ସଂଜୟ ଶତପଥୀ(କଟକ)୨୩.୧୧.୨୦୨୩: ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ତରଫରୁ କଟକ ଠାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ଏଥିରେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ବର ସାହୁ ଉପସ୍ଥିତ ଥିଲେ l ରାଜ୍ୟର କୃଷି ଏବଂ କୃଷକ ସମସ୍ୟା ନେଇ ସେ ଉଦବେଗ ପ୍ରକାଶ କରିଥିଲେ l ପ୍ରଥମତଃ ରାଜ୍ୟ ସରକାର ଗତ ସେପ୍ଟେମ୍ବର୍ ୧ ତାରିଖରୁ ସମସ୍ତ ମଣ୍ଡି ଖୋଲିବା ନେଇ ଘୋଷଣା କରିଥିବା […]

ବାସ୍ତବ ବ୍ୟୁରୋ: ପତଞ୍ଜଳୀ ନିଜର ସାମଗ୍ରୀ ବିକ୍ରି କରିବା ପାଇଁ ଏଲୋପାଥି ମେଡିସିନ ବିରୋଧରେ ବିଜ୍ଞାପନ ଦେଉଛି। ଲୋକଙ୍କୁ ବିଭ୍ରାନ୍ତ କରୁଛି। ଏଥିପାଇଁ ଆଜି ସୁପ୍ରିମକୋର୍ଟ କମ୍ପାନୀକୁ ୧ କୋଟି ଟଙ୍କା ଫାଇନର ଧମକ ଦେଇଛନ୍ତି। ଜଷ୍ଟିସ ଏହସାନୁଦ୍ଦିନ ଅମନୁଲ୍ଲା ଓ ଜଷ୍ଟିସ ପ୍ରକାଶ କୁମାର ମିଶ୍ରାଙ୍କ ଖଣ୍ଡପୀଠ ପତଞ୍ଜଳୀକୁ ଚେତାବନୀ ଦେଇ କହିଛନ୍ତି ଯେ ଯଦି କମ୍ପାନୀ ନିଜର ଦ୍ରବ୍ୟର ବିକ୍ରି ପାଇଁ ମିଥ୍ୟା ବିଜ୍ଞାପନ ଦେବ କିମ୍ବା […]

ସଂଜୟ ଶତପଥୀ(କଟକ): କଟକ ର କର୍ମବୀର ଗୌରୀଶଙ୍କର ରାୟ ଟାଉନ୍ ହଲ୍ ଠାରେ କଟକ ର ପୂର୍ବତନ ବିଧାୟକ, ବିଶିଷ୍ଟ ସମାଜସେବୀ, ପୂର୍ବତନ ଶାନ୍ତି କମିଟି ର ସଭାପତି ତଥା ବିଶିଷ୍ଟ ରାଜନେତା ସଂଗ୍ରାମ କେଶରୀ ମହାପାତ୍ର ଙ୍କ ୨୩ତମ ସ୍ମୃତିସଭା ମହାସମାରୋହରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ବାର୍ ଆସୋସିଏସନ୍ ର ସଭାପତି ତଥା ସୁନାମଧନ୍ୟ ଆଇନଜୀବୀ ଶ୍ରୀ ଧରଣୀଧର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ […]

ଆଦିତ୍ଯ ବେହେରା(ଭୁବନେଶ୍ବର): କବି ପୂର୍ଣ୍ଣ ଚନ୍ଦ୍ର ମହାରଣା ଙ୍କ କବିତା ପୁସ୍ତକ ଭାନୁମତୀର ଗାଁ ର ଶୁଭ ଉନ୍ମୋଚନ ଆଜି ରାଜଧାନୀ ସଂନିକଟ ସରଦେଇପୁର ଡାକବଙ୍ଗଳlରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥିଭାବରେ ଯୋଗଦେଇଥଲେ ବିଶିଷ୍ଟ ସିନେ ଲେଖକ ଡ ରଜନୀ ରଞ୍ଜନ, ବରିଷ୍ଠ ଶିଶୁସାହିତ୍ୟିକ ବଂକିମ ନାୟକ, ଅଧିବକ୍ତା ସତୀଶ ରାୟ । ନିରୁତା ଓଡ଼ିଆ ଶବ୍ଦ ଓ […]

ବାସ୍ତବ ବ୍ୟୁରୋ: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ପଶ୍ଚିମ ଓଡିଶା ବନ୍ଦ। କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ ହେଉଛି । ବନ୍ଦର ପ୍ରଭାବ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ବଲାଙ୍ଗୀର, କଂଟାବାଞ୍ଜି, କଳାହାଣ୍ଡି, ବରଗଡ଼, ପଦ୍ମପୁର ଆଦି ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ […]

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ କହିଛି ଯେ ଗଭୀର ଅବପାତ ବର୍ତ୍ତମାନ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରୁଛି। ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ଏହାର ନାମ […]

ନିରଞ୍ଜନ ଦାସ(ନୟାଗଡ): ସରକାର ଆମ ଗାଁ ଆମ ବିକାଶ ଘୋଷଣା କରୁ ଥିବା ବେଳେ ପ୍ରକୃତରେ କେତେ ବିକାଶ ହୋଇଛି ତାର ନଗ୍ନଚିତ୍ର ନୟାଗଡ ଜିଲ୍ଲାରେ ଦେଖିବାକୁ ମିଳିଛି। ଦେଶ ସ୍ଵାଧୀନତାର୭୫ବର୍ଷ ବିତିଯାଇଥିଲେ ମଧ୍ୟ ଗାଁକୁ ରାସ୍ତା ନାହିଁଓ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଛଂଦି ହୋଇ ପଡିଛନ୍ତି ଆଦିବାସୀ।ହେଲେଆଦିବାସୀ ଙ୍କ ଉର୍ନତିପାଇଁପ୍ରଶାସନ ପକ୍ଷରୁ କୌଣସି ମୌଳିକ ଅଧିକାର ଦିଆ ନ ଯାଇ ତାଙ୍କୁ ହନ୍ତସନ୍ତ କରା ଯାଇଛି ଫଳରେ […]

ବାସ୍ତବ ବ୍ୟୁରୋ: ଡିସେମ୍ବର ପହିଲାରୁ ପୁଣି ଧାରଣା ଦେବେ ଘରୋଇ ବସ୍ ମାଲିକ । ଏହି ଧାରଣାରେ ୧ ହଜାରରୁ ଅଧିକ ବସ୍ ମାଲିକ ସାମିଲ ହେବେ । ଘରୋଇ ବସ୍ ମାଲିକମାନେ ସରକାରଙ୍କୁ ଦେଇଥିବା ଦାବି ଏହି ତାରିଖ ମଧ୍ୟରେ ପୂରଣ ନହେଲେ ସେମାନେ ଧର୍ମଘଟ କରିବାକୁ ଚେତାବନୀ ଦେଇଛନ୍ତି । ଏଥର ଆନ୍ଦୋଳନକୁ ଜୋରଦାର କରିବାକୁ ସଂଘ ନିଷ୍ପତ୍ତି ନେଇଛି । ସରକାର ଦାବି ମାନି ନଥିବାରୁ […]

ବାସ୍ତବ ବ୍ୟୁରୋ(ଭୁବନେଶ୍ବର): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି […]

ବାସ୍ତବବ୍ୟୁରୋ(କଳାହାଣ୍ଡି): କଳାହାଣ୍ଡି ଜିଲ୍ଲାର ପାଞ୍ଚ ବିଧାନସଭା ଆସନରୁ ନର୍ଲା ଆସନ ହେଉଛି ଅନ୍ୟତମ କହିଲେ ଅତ୍ୟୁକ୍ତି ହେବ ନାହିଁ , କିନ୍ତୁ ଏହି ଆସନ ପାଇଁ ବିଜେଡି ଦଳର ଅନେକ ହେଭିୱେଟ ଦଳୀୟ କର୍ମକର୍ତ୍ତା ଓ ପ୍ରଶାସନିକ ଅଧିକାରୀ ଆଶାୟୀ ଥିବା ବେଳେ ସେଥିରୁ ବାଦ୍ ପଡ଼ି ନାହାନ୍ତି ନର୍ଲା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୂର୍ଗା ପ୍ରସାଦ ମହାନ୍ତି, ଗତ ୦୧.୧୧ ବୁଧବାର ମାନ୍ୟବର ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା କୁ […]

Pin It on Pinterest