ବାସ୍ତବ ବ୍ୟୁରୋ: ଜାନୁଆରି ୨୭ ଅର୍ଥାତ ଆସନ୍ତାକାଲି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବ। ମା’ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି […]

ସଂଜୟ ଶତପଥୀ(କଟକ): ଭାରତୀୟ ଜନତା ଯୁବା ମୋର୍ଚ୍ଚା ତରଫରୁ ସାରା ଭାରତରେ ଆୟୋଜିତ ହେଉଥିବା ନବ ମତଦାତା ସମ୍ମିଳନୀ ରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଇଭ ଉଦବୋଧନ ଦେଇଥିଲେ . ଓଡିଶାରେ ୪୦୦ ଟି ସ୍ଥାନରେ ଏବଂ କଟକରେ ବାଇମୁଣ୍ଡି ଓ ବାରବାଟି ମଣ୍ଡଳ ତରଫରୁ ଏହି ଭବ୍ୟ କାର୍ଯ୍ୟକ୍ରମ କଟକ ନଗର ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ହରିଚନ୍ଦନ ନାୟକଙ୍କ ନେତୃତ୍ୱରେ ବିଡାନାସୀ,ଶ୍ରୀରାମ ମଣ୍ଡପରେ ଏବଂ ଗୋପାଳଜୀଉ […]

ବାସ୍ତବ ବ୍ୟୁରୋ: ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି […]

ଆସନ୍ତା ୨୭ ତାରିଖରେ ସମ୍ବଲପୁରର ମା’ ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟରେ ସବୁ ସ୍କୁଲ, କଲେଜ ଛୁଟିଘୋଷଣା କରିଛନ୍ତି ରାଜ୍ୟ ସରକାର। ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ଶନିବାର ହେବ। ଏଥିପାଇଁ ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। […]

ସଂଜୟ ଶତପଥୀ(କଟକ): ଆଜି ବକ୍ସି ବଜ଼ାର ବ୍ୟବସାୟୀ ସଂଘ ଆନୁକୂଲ୍ୟରେ ପାଇକ ବୀର, ପ୍ରଥମ ସ୍ୱାଧୀନତା ସଂଗ୍ରାମୀ, ମହାନାୟକ ବକ୍ସି ଜଗବନ୍ଧୁଙ୍କ ୧୯୫ ତମ ତିରୋଧାନ ଦିବସ ପାଳିତ ହୋଇଅଛି। ପରାଧୀନ ଭାତରକୁ ବ୍ରିଟିଶ ଶାସନ କବଳରୁ ମୁକଳିବା ପାଇଁ ବକ୍ସି ଜଗବନ୍ଧୁ ତାଙ୍କର ସମଗ୍ର ଜୀବନ ସମର୍ପଣ କରିଥିଲେ। ବ୍ରିଟିଶ ସରକାର ତାଙ୍କୁ ଗିରଫ୍ କରି କଟକ ବକ୍ସି ବଜ଼ାର ଅଂଚଳରେ ବହୁ ବର୍ଷ ପଯ୍ୟନ୍ତ ଗୃହ ବନ୍ଦୀ […]

ବାସ୍ତବ ବ୍ୟୁରୋ: ଆଜି ଆଇଏଏସ୍ ଅଫିସରସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ୧୭ ଜିଲ୍ଲାର ଜିଲ୍ଲାପାଳଙ୍କର ବଦଳି ହୋଇଛି।  ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ଜିଲ୍ଲାପାଳ ପଦରୁ ହଟାଇ ଶ୍ରୀମନ୍ଦିରର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଅବସ୍ଥାପିତ କରାଯାଇଛି ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିର ଦାୟିତ୍ୱରୁ ଅବ୍ୟାହତି ଦିଆଯାଇଛି । ସେହିପରି କଟକ ଜିଲ୍ଲାପାଳ ନରହରି ସେଠୀଙ୍କୁ ମାତ୍ର ୨ମାସରେ ହଟାଇ ଦିଆଯାଇଥିବାବେଳେ ରାଜନୀତିକ କାରଣରୁ […]

ନର୍ଲା(ସନ୍ତୋଷ ପାତ୍ର)ତା ୧୯/୦୧/୨୪: ଆଗକୁ ୨୦୨୪ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ନର୍ଲା ନିର୍ବାଚନ ମଣ୍ଡଳୀର ତିନୋଟି ପ୍ରମୂଖ ଦଳର ଆଶାୟୀ ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନେ ଦଳୀୟ ଟିକେଟ ପାଇବା ଆଶାରେ ଦଳ ବିରୋଧୀ କାର୍ଯ୍ୟକଳାପ ସହିତ ବିରୋଧି ଦଳର ମୁଖିଆ ଙ୍କ ସହିତ ସାକ୍ଷାତ କରୁଥିବା ସଧାରଣରେ ଆଲୋଚନା ହେଉଛି। କଛି ଦିନ ତଳେ ବିଜୁ ଜନତା ଦଳ ପୁରୁଖା ନେତା ତଥା ପୂର୍ବତନ ମନ୍ତ୍ରୀ ନର୍ଲା […]

 କଟ୍‌ଅ୍‌ଫ ମାର୍କ କେତେ ରଖାଯାଇ ମେରିଟ୍ ଲିଷ୍ଟ୍ ପ୍ରସ୍ତୁତ କରାଯାଇଛି ତାହାର ସ୍ପଷ୍ଟତା ଓସେପା ପାଖରେ ନାହିଁ, ଯାହା ବଡ ଆଶ୍ଚର୍ଯ୍ୟଜନକ ପରୀକ୍ଷାର୍ଥୀମାନେ କେତେ ମାର୍କ ରଖିଛନ୍ତି ତାହା ଜଣାଇବା ଓସେପାର ଦାୟିତ୍ୱ ହୋଇଥିବାବେଳେ କାହିଁକି ରାଜ୍ୟ ସରକାର ତାହା କରିନାହାନ୍ତି? ମେରିଟ୍ ଲିଷ୍ଟ୍‌ରେ ଅନେକ ଏଭଳି ରୋଲ ନମ୍ବର ପ୍ରକାଶ ହୋଇଛି ଯେଉଁମାନେ କେବେ ପରୀକ୍ଷା ଦେଇନାହାନ୍ତି ଆଦିତ୍ଯ ବେହେରା(ଭୁବନେଶ୍ୱର) ତା.୧୯/୦୧: ଏବେ ପ୍ରକାଶିତ ହୋଇଥିବା କନିଷ୍ଠ […]

ବାସ୍ତବ ବ୍ୟୁରୋ: ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲେଖାନୁଦାନ( କାମଚଳା ବଜେଟ) ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି । ଆଜି ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁସାରେ ଷୋଡଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଫେବୃଆରୀ ୫ ତାରିଖରୁ ବସିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣର କାର୍ଯ୍ୟକ୍ରମ […]

ସନ୍ତୋଷ ପାତ୍ର(ନର୍ଲା)୧୮/୦୧/୨୩: କଳହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ପଲମ୍ ଗ୍ରାମ ପଞ୍ଚାୟତ କେନ୍ଦୁ ବାହାଲି , ମହ ଗାଁ , ପଲମ ଆଦି ଗ୍ରାମରେ ୨୦୨୦-୨୧ ମସିହାରୁ ସିଡିପି ଯୋଜନା ରେ ଚାଷୀ ଙ୍କ ଆର୍ଥିକ ସ୍ଥିତି ବୃଦ୍ଧି କରିବା ନିମନ୍ତେ ଉଦ୍ୟାନ ବିଭାଗ ଜରିଆରେ ମେଗା ଲିଫ୍ଟ ଅଧିନସ୍ଥ ପରିବା ଚାଷୀ ମାନଙ୍କୁ ପ୍ରତି ଚାଷୀ ଙ୍କୁ ୫୦ ଡିସିମିଲ ପରିବା ଚାଷ ପାଇଁ ୨୨ ହଜାର ଟଙ୍କା […]

Pin It on Pinterest