ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡ଼ାରୁ ୧୬୦, ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର […]

ସଂଜୟଶତପଥୀ(ଡି.ସି କଟକ):ବିଲରେ କାମ କରୁଥିବାବେଳେ ବଜ୍ରପାତରେ କୃଷକଙ୍କ ଦେହାନ୍ତ । କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ତାଳବସ୍ଥ ପଞ୍ଚାୟତର ପଦନପୁର ଗ୍ରାମରେ ବଜ୍ରପାତ ଯୋଗୁଁ ଏହି କୃଷକଙ୍କ ମୃତ୍ୟୁ ହୋଇଛି ।ମୃତକଙ୍କ ନାମ କୁଳମଣି ଦାସ (୪୪) ବୋଲି ଜଣାପଡ଼ିଛି । ଖବର ଅନୁଯାୟୀ ଅପରାହ୍ନରେ କୁଳମଣି ନିଜ ଚାଷଜମିରେ କାମ କରୁଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଥିଲା, ହଠାତ ବଜ୍ରପାତ ହେବାରୁ ସେଠାରେ ପଡ଼ିଯାଇଥିଲେ । […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା। ଦୁଇଟି ପର୍ଯ୍ୟାୟରେ ହେବ ଗଣନା। ଟ୍ରାଞ୍ଜାକ୍ଟ ଆନାଲିସିସ ଓ କ୍ୟାମେରା ଟ୍ରାପ ଜରିଆରେ ହେବ ବାଘ ଗଣନା। ଏନେଇ ସୂଚନା ଦେଇଛନ୍ତି ବନ ବିଭାଗର ବରିଷ୍ଠ ଅଧିକାରୀ । ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁସାରେ, “ଟ୍ରାଞ୍ଜାକ୍ଟ ଆନାଲିସିସରେ ପାଦ ଚିହ୍ନ, ସ୍କ୍ରାଚ ମାର୍କ ଆଦି ଆଧାରରେ ବାଘ ଗଣନା କରାଯିବ। CCTV କ୍ୟାମେରା ଟ୍ରାପ୍ ଜରିଆରେ ବାଘର ଚଳପ୍ରଚଳକୁ […]

ବାସ୍ତବ ବ୍ୟୁରୋ: ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏନେଇ ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା […]

ବାସ୍ତବ ବ୍ୟୁରୋ: ୨୦୨୪ ନିର୍ବାଚନ ପୂର୍ବରୁ ବିଜେପିର ନୂଆ ଟିମ୍‌ ଘୋଷଣା କରାଯାଇଥିବା ବେଳେ ଏଥିରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ ପୁଣି ଥରେ ନିଜ ପଦ ବଜାୟ ରଖିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ୩୮ ନେତାଙ୍କ ନାମ ଘୋଷଣା କରାଯାଇଛି । ବୈଜୟନ୍ତ ପଣ୍ଡା ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ ସକ୍ଷମ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର […]

ବାସ୍ତବ ବ୍ୟୁରୋ : ଓଡ଼ିଶା ଚାଷୀଙ୍କୁ ମିଳିଲା ପିଏମ କିଶାନ ଟଙ୍କା । ପିଏମ କିଶାନ ନିଧିର ୧୪ ତମ କିସ୍ତି ଆକାରରେ ୧୮ ହଜାର କୋଟି ବ୍ୟୟ କରିଛନ୍ତି କେନ୍ଦ୍ର ସରକାର । ପୁରୀ ନିଆଳି ଅଂଚଳର ଚାଷୀଙ୍କ ବ୍ୟାଙ୍କା ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିଛି । ଏବେ ଚାଷ କାର୍ଯ୍ୟ ଜାରିରହିଥିବାରୁ ଉକ୍ତ ଟଙ୍କାକୁ ଚାଷ କାର୍ଯ୍ୟରେ ଲଗାଉଥିବା କହିଛନ୍ତି ଚାଷୀ । ଚାଷ […]

ବାସ୍ତବ ବ୍ୟୁରୋ: ଇସଲାମ୍ ଧର୍ମାବଲମ୍ବୀଙ୍କ ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଶନିବାରକୁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ କୋର୍ଟଓ ବ୍ୟାଙ୍କ ଆଦି ବନ୍ଦ ରହିବ। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ […]

ବାସ୍ତବ ବ୍ୟୁରୋ: ଘୋଷଣା  ହେଲା ମାଟ୍ରିକ୍ ପରୀକ୍ଷାର ତାରିଖ। ଏହା ୨୦୨୪ ଫେବ୍ରୁଆରି ୨୦ରୁ ଆରମ୍ଭ ହେବ। ମାର୍ଚ୍ଚ ୪ ତାରିଖ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି। ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ। ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ। ତେବେ […]

ବାସ୍ତବ ବ୍ୟୁରୋ: ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ପୁରୀ ବାସିନ୍ଦା ପରିଚୟପତ୍ର ଦେଖାଇ ଏହି ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି। ଏନେଇ ସେମାନେ ଖୁସିବ୍ୟକ୍ତ ମଧ୍ୟ କରିଛନ୍ତି।  ସୂଚନା ଥାଉ କି, କୋଭିଡ ସମୟରେ କେବଳ ସିଂହଦ୍ୱାର ଦେଇ ସମସ୍ତ ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ଥିଲା। ଏବେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଭକ୍ତଙ୍କ ପାଇଁ ଖୋଲାରହିବ। ସିଂହଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ବେଳେ ପ୍ରବଳ […]

Pin It on Pinterest