ବାସ୍ତବ ବ୍ୟୁରୋ : ଆହୁରି ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ। ସେ କହିଛନ୍ତି, ଏବେ ଆଭ୍ୟନ୍ତରୀଣ ପଶ୍ଚିମ ସାଙ୍ଗକୁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ୍ ସ୍ଥିତି ଜାରି ରହିଛି। ଆସନ୍ତା ଦୁଇ ଦିନ ପ୍ରବଳ ହିଟ୍ ୱେଭ୍ ରହିବ। ୧୪ ତାରିଖରେ କାଳବୈଶାଖୀ ସମ୍ଭାବନା ଥିବାରୁ ହିଟ୍ ୱେଭ୍ […]

ବାସ୍ତବ ବ୍ୟୁରୋ : ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଯୁକ୍ତ ତିନିରେ ନାମ ଲେଖାଇବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ www.samsodisha.gov.in ରେ ଆବେଦନ କରିପାରିବେ । ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ପଞ୍ଚମ […]

ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ବିଜୁଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କଟକ ସଦର ପ୍ରସିଦ୍ଧ ଶକ୍ତିପୀଠ ମା’ଧାକୁଲେଇଙ୍କ ବିଜେପୀଠସ୍ଥଳୀର ସମ୍ମୁଖରେ ଥୂବା ଡିଭାଇନ୍ ପ୍ଯାଲେସ୍ ସଭାଗୃହରେ କଟକ-ବାରବାଟୀ ର ପୂର୍ବତନ ବିଧାୟକ, ବରିଷ୍ଠ ନେତା, ସମାଜସେବୀ ତଥା ବିଜୁ ଜନତା ଦଳର କଟକ ଜିଲ୍ଲା ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ ସଭାପତିତ୍ବରେ ଶତାଧିକ ଦଳୀୟ କର୍ମୀ, ବିଜୁ ପ୍ରେମୀ ଙ୍କ ଉପସ୍ଥିତି ରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। […]

ବାସ୍ତବ ବ୍ୟୁରୋ: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା। ଡ୍ରୋନ ଉଡ଼ାଣ କଟକଣା ନେଇ ଟ୍ୱିଟ୍‌ ସୂଚନା ଦେଲା ପୁରୀ ପୁଲିସ। ଟ୍ୱିଟ୍‌ରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ଉପରେ ମଧ୍ୟ ଉଡ଼ାଣ ମନା। ପୂର୍ବରୁ ନିୟମ ଉଲ୍ଲଙ୍ଘନ […]

ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଆଇନ ସେବା ସହାୟତା ସଂଗଠନ ପକ୍ଷରୁ ଆଇନ ସହାୟକ କର୍ମୀମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ କଟକ ଦେଉଳ ସାହି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଅବସରପ୍ରାପ୍ତ ଜିଲ୍ଲା ଜର୍ଜ ରତିକାନ୍ତ ମହାପାତ୍ର । ସମ୍ପାଦକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୂର୍ଯ୍ୟକାନ୍ତ ଆଚାର୍ଯ୍ୟ ଓ ବୈଶାଳୀ ନାୟକ , ସିଭିଲ ଜର୍ଜ ଯୋଗଦାନ କରି […]

ସଂଜୟ ଶତପଥୀ(କଟକ):୧୦।୦୬ ରାଜ୍ୟରେ କାର୍ଯ୍ୟରତ ଶ୍ରମିକମାନଙ୍କ ଉପରେ ଅତ୍ୟଧିକ ଖରା ଓ ବର୍ଷାକୁ ନେଇ ପାଣିପାଗର ପ୍ରଭାବ ଉପରେ ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ଏନ.ଆର.ଆର.ଆଇ. କଣ୍ଟ୍ରାକ୍ଟ ଲେବର ୟୁନିଅନ ପକ୍ଷରୁ ଏକ ଆଲୋଚନାଚକ୍ର ଭଦିମୂଳ ସ୍ଥିତ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରାମ୍ଭରରେ ସଂଘ ତରଫରୁ ଅତିଥି ମାନଙ୍କୁ ପୁଷ୍ପଗୁଛ ପ୍ରଦାନ କରି କର୍ମକର୍ତ୍ତାମାନେ ଅଭିନନ୍ଦନ ଜଣାଇ ଥିଲେ । ଏହି କାର୍ଯ୍ୟକ୍ରମରେ ରେଭେନ୍ସା ବିଶ୍ଵ […]

ବାସ୍ତବ ବ୍ୟୁରୋ: ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ଗତ ଜୁନ୍ ମାସରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ୍ କରାଯାଇଥିଲା। ସଂପ୍ରତି ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି। ଏଣେ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଭାବେ ଅତିରିକ୍ତ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, […]

ବାସ୍ତବ ବ୍ୟୁରୋ: ଆରବ ସାଗରରେ ଭୀଷଣ ବାତ୍ୟାର ରୂପ ନେଇଛି ବାତ୍ୟା ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା କେରଳ ଉପକୂଳରେ ମେଘ ସଂଗଠିତ ହେବାରେ ବାଧକ ସାଜିଛି । ଫଳରେ ମୌସୁମୀ କେରଳ ଆସିବାକୁ ଆହୁରି […]

ବାସ୍ତବ ବ୍ୟୁରୋ: ହୁ ହୁ ହୋଇ ବଢି ଚାଲିଛି ହରଡ ଡାଲି ଦର । ଖୋଲା ବଜାରରେ କିଲୋ ପିଛା ଦର ୧୪୦ ଟଙ୍କା ପହଞ୍ଚି ସାରିଲାଣି । ମାତ୍ର ୬ ମାସ ଭିତରେ ୪୦ ଟଙ୍କା ଦର ବଢି ସାରିଲାଣି । ବାରମ୍ବାର ଡାଲି ଦର ବଢିବା ଘଟଣା ଏବେ ଖାଉଟିଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଡାଲି ଭିତରେ ସବୁଠାରୁ ଅଧିକ ଚାହିଦା ହରଡ ଡାଲିର […]

Pin It on Pinterest