ସଂଜୟ ଶତପଥୀ(କଟକ):କଟକ ନଗର ଜିଲ୍ଲା ବିଜେପି ତରଫରୁ କଟକ ନଗର ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ଓ ସଦର ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ନେତୃତ୍ୱରେ ଗତ କାଲି ଅପରାହ୍ନରେ କଟକ ସବ କଲେକଟରଙ୍କ ଅଫିସ ସମ୍ମୁଖରେ ରେ ନବୀନ ସରକାରର ଶଙ୍ଖ ଖୋଳପା ଭିତରେ କଂଗ୍ରେସର ଦୁର୍ନୀତି ଗ୍ରସ୍ତ ମଦ ମାଫିଆଙ୍କୁ ଅନୁକମ୍ପା କାରଣରୁ ରାଜ୍ୟ ସଭା ସାଂସଦ ଧୀରାଜ ସାହୁଙ୍କ ଘରୁ ମିଳିଥିବା ବିପୁଳ ବେନାମୀ କଳା […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଜାନୁଆରୀ ୨ ତାରିଖରୁ +୨ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ। ଜାନୁଆରୀ ୨ରୁ ୧୨ ତାରିଖ ଯାଏଁ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ଅନୁଷ୍ଠିତ ହେବ। ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ପ୍ରାଣୀ ବିଜ୍ଞାନ, ଇଲେକ୍ ଟ୍ରୋନିକ୍ସ, କମ୍ପ୍ୟୁଟର ସାଇନ୍ସ, ବାୟୋ- ଟେକ୍ନୋଲୋଜି, ପରିସଂଖ୍ୟାନ, ଭୂଗୋଳ, ଭୂତତ୍ତ୍ବ ବିଜ୍ଞାନ ଓ ଆଇଟି ବିଷୟର ପ୍ରାକ୍ଟିକାଲ ପରୀକ୍ଷା […]
ସଂଜୟ ଶତପଥୀ(କଟକ): ଦାରିଦ୍ର୍ୟ ସୀମାରେଖା ର ତଳେ ରାସ୍ତା କଡ଼ରେ ରହୁଥିବା ଅସହାୟ, ଦରିଦ୍ର, ନିଃସହାୟ ଓ ଅବହେଳିତ ତଥା ବୟସ୍କ ବ୍ୟକ୍ତିମାନେ ସଂପ୍ରତି ପ୍ରବଳ ଶୀତ ପ୍ରଭାବ ରେ ଦୟନୀୟ ଅବସ୍ଥାରେ ନିଜର ଜୀବନ କାଟୁଥିବା ବେଳେ ସହାୟତା ର ହାତ ବଢ଼ାଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ଶ୍ରୀରାମକୃଷ୍ଣ ମିଶନ୍। ବିଗତ ଦୁଇ ଦିନ ଧରି କଟକ ର ମାତାମଠସ୍ଥିତ ଶ୍ରୀରାମକୃଷ୍ଣ ମିଶନ୍ ର ପ୍ରମୁଖ, ସନାତନ ଧର୍ମର […]
ବାସ୍ତବ ବ୍ୟୁରୋ: ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]
ବାସ୍ତବ ବ୍ୟୁରୋ: ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ବାତ୍ୟା ମିଗଜୋମ୍। ୬ ଘଣ୍ଟା ହେଲା ଏହା ଘଣ୍ଟା ପ୍ରତି ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ୮ କିଲୋମିଟର ବେଗରେ ଗତି କରୁଛି। ଚେନ୍ନାଇଠାରୁ ଏହା ୯୦ କିଲୋମିଟର ଦୂରରେ ଅଛି। ଏହା ଧୀରେ ଧୀରେ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରୁଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ଏହା ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ର ଉପକୂଳରେ ଲାଣ୍ଡଫଲ୍ […]
ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକର ଐତିହାସିକ ବାଲିଯାତ୍ରା ପଡ଼ିଆ ରେ ଏକ ନିର୍ଦ୍ଧାରିତ ସ୍ଥାନରେ ବିନା ଦେୟରେ ଉତ୍କଳ ଗୌରବ ଙ୍କ ଦ୍ଵାରା ପ୍ରତିଷ୍ଠିତ ଉତ୍କଳ ସମ୍ମିଳନୀ ପକ୍ଷରୁ ଉତ୍କଳ ଗୌରବ ଙ୍କ ନାମାନୁସାରେ ଏକ ମଞ୍ଚ ଯାହାକି “ମଧୁମଞ୍ଚ” ର ଆୟୋଜନ କରାଯାଇଥାଏ। ଏହି ମଞ୍ଚରେ ଐତିହାସିକ ବାଲିଯାତ୍ରା ର ଶୁଭାରମ୍ଭ ଠାରୁ ଅନ୍ତିମ ଦିବସ ପର୍ଯ୍ୟନ୍ତ ମଧୁବାବୁ, ଓଡ଼ିଶାର ଅସ୍ମିତା ତଥା ଉତ୍କଳ ର ଭାଷା […]
ବାସ୍ତବବ୍ୟୁରୋ(କେନ୍ଦୁଝର) : ମୃତ୍ୟୁ କେତେବେଳେ ଆସେ କିଏବା କହିବ ।ମା’ତାରିଣୀଙ୍କ ଦର୍ଶନର ଅଭିଳାଷା ଆଶାର ହିଁ ରହିଗଲା। ଏମିତି ଏକ ଦୁଃଖଦ ଘଟଣା ଘଟିଯାଇଛି କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବାଲିଯୋଡି ଗ୍ରାମ ନିକଟରେ। ସଡ଼କ ଦୁର୍ଘଟଣାରେ ଚାଲିଗଲା ୮(ଆଠ)ଜୀବନ । ଖବର ଅନୁଯାଇ, ଗଞ୍ଜମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ୩ଟି ପରିବାର ମା’ ତାରିଣୀଙ୍କ ଦର୍ଶନ ପାଇଁ ଏକ ଟାଟା ୱିଙ୍ଗର ଗାଡିରେ ଆସୁଥିବା ବେଳେ ଜାତୀୟ […]
ବାସ୍ତବ ବ୍ୟୁରୋ: ପୁନଃବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ+ ଗ୍ରେଡ଼ ଦେଲା ନାକ୍ । ସୂଚନା ଥାଉକି ମେ ମାସରେ ଆସିଥିବା ନାକ୍ ଟିମ ଦେଇଥିଲା ଏ ଗ୍ରେଡ । ଏହାର ପୁନଃ ବିଚାର ପାଇଁ ଆବଦେନ କରିଥିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ । ଯାହାର ଫଳାଫଳ ଆଶାନୁରୂପକ ଆସିଛି । ଏ ଗ୍ରେଡରୁ ଉଠି ନାକ୍ ଟିମ ଦେଇଛି ଏ+ ଗ୍ରେଡ । ୨୦୧୬ ମସିହାରେ ଉତ୍କଳ ହାତେଇଥିଲା ଏ+ […]
ବାସ୍ତବ ବ୍ୟୁରୋ: ଆହୁରି ୫ ବର୍ଷ ମାଗଣା ଚାଉଳ ଦେବାକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ। ଅର୍ଥାତ ୨୦୨୯ ଯାଏଁ ମାଗଣା ଚାଉଳ କେନ୍ଦ୍ର ଯୋଗାଇବେ। କେନ୍ଦ୍ର କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର। ବୈଠକରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ଅବଧିକୁ ଆହୁରି ୫ ବର୍ଷ ଯାଏଁ ବଢ଼ାଇବାକୁ ନିଷ୍ପତ୍ତି ହୋଇଛି। ଏହାଦ୍ୱାରା ପ୍ରାୟ ୮୧ କୋଟି ହିତାଧିକାରୀ ଲାଭ ପାଇବେ। ଏଥିପାଇଁ […]
ବାସ୍ତବ ବ୍ୟୁରୋ: ଅବସରପ୍ରାପ୍ତ ଆଇଏଏସ୍ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ସେ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଗତ ଅକ୍ଟୋବର ୨୩ତାରିଖରେ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଭିକେ ପାଣ୍ଡିଆନ ଆଜି ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ […]


