ୍ଥିତ ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶୀ ଉକ୍ତ ଅନୁଷ୍ଠାନର ଶିକ୍ଷକଙ୍କ ଦ୍ଵାରା ନିର୍ଯାତିତା ହେବା ଫଳରେ ନିଜ ଶରୀରରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିବା ଘଟଣା ସମଗ୍ର ଦେଶକୁ ବ୍ୟଥୀତ କରିପକାଇଛି । ବର୍ତ୍ତମାନ୍ ଛାତ୍ରୀଙ୍କ ଶରୀରର ବହୁ ଅଂଶ ଗଭୀର ଭାବେ ପୋଡ଼ି ଯାଇଥିବାରୁ ସେ ଭୁବନେଶ୍ୱରସ୍ଥିତ ଏମସ ହସପିଟାଲରେ ଚିକିତ୍ସାଧୀନ ହେଉଛନ୍ତି । ଛାତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଥିବା […]

ସଂଜୟ ଶତପଥୀ(କଟକ)୨।୭ : ଭକ୍ତିରେ ବନ୍ଧା, ଭାବରେ ଛନ୍ଦା । ତାଙ୍କରି ଯାତ୍ରାକୁ ନେଇ ମହାନଦୀବିହାରସ୍ଥିତ ମଙ୍ଗଳାମନ୍ଦିର ଛକରେ ଆୟୋଜିତ ହେଉଅଛି ଶ୍ରୀଗୁଣ୍ଡିଚା ମହୋତ୍ସବ – ୨୦୨୫ । ମହୋତ୍ସବ କମିଟିର ଆବାହକ ସଞ୍ଜୟ ଜେନା ଓ ହିମାଂଶୁ ଷଡ଼ଙ୍ଗୀ ଙ୍କ ସଂଯୋଜନାରେ ଅନୁଷ୍ଠିତ ଷଷ୍ଠ ସନ୍ଧ୍ୟାରେ,ଉଦଘାଟକ ଭାବେ କଟକ ଡିସିପି ରିଷିକେଶ ଖିଲାର ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ବିଜେପିର ବରିଷ୍ଠ ନେତା ନୟନ କିଶୋର ମହାନ୍ତି, […]

ବାସ୍ତବବ୍ୟୁରୋ(ପୁରୀ): ଶ୍ରୀଜଗନ୍ନାଥ ଚେତନା ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ପୁରୀ ଆନୁକୂଲ୍ୟରେ ଶ୍ରୀକ୍ଷେତ୍ର ଧାମ ଦୁଦୁୱଲା ଧର୍ମଶାଳା ପୁରୀ ଠାରେ ଶ୍ରୀଜଗନ୍ନାଥ ଚେତନା ଶିବିର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ଦଳପତି ଡଃ ଶରତ ଚନ୍ଦ୍ର ପାତ୍ରଙ୍କ ନେତୃତ୍ବରେ ଓଡ଼ିଶାର ପ୍ରାୟ ସହସ୍ରାଧିକ ଚାରଣ ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ରାଧାବଲ୍ଲଭ ମଠର ମହନ୍ତ ପୂଜ୍ୟ ସ୍ୱାମୀ ରାମକୃଷ୍ଣ ଦାସ ମହାରାଜ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି […]

ବାସ୍ତବବ୍ୟୁରୋ(ଭୁବନେଶ୍ବର)୧୬ ମାର୍ଚ୍ଚ, ୨୦୨୫:ଆଜି ସନ୍ଧ୍ୟାରେ ବର୍ଷା ପବ୍ଲିକେସନ୍‌ ପକ୍ଷରୁ ପ୍ରକାଶିତ ଲୋହିଆ ଏକାଡ଼େମୀ ସଭାକକ୍ଷରେ ଗାଳ୍ପିକା ଯୁବକବି ବୀରେନ୍ଦ୍ର ନାୟକଙ୍କ ପ୍ରଥମ କବିତା ପୁସ୍ତକ ‘ଦରଜର ଦରୋଟି’ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପୁସ୍ତକ ଲୋକାର୍ପଣ ଉତ୍ସବର ପ୍ରଥମ ଚରଣରେ ଆଜି ମହାପ୍ରୟାଣ ଲଭିଥିବା ପ୍ରଣମ୍ୟ କବି ରମାକାନ୍ତ ରଥଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ନୀରବ ପ୍ରାର୍ଥନା କରାଯିବା ସହ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। […]

ଭୁବନେଶ୍ବର/୩‌/୨୦୨୫: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ରଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ବିଶିଷ୍ଟ ସାହିତ୍ୟିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦ୍ ଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର […]

ସଂଜୟ ଶତପଥୀ(କଟକ): ଓଡ଼ିଶା ର ସର୍ବପୁରାତନ ଶିକ୍ଷାନୁଷ୍ଠାନ କଟକର ପ୍ୟାରୀମୋହନ ଏକାଡେମୀ ର ପ୍ରାକ୍ତନ ଛାତ୍ର ତଥା ବିଶିଷ୍ଟ ଫଟୋ ସାମ୍ବାଦିକ ଶ୍ରୀ ହୃଦୟନାଥ ଦାଶ ଓ ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ପାଣ୍ଡବ ଭାଇ ଙ୍କ ଅକାଳ ବିୟୋଗ ରେ ପ୍ୟାରୀମୋହନ ଏକାଡେମୀ ପୁରାତନ ଛାତ୍ର ସଂସଦ (ପାଓସା) ପକ୍ଷରୁ ବିଦ୍ୟାଳୟ ର ପ୍ରାକ୍ତନ ଛାତ୍ରୀ ତଥା ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଆଭାରାଣୀ ବୋଷ ଙ୍କ ସଭାପତିତ୍ବରେ ବିଦ୍ୟାଳୟ […]

ବରଗଡ଼୧୪/୧୨(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ଏନ ଏସି ଅନ୍ତର୍ଗତ ଶ୍ରୀରାମ ବାବା ମଠ ଶ୍ରୀ ମହନ୍ତ ସ୍ୱାମୀ ସନ୍ଥ ଗିରି ଙ୍କ ତତ୍ୱାବଧାନ ରେ ତ୍ରିଦିନାତ୍ମକ ପଞ୍ଚକୁଣ୍ଡିୟ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ରାମେଶ୍ୱର ଶିବଲିଙ୍ଗ ପ୍ରତିଷ୍ଠା ମହୋତ୍ସବ ମହା ସମାରୋହରେ ଆରମ୍ଭ ହୋଇ ଯାଇଛି। ଏହି ଅବସରରେ ପଣ୍ଡିତ ଆଦିତ୍ୟ ମିଶ୍ର ଓ ତାଙ୍କ ସାଥି ମାନେ ପୁଜା କାର୍ଯ୍ୟ ପାଇଁ ବ୍ରହ୍ମା ବରଣ ହୋଇଥିବା ବେଳେ […]

ବରଗଡ଼୧୦/୧୧(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅମ୍ବାଭୋନା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ଯାଳୟରେ ବିଦ୍ୟାଳୟ ସ୍ତରୀୟ ଶିଶୁ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୁଧାମୟ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ସଭାପତିତ୍ବରେ ଅନୁଷ୍ଠିତ ବିଜ୍ଞାନ ମେଳା ରେ ମୁଖ୍ୟ ଅତିଥି ଭାବରେ ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଶୁଭ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବରେ […]

ବରଗଡ଼(ନବୀନ କୁମାର ଦାଶ):ପ୍ରତି ବର୍ଷ ଭଳି ଚଳିତ ବର୍ଷ ନବଦିନାତ୍ମକ ମୃଣ୍ମୟୀ ଦେବୀ ଙ୍କ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ଏକ ବିଶାଳ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି।ଦେବୀ ପୀଠ ମାନଙ୍କ ରେ ତଥା ଦୁର୍ଗା ମନ୍ଦିର ପୀଠ ରେ ଅଷ୍ଟମୀ ବିହିତ ପୂଜା ସହ ମାଁଙ୍କ “ମହାଗୌରୀ”ବେଶ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ବେଶ୍ ଆକର୍ଷିତ କରିଛି। ଦୁର୍ଗା ମନ୍ଦିର ତଥା ଥାନା ସାମ୍ନା ମେଢ଼ ମୃଣ୍ମୟୀ […]

ବରଗଡ଼୨୬/୮(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ଜନ୍ମା ଷ୍ଟମୀ ଅବସରରେ କଲେଜ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଅଛି।ମହା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ମାନ୍ୟବର ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ,ସମ୍ମାନିତ ଅତିଥି ମାନ୍ୟବର ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ନିହାର ରଂଜନ ମହାନନ୍ଦ,ମୁଖ୍ୟବକ୍ତା ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ କଲେଜର ସହକାରୀ ଓଡିଆ ପ୍ରାଧ୍ୟାପକ […]

Pin It on Pinterest