ନିରଞ୍ଜନ ଦାସ(ନୟାଗଡ): ସରକାର ଆମ ଗାଁ ଆମ ବିକାଶ ଘୋଷଣା କରୁ ଥିବା ବେଳେ ପ୍ରକୃତରେ କେତେ ବିକାଶ ହୋଇଛି ତାର ନଗ୍ନଚିତ୍ର ନୟାଗଡ ଜିଲ୍ଲାରେ ଦେଖିବାକୁ ମିଳିଛି। ଦେଶ ସ୍ଵାଧୀନତାର୭୫ବର୍ଷ ବିତିଯାଇଥିଲେ ମଧ୍ୟ ଗାଁକୁ ରାସ୍ତା ନାହିଁଓ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଛଂଦି ହୋଇ ପଡିଛନ୍ତି ଆଦିବାସୀ।ହେଲେଆଦିବାସୀ ଙ୍କ ଉର୍ନତିପାଇଁପ୍ରଶାସନ ପକ୍ଷରୁ କୌଣସି ମୌଳିକ ଅଧିକାର ଦିଆ ନ ଯାଇ ତାଙ୍କୁ ହନ୍ତସନ୍ତ କରା ଯାଇଛି ଫଳରେ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଡିସେମ୍ବର ପହିଲାରୁ ପୁଣି ଧାରଣା ଦେବେ ଘରୋଇ ବସ୍ ମାଲିକ । ଏହି ଧାରଣାରେ ୧ ହଜାରରୁ ଅଧିକ ବସ୍ ମାଲିକ ସାମିଲ ହେବେ । ଘରୋଇ ବସ୍ ମାଲିକମାନେ ସରକାରଙ୍କୁ ଦେଇଥିବା ଦାବି ଏହି ତାରିଖ ମଧ୍ୟରେ ପୂରଣ ନହେଲେ ସେମାନେ ଧର୍ମଘଟ କରିବାକୁ ଚେତାବନୀ ଦେଇଛନ୍ତି । ଏଥର ଆନ୍ଦୋଳନକୁ ଜୋରଦାର କରିବାକୁ ସଂଘ ନିଷ୍ପତ୍ତି ନେଇଛି । ସରକାର ଦାବି ମାନି ନଥିବାରୁ […]
ବାସ୍ତବ ବ୍ୟୁରୋ(ଭୁବନେଶ୍ବର): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି […]
ବାସ୍ତବବ୍ୟୁରୋ(କଳାହାଣ୍ଡି): କଳାହାଣ୍ଡି ଜିଲ୍ଲାର ପାଞ୍ଚ ବିଧାନସଭା ଆସନରୁ ନର୍ଲା ଆସନ ହେଉଛି ଅନ୍ୟତମ କହିଲେ ଅତ୍ୟୁକ୍ତି ହେବ ନାହିଁ , କିନ୍ତୁ ଏହି ଆସନ ପାଇଁ ବିଜେଡି ଦଳର ଅନେକ ହେଭିୱେଟ ଦଳୀୟ କର୍ମକର୍ତ୍ତା ଓ ପ୍ରଶାସନିକ ଅଧିକାରୀ ଆଶାୟୀ ଥିବା ବେଳେ ସେଥିରୁ ବାଦ୍ ପଡ଼ି ନାହାନ୍ତି ନର୍ଲା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୂର୍ଗା ପ୍ରସାଦ ମହାନ୍ତି, ଗତ ୦୧.୧୧ ବୁଧବାର ମାନ୍ୟବର ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା କୁ […]
ଆଦିତ୍ଯ ବେହେରା(ଭୁବନେଶ୍ୱର): ୪-୧୧-୨୩- ଆଇଆଇଟି ବନାରସ କ୍ୟାମ୍ପସ ଭିତରେ ଛାତ୍ରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ତାଙ୍କୁ ଅସଦାଚରଣ କରିବା, ମାରଧର କରିବା ସହିତ ବିବସ୍ତ୍ର କରି ତାଙ୍କର ଭିଡିଓ ଉତ୍ତୋଳନ କରିବା ଭଳି ଜଘନ୍ୟ, ବର୍ବର ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣାର ପ୍ରତିବାଦରେ ଏଆଇଡିଏସ୍ଓ ଆହ୍ୱାନରେ ଦେଶବ୍ୟାପୀ ଆଜି କଳା ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଂଗଠନର ଭୁବନେଶ୍ୱର ସିଟି କମିଟି ପକ୍ଷରୁ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟ ସମ୍ମୁଖରେ […]
ବାସ୍ତବ ବ୍ୟୁରୋ: ଓଡିଶା-ଆନ୍ଧ୍ର ସୀମାରେ ୩ଟି ଟ୍ରେନ୍ ଭିତରେ ଦୁର୍ଘଟଣା ଘଟିଛି । ତେବେ ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ, ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାର ଆଲମଣ୍ଡା ଓ କାଣ୍ଟାପାଲି ମଧ୍ୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ବିଶାଖାପାଟଣାଠାରୁ ରାୟଗଡା ଆସୁଥିବା ଏକ୍ସପ୍ରେସ ଟ୍ରେନ୍ ସିଗନାଲ ନପାଇବାରୁ ଆଲମଣ୍ଡା ନିକଟରେ ଅଟକି ରହିଥିଲା । ସେତିକି […]
ଜୟନ୍ତ ଶତପଥୀ(ଡେରାବିଶ): ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ୱବିଦ୍ୟାଳୟର ଭାରତପଡା ଚାନ୍ଦୋଳ ଶାଖା ପକ୍ଷରୁ,ଶାରଦୀୟ ପୂଜା ଅବସରରେ ମହାନବମୀ ଠାରୁ ଭସାଣୀ ଉତ୍ସବ ପର୍ଯ୍ୟନ୍ତ ଜୀବନ୍ତ ରଙ୍ଗମଂଚ ମାଧ୍ୟମରେ ଲୋକମାନଙ୍କୁ ଆଧ୍ୟାତ୍ମିକ ଗୁରୁ ଜ୍ଞାନ ପ୍ରଦର୍ଶିତ କରାଯାଇଥିଲା । ଏହି ଆଧ୍ୟାତ୍ମିକ ମହୋତ୍ସବର ପ୍ରଥମ ସଂନ୍ଧ୍ଯାରେ,ଚାନ୍ଦୋଳ ଗ୍ରାମପଞ୍ଚାୟତର ସମିତିସଭ୍ଯା ଶ୍ରୀମତୀ ମଞ୍ଜୁଲତା ମିଶ୍ର ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିବାବେଳେ, ସମାଜସେବୀ ବନବିହାରୀ ମହାନ୍ତି ଓ ଶାଖା ପରିଚାଳିକା […]
ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହେଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍ ଜାକଜମକରେ ଅନୁଷ୍ଠିତ ହେଉଛି । ଚଳିତଥର ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ପୂଜା ପାଇବେ ମା’ ଗଜଲକ୍ଷ୍ମୀ। ବିଭିନ୍ନ ମଣ୍ଡପରେ ଚାନ୍ଦିମେଢ ସହିତ ସୁଉଚ୍ଚ ତୋରଣ ସାଙ୍ଗକୁ ୧୦ କିଲୋମିଟର ବ୍ୟାପୀ ଆଲୋକ ସଜ୍ଜା ହେଉଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା […]
ବାସ୍ତବ ବ୍ୟୁରୋ: ଉପରମୁହାଁ ପିଆଜ ଦର। ମାସକ ଭିତରେ ହେଲାଣି ଡବଲ । ପିଆଜ କିଲୋ ପିଛା ମାସେ ତଳେ ୨୫ ଟଙ୍କା ଥିବା ବେଳେ ଏବେ ତାହା ଡବଲ ହୋଇ ୫୦ ଟଙ୍କାରେ ପହଞ୍ଚିଲାଣି । କିଛି ସ୍ଥାନରେ ବ୍ୟବସାୟୀ ପିଆଜ କିଲୋ ପିଛା ୬୦ ଟଙ୍କାରେ ବିକୁଛନ୍ତି । ନାସିକରେ ପିଆଜ ମହଙ୍ଗା କାରଣରୁ ଓଡ଼ିଶାରେ ଏହାର ପ୍ରଭାବ ପଡ଼ୁଥିବା ଶୁଣିବାକୁ ମିଳିଛି। ଏବେ ସବୁ ପରିବା […]
ବାସ୍ତବ ବ୍ୟୁରୋ: ସାରା ରାଜ୍ୟରେ ଦୁର୍ଗାପୂଜା ଧୁମ୍ଧାମରେ ଚାଲିଛି। ଆଜି (ମଙ୍ଗଳବାର) ଦଶହରା ଅବସରରେ ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ଲାଗି ରହିଛି। ଆସନ୍ତାକାଲି (ବୁଧବାର) ମା’ ମେଳାଣି ନେବେ। ଏଥି ପାଇଁ ପୂଜା କମିଟି ଓ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଶାନ୍ତି ଶୃଙ୍ଖଳାର ସହିତ ଭସାଣ ଶେଷ କରିବାକୁ ଭୁବନେଶ୍ବର କମିସନରେଟ ପୁଲିସ ଗାଇଡଲାଇନ୍ ଜାରି କରିଛି। କମିସନରେଟ ପୁଲିସ ପକ୍ଷରୁ ଜାରି […]


