ରାଉରକେଲା(ବଳିଆ ନାୟକ): ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ସ୍ୱପ୍ନ ସତ ହେବାକୁ ଯାଉଛି।ଆଜି ଆମ ଗାଁ ର ଝିଅ ନୂଆଗାଁ ବ୍ଲକ ଲିମଡା ପଞ୍ଚାୟତ ର କିରଣ ଏକ୍କା ଟୋକୟୀ ଠାରେ ଅଣ୍ଡର-୧୮ ଜାତୀୟ ସ୍ତରରେ ବ୍ରୋଞ୍ଜ ମେଡଲ ହାସିଲ କରିଛନ୍ତି।ତାଙ୍କର ପରବର୍ତୀ ପ୍ରତିଯୋଗିତା ଓମାନ ରେ ହେବାକୁ ଯାଉଛି ଏବଂ ସେ ବୀରମିତ୍ରପୁର ବିଧାୟକଙ୍କୁ ହକି ଷ୍ଟିକ୍ ପାଇଁ ଅନୁରୋଧ କରିଥିଲେ। ଏହି ପରିପେକ୍ଷୀରେ ଆଜି […]
କ୍ରୀଡା
ବରଗଡ଼(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଭେଡେନ ଆଂଚଳିକ କିଷାନ ମହାବିଦ୍ୟାଳୟ ର ରଂଜିତା ଖେଳ ପଡିଆ ଠାରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ଆନ୍ତଃ ମହା ବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣା ମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଆଜି୨୪/୧୦ ଶୁକ୍ରବାର ଦ୍ଵିତୀୟ ଦିବସରେ ୭ ଟି ମହାବିଦ୍ୟାଳୟ ର ଛାତ୍ର ମାନେ ଅଂଶଗ୍ରହଣ କରିଥିଲେ।ଏହା ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଳା ସାହୁ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହେଉଛି।ଆଜି ଦ୍ଵିତୀୟ ଦିବସରେ ୧୪ ଟି ମହାବିଦ୍ୟାଳୟ ଅଂଶ ଗ୍ରହଣ […]
ବାସ୍ତବ ବ୍ୟୁରୋ : ଆଇପିଏଲ ୨୦୨୫ର ୧୭ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସକୁ ୨୫ ରନରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ । ଚେନ୍ନାଇର ଏମଏ ଚିଦାମ୍ବରମ୍ ଷ୍ଟାଡିୟମଠାରେ ଖେଳାଯାଉଥିବା ଏହି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଆରମ୍ଭରୁ ହିଁ ଦଳ ଜେକ୍ ଫ୍ରେଜର ମାକଗର୍କଙ୍କ ଓ୍ବିକେଟ ହରାଇ ଝଟକା ପାଇଥିଲା । ସେ ଖାତା ଖୋଲିବା ପୂର୍ବରୁ ଆଉଟ […]
ବାସ୍ତବ ବ୍ୟୁରୋ: ଭାରତ ଜିତିଲା ଦ୍ୱିତୀୟ ବିଶ୍ୱକପ। ଭାରତୀୟ ଅଣ୍ଡର -୧୯ ମହିଳା ଦଳ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି। ଭାରତୀୟ ବୋଲରମାନେ ଫାଇନାଲରେ ଚମତ୍କାର ବୋଲିଂ କରିଥିଲେ। ଭାରତୀୟ ବୋଲରମାନେ ଦକ୍ଷିଣ ଆଫ୍ରିକା ଦଳକୁ ୨୦ ଓଭରରେ ୮୨ ରନ୍ ସଂଗ୍ରହ କରିବାର ସୁଯୋଗ ଦେଇଥିଲେ। ଏହା ପରେ ଗୋଙ୍ଗାଡି ତ୍ରିସାଙ୍କର ବିସ୍ଫୋରକ ଇନିଂସ ଯୋଗୁ ଟିମ୍ ଇଣ୍ଡିଆ ୯ ୱିକେଟରେ ଜିତିଛି। […]
ବାସ୍ତବ ବ୍ୟୁରୋ: ୨୦୨୪ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୪ଜଣଙ୍କୁ ମେଜର ଧ୍ୟାନ୍ ଚାନ୍ଦ୍ ଖେଳରତ୍ନ, ୩୨ଜଣଙ୍କୁ ଅର୍ଜୁନ ପୁରସ୍କାର ରେ ସମ୍ମାନିତ କରାଯିବ । ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ ସମେତ ପୁରୁଷ ହକି […]
ବାସ୍ତବ ବ୍ୟୁରୋ: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର କ୍ରୀଡ଼ାସୂଚୀ ଘୋଷଣା କରିଛି। ଫେବ୍ରୁଆରି ୨୩ରେ ଦୁବାଇରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍ ଖେଳାଯିବ। ଭାରତ ଟୁର୍ଣ୍ଣାମେଣ୍ଟରେ ନିଜର ପ୍ରଥମ ମ୍ୟାଚ୍ ବାଂଲାଦେଶ ବିପକ୍ଷରେ ୨୦ ଫେବ୍ରୁଆରିରେ ଖେଳିବ। ଦୁବାଇରେ ମଧ୍ୟ ଏହି ମ୍ୟାଚ୍ ଖେଳାଯିବ। ସୂଚନାନୁଯାୟୀ, ହାଇବ୍ରିଡ୍ ମଡେଲ ପାଇଁ ପାକିସ୍ତାନ କ୍ରିକେଟ୍ ବୋର୍ଡ ୟୁଏଇକୁ ବାଛିଥିଲା। ତେଣୁ ଭାରତୀୟ ଦଳ ନିଜର ସମସ୍ତ ମ୍ୟାଚ୍ ୟୁଏଇରେ ଖେଳିବ। […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା,ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ସୁଚନା ଅନୁଯାଇ ଶେଷ ଦିନରେ ନାମାଙ୍କନ ଦାଖଲ କରିବା ପରେ ଜୟ ଶାହା ସର୍ବକନିଷ୍ଠ ବ୍ୟକ୍ତି ଭାବେ ଆଇସିସିର ଶୀର୍ଷ ପଦ ପାଇଁ ନିଯୁକ୍ତ ହୋଇଥିଲେ। ସେ ଗ୍ରେଗ ବାରକଲେଙ୍କ ସ୍ଥାନ ନେବେ, ଯିଏକି ୨୦୨୦ ରେ ଏହି ପଦବୀରେ ନିଯୁକ୍ତ ହୋଇଥିଲେ। ଡିସେମ୍ବର […]
ବାସ୍ତବ ବ୍ୟୁରୋ: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଲେ ଯୁବ ଶୁଟର ମନୁ ଭାକର । ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ଭାକର ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି। ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି। ସୂଚନାନୁଯାୟୀ, […]
କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ)୧୩/୦୭: ଜିଲ୍ଲାର ଉଦୀୟମାନ ପାୱାର ଲିଫ୍ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍ଟିଙ୍ଗ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେ ପୁରୁଷ ବିଭାଗର ୬୨କେଜି ବର୍ଗରେ ରୌପ୍ୟ ପଦକ ବିଜୟୀ ହୋଇଥିଲେ ।ଏହା ସହ ସ୍କ୍ୱାଟ୍ରେ ୧୭୦ କିଲୋଗ୍ରାମ୍ ଭାର ଉଠାଇ ସେ ନୂତନ […]
ବରଗଡ:-୯/୪(ନବୀନ କୁମାର ଦାଶ):ଗତ ସାତ ଏପ୍ରିଲ ରବିବାର ଦିନ ତ୍ୟାଗରାଜ ଷ୍ଟାଡିଅମ ଠାରେ ଡାକ୍ତର ଲାଲ ସିଙ୍ଗ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ମାରାଥନ ପ୍ରତିଯୋଗିତା ରେ ଓଡ଼ିଶାର ବରଗଡ ଜିଲ୍ଲା ଭେଡେନ ବ୍ଲକ ଭାଂଗକୁଦ ଗ୍ରାମର କ୍ଷୀର ମୋହନ ଅଦାବର,ଯିଏକି ବର୍ତମାନ ଉତ୍ତର ପ୍ରଦେଶର ନୋଇଡାରେ ରହନ୍ତି।ସିଏ ଭିନ୍ନକ୍ଷମ ହୋଇ ମଧ୍ୟ ପାଞ୍ଚ କିଲୋମିଟର ଦୂରତା ଅତିକ୍ରମ କରି ତୃତୀୟ ସ୍ଥାନ ରେ ମେଡାଲ ହାସଲ କରିଥିଲେ।ଏଥିରେ ବହୁତ ଦୂର […]


