ବାସ୍ତବ ବ୍ୟୁରୋ: ଆସନ୍ତାକାଲି ତିନିଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସେଠାରୁ ରାଜଭବନ ଯିବେ। ଉକ୍ତଦିନ ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ର ଯାପନ କରିବେ। ତା’ପର ଦିନ ଅଥବା ୨୬ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ […]

ସଂଜୟ ଶତପଥୀ(କଟକ): କଟକ ଡିଷ୍ଟ୍ରିକ୍ଟ୍ ଟାଟା ମାଜିକ୍ ଅଟୋ ଆସୋସିଏସନ୍ (ସ୍କୁଲ ଗାଡ଼ି ସଂଘ) ର ୮ମ ବାର୍ଷିକୋତ୍ସବ ସ୍ଥାନୀୟ ବିଡାନାସୀ ମଣ୍ଟେଶ୍ବରୀ ଗଡା, ସେକ୍ଟର -୧୦,ସି.ଡି.ଏ, କଟକ ଠାରେ ସଂଘ ର ସାଧାରଣ ସମ୍ପାଦକ ଶ୍ରୀ ତୋଫାନ କୁମାର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବାରବାଟୀ -କଟକର ମାନନୀୟ ବିଧାୟକ ଇଂ ମହମ୍ମଦ ମୋକିମ୍, ସମ୍ମାନୀୟ ଅତିଥି ଭାବେ କଟକ […]

ଆଦିତ୍ଯ ବେହେରା(ଭୁବନେଶ୍ବର):ଆଜି ସଂନ୍ଧ୍ଯାରେ ରାଜଶ୍ରୀ ପରିବାରର ବରିଷ୍ଠ ସଦସ୍ୟ,ବିଶିଷ୍ଟ ଅନୁବାଦକ ତଥା ସୁନାମଧନ୍ୟ ଗାଳ୍ପିକ ଅଭିରାମ ମଣ୍ଡଳଙ୍କର ଗଳ୍ପ ସଂକଳନ “ପରାହତ ନାୟକ ” ଭୁବନେଶ୍ୱର ପୁରୁଣା ବସଷ୍ଟାଣ୍ଡ ସ୍ଥିତ ନାରାୟଣୀ ବୁକ୍ ଷ୍ଟଲ୍ ପରିସରରେ ଉନ୍ମୋଚିତ ହୋଇଯାଇଛି। ଏହି ଉନ୍ମୋଚନ ପର୍ବରେ ବିଶିଷ୍ଟ ସାହିତ୍ୟିକ ତଥ ଲବ୍ଧପ୍ରତିଷ୍ଠ କଥାକାର,କବି ଅଜୟ ସ୍ଵାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁସ୍ତକକୁ ଲୋକାର୍ପିତ କରିଥିଲେ। ରାମାଂଶୁ ପ୍ରକାଶନୀ ଦ୍ଵାରା ପ୍ରକାଶିତ ଏହି […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ। ମୌସୁମୀଜନିତ ନିମ୍ନ ଚାପରେଖା ଏବେ ଜୈସାଲମେରରୁ ବାହାରି ଦେସା, ରତ୍‌ଲମ୍‌, ବେତୁର, ଚନ୍ଦ୍ରପୁର, କୋଣ୍ଡାଗାଁଓ ହୋଇ ଗୋପାଳପୁରରୁ ଦକ୍ଷିଣପଶ୍ଚିମରୁ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, […]

ବାସ୍ତବ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଏହା ପୂର୍ବରୁ ରାଜ୍ୟରେ ସଂଶୋଧିତ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଗତକାଲିଠାରୁ ଘରକୁ ଘରୁ ସର୍ଭେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏକମାସ ଧରି ଅର୍ଥାତ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ । ରାଜ୍ୟର ମୋଟ ୩୭୬୦୭ଜଣ ବୁଥସ୍ତରୀୟ ଅଧିକାରୀମାନେ ସମସ୍ତ ୩୦ଟି ଜିଲ୍ଲାର ୧୪୭ଟି ବିଧାନସଭା ମଣ୍ଡଳୀର ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ […]

ବାସ୍ତବ ବ୍ୟୁରୋ: ଆଜି(ରବିବାର) ସକାଳ ୯ଟାରେ ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି । ୭ ନମ୍ବର ଗେଟ ଦେଇ ପ୍ରଥମ ବନ୍ୟାଜଳ ଛଡାଯାଇଛି। ସେକେଣ୍ଡ ପ୍ରତି ୭୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିବାବେଳେ ବର୍ତ୍ତମାନ ଗୋଟିଏ ଗେଟ ଖୋଲାଯାଇଛି । ପର୍ଯ୍ୟାୟ କ୍ରମେ ଆଉ ୪ଟି ଗେଟ ଖୋଲାଯିବ । ଉଲ୍ଲେଖ ଥାଉ କି ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍‌ରେ ପହଂଚିଥିବା ବେଳେ […]

ବାସ୍ତବ ବ୍ୟୁରୋ: ଏବେ CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା। ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା […]

ବାସ୍ତବ ବ୍ୟୁରୋ: ଆଜି ସକାଳ ସମୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବତ୍ତୀ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଲଗ୍ନ ଓଡିଶା ଉପକୂଳରେ କେନ୍ଦ୍ରୀଭୂତ ଅଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର […]

ବାସ୍ତବ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୩ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ପରିଚାଳନା ପାଇଁ ଗେଟ ଖୋଲିବାକୁ ନିଷ୍ପତି ନେଇଛନ୍ତି ଡ୍ୟାମ କର୍ତୃପକ୍ଷ । ତେଣୁ ଏହା ପୂର୍ବରୁ ମହାନଦୀ ଉପକୂଳରେ ବସବାସ କରୁଥିବା ସର୍ବସାଧାରଣଙ୍କୁ ଆଗୁଆ ସତର୍କ କରାଯାଇଛି […]

Pin It on Pinterest