ବାସ୍ତବ ବ୍ୟୁରୋ: ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ ପାଇଁ ଆସନ୍ତା ୨୧ ତାରିଖରେ ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି। ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। […]

ବାସ୍ତବ ବ୍ୟୁରୋ: ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ […]

ବାସ୍ତବ ବ୍ୟୁରୋ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ରାକ୍ଷୀପୂର୍ଣ୍ଣିମାକୁ ନେଇ ଆଜି ସବୁଠି ଉତ୍ସାହ ଥିବା ବେଳେ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଆଜି ବିଷ୍ଟି ଯୋଗ ଥିବାରୁ ରାକ୍ଷୀ ବାନ୍ଧିବା ଉଚିତ କି ଅନୁଚିତ୍ ତାକୁ ନେଇ ଭିନ୍ନ ମତ ପ୍ରକାଶ ପାଇଛି। କିଛି ଜ୍ୟୋତିର୍ବିଦଙ୍କ କହିବା ଅନୁସାରେ ,୩୦ ତାରିଖରେ ରକ୍ଷା […]

ବାସ୍ତବ ବ୍ୟୁରୋ: ଘୋଷଣା ହେଲା ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମ୍ ପରୀକ୍ଷା ତାରିଖ । ଆସନ୍ତା ଅକ୍ଟୋବର ୧୫ ତାରିଖରେ ପ୍ରିଲିମ୍ ପରୀକ୍ଷା ଦେବେ ଓଡିଶା ସିଭିଲ୍ ସର୍ଭିସ ଆଶାୟୀ । ଏନେଇ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏ ସମ୍ପର୍କିତ ବିସ୍ତୃତ ତଥ୍ୟ ଆଗାମୀ ଦିନରେ ୱେବସାଇଟ୍ ଜରିଆରେ ଓପିଏସସି ଜଣାଇଦେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ତା […]

ନବୀନ ଦାଶ(ବରଗଡ଼):-ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଧିନରେ ଟୋପ-ଖଲିଆ ପାଲି କୁତୁରୀ ଟିକ୍ରା ଆନ୍ଧ୍ରପଡ଼ା ରେ ଥିବା ରେଡ୍ଡୀ ଏଜେନ୍ସି ରେ ୱେଲଡିଂ ମେସିନ ସଜାଡିବାକୁ ଯାଇ ଜଣେ ୨୭ବର୍ଷୀୟାନ ଯୁବକ ମୁନୁ କୁମାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ପ୍ରକାଶ ଥାଉ କି ରାଞ୍ଚି ପଲାମୁ ଗାଆଁ ରୁ ଦୀର୍ଘ ଦିନରୁ ମୁନୁ କୁମାର ଆସି ଅତାବିରା ଟେମ୍ପୁ ଷ୍ଟାଣ୍ଡ ନିକଟରେ ଏକ ଇଲେକ୍ଟ୍ରିକାଲ […]

ବାସ୍ତବ ବ୍ୟୁରୋ: ପରଲୋକରେ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ଡ.ଜୟନ୍ତ ମହାପାତ୍ର । କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ରାତି ୯ଟାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଡ. ମହାପାତ୍ର  କିଛି ଦିନ ହେଲା ଅସୁସ୍ଥ ଥିଲେ। ଜ୍ବରରେ ପଡ଼ିବା ସହ ତାଙ୍କ ହୃତ୍‌ସ୍ପନ୍ଦନରେ ସମସ୍ୟା ଦେଖାଦେଇଥିଲା। ଘରେ ରହି ସେ ଚିକିତ୍ସିତ ହେଉଥିଲେ। ହୃଦ୍‌ରୋଗ ବିଶେଷଜ୍ଞ ପ୍ରଫେସର୍‌ ଡାକ୍ତର ବିଶ୍ୱଜିତ ଦାସଙ୍କ […]

ବାସ୍ତବ ବ୍ୟୁରୋ: କଳାହାଣ୍ଡି ଜିଲାର ଉତ୍‌କେଲାକୁ ଚଳିତ ମାସ ୩୧ ତାରିଖରୁ ଆରମ୍ଭ ହେବ ବିମାନ ଚଳାଚଳ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହିପରି କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ମଧ୍ୟ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହି ଦିନ ସକାଳ ୧୦ଟା ୩୫ରେ ବିମାନଟି ଭୁବନେଶ୍ୱରରୁ ଉତ୍‌କେଲା ଅଭିମୁଖେ ଯାତ୍ରା କରିବ। ଉତ୍‌କେଲା ହେବ […]

ବାସ୍ତବ ବ୍ୟୁରୋ: ସୁନାମ ଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏବେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଓଡିଆ ସିନେ ଇଣ୍ଡଷ୍ଟ୍ରିର କଳାକାର ଏବଂ ଅନ୍ୟ ବ୍ୟକ୍ତିବିଶେଷ ଭେଟିଛନ୍ତି। ଏହାସହ ପ୍ରଣବଙ୍କ ଆସୁ କାମନା କରିଛନ୍ତି ସାରା ଓଡ଼ିଶାବାସୀ ଏବଂ ତାଙ୍କୁ ଭଲ ପାଉଥିବା କୋଟି କୋଟି ସଙ୍ଗୀତପ୍ରେମୀ । କିଛି ଦିନ ତଳେ ପ୍ରଣବଙ୍କୁ ଡେଙ୍ଗୁ ହୋଇଥିଲା। ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। […]

ବାସ୍ତବ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ବନକ ଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ। […]

ସଂଜୟ ଶତପଥୀ(କଟକ):କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଆରମ୍ଭ ହୋଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ‌ ସଂସଦ ପକ୍ଷରୁ ଷଟତ୍ରୀ‍ଂଶ୍ ତମ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ମୂଖ୍ୟ ଶ୍ରୀ ମାନସ ଦାସ (ରାମାୟଣୀ) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସପ୍ତଦୀବସ ରେ ଓଡ଼ିଶା ର ବହୁ ବିଶିଷ୍ଟ ତଥା ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦେଇ ପ୍ରଭୁ ଶ୍ରୀ ରାମ […]

Pin It on Pinterest