ସଂଜୟ ଶତପଥୀ(କଟକ): କଟକ କମିଶନରେଟ୍ ପୋଲିସ୍ ଅଧୀନରେ କାର୍ଯ୍ୟ କରୁଥିବା ପୁରୀଘାଟ ଥାନା କୁ ଏକ ସଫଳତା ମିଳିଛି। ସୂଚନାଯୋଗ୍ୟ ଯେ,ଚୋରା ଗଂଜେଇ ବିକ୍ରି ହେଉଥିବାର କୈାଣସି ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ୧୪ତାରିଖ ସକାଳ ୦୯/୨୭ ମିନିଟ୍ ରେ ପୁରୀଘାଟ ଥାନା ଭାରପ୍ରାପ୍ତ ନିରୀକ୍ଷକ ଶ୍ରୀ ଯତୀନ୍ଦ୍ର ମୋହନ ସେଠୀଙ୍କ ନିର୍ଦ୍ଦେଶରେ ପୁରୀଘାଟ ଥାନା ର ସହକାରୀ ନିରୀକ୍ଷକ ଶ୍ରୀ ବିଭୁତି ଭୁଷଣ ଦାସ ଓ ଶ୍ରୀ […]

ସଂଜୟ ଶତପଥୀ(କଟକ): କଟକର ମଧୁପାଟଣା ଛକ ନିକଟରେ ଜନୈକ ସାମ୍ବାଦିକ ଙ୍କ ମାଞ୍ଜା ଗୁଡ଼ି ସୁତା ରେ ବେକ କଟିବା ପ୍ରସଙ୍ଗ କୁ ନେଇ କଟକ କମିଶନରେଟ୍ ପୋଲିସ୍ ପକ୍ଷରୁ ମାଞ୍ଜା ଗୁଡିସୁତା ବିକ୍ରି କରିବା ଉପରେ ରୋକ୍ ଲଗାଯିବା ଏବଂ ବାରମ୍ବାର ଚେତାବନୀ ଦିଆଯାଇଥିଲେ ମଧ୍ୟ କେତେକ ବ୍ୟବସାୟୀ ଏହି ବ୍ୟବସାୟରେ ଲିପ୍ତ ରହି ଚୋରାରେ ଏହି ବିପଦପୂର୍ଣ୍ଣ ମାଞ୍ଜା ଗୁଡିସୁତା ବିକ୍ରି କରୁଥିତ୍ଲା । ଖବର ପାଇ […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ସେହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ସମସ୍ତ ସରକାରୀ ଅଫିସ୍‌, ସ୍କୁଲ ଓ କଲେଜ ବନ୍ଦ ରହିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଅନୁଷ୍ଠିତ ହେବ। ସେଥିପାଇଁ ଆରମ୍ଭ ହୋଇଯାଇଛି ପୂଜା ପଦ୍ଧତି। ୧୫ ତାରିଖରୁ ଯଜ୍ଞ […]

ବାସ୍ତବବ୍ୟୁରୋ(କେନ୍ଦ୍ରାପଡ଼ା): ଖୋଲିଲା ଭିତରକନିକା।ପର୍ଯ୍ୟଟକ ମାନଙ୍କ ପାଇଁ ଜାନୁୟାରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଙ୍କ ସୂଚନା ଅନୁଯାଇ, କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି କୁମ୍ଭୀର ଗଣନା କରାଯାଇଥିଲା। ଚଳିତ ବର୍ଷ, ବଉଳାକୁମ୍ଭୀରଙ୍କ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ୧୦ଟି ଜିଲ୍ଲାର ୧୮ଟି ବ୍ଲକରେ ଏହି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଆଜି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଜାରି ବିଜ୍ଞପ୍ତି ଅନୁସାରେ ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ କଲେଜ ନଥିବା ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ(କଳା) ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା […]

ବାସ୍ତବ ବ୍ୟୁରୋ:ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶନିବାର ୧୩ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଆଜି ୧୩ଟି ପ୍ରସ୍ତାବକୁ ମଂଜୁରୀ ଦେଇଛନ୍ତି।  ସେଗୁଡିକ ହେଲା:

ସଂଜୟ ଶତପଥୀ(କଟକ): ସମ୍ପ୍ରଦାୟର ଦଶମ ଧର୍ମଗୁରୁ ଗୁରୁ ଗୋବିନ୍ଦ ସିଂ ଜୀଙ୍କ ପୁତ୍ରମାନଙ୍କ ଶହୀଦତାକୁ ସ୍ମରଣ କରିବା ପାଇଁ ଗତ ବର୍ଷ ଠାରୁ ସାରା ଦେଶରେ ୨୬ ଡିସେମ୍ବର କୁ ବୀର ବାଲ୍ ଦିବସ ରୁପେ ପାଳନ କରାଯାଉଛି।ଏହି ଅବସରରେ ଦିଲ୍ଲୀର ଭାରତ ମଣ୍ଡପମ ଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ରହି ସ୍ଵାଧୀନତାର ସୁବର୍ଣ୍ଣଯୁଗରେ ‘ବୀର ବାଲ ଦିବସ’ ଆକାରରେ […]

ବାସ୍ତବ ବ୍ୟୁରୋ: ଆଜି କୋରାପୁଟ ଜିଲ୍ଲାରେ ଗଡିଲା ସରକାରଙ୍କ ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଲାଣ୍ଡିଗୁଡ଼ା ସ୍ଥିତ ସରକାରୀ କଲେଜ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରିଥିଲେ । ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। କୋରାପୁଟରେ ୬୩ଟି ବସ୍ […]

Pin It on Pinterest