ବାସ୍ତବ ବ୍ୟୁରୋ: ସମଗ୍ର ରାଜ୍ୟରେ ଜୋରରେ ମାଡି ଚାଲିଛି ଆଖିଧରା ରୋଗ । ବିଶେଷ କରି ବିଦ୍ୟାଳୟ ଗୁଡିକ କେମିତି ଆଖିଧରା ରୋଗ ସଂକ୍ରମଣର ହଟସ୍ପଟ୍ ପାଲଟିଛି । ଏମାନେ ହେଉଛନ୍ତି ମୋହନା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ । ୫୩ ଜଣ ଛାତ୍ର ଆଖି ଧରା ରୋଗରେ ଆକ୍ରାନ୍ତ ହେବା ପରେ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଧାଡି ହୋଇ ଛିଡା ହୋଇଛନ୍ତି । କାହାର ଆଖି ଲାଲ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ବହୁ ଚର୍ଚ୍ଚିତ ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ଆଜି (ଶୁକ୍ରବାର) ୩ ଜଣଙ୍କୁ ଗିରଫ କରିଛି ସିବିଆଇ। ଗିରଫ ରେଳ କର୍ମଚାରୀମାନେ ହେଉଛନ୍ତି- ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର। ଜାଣିକି ଅପରାଧ ଘଟାଇବା ଓ ପ୍ରମାଣ ଲୁଚାଇବା ଅଭିଯୋଗରେ ଏହି ତିନି ଜଣଙ୍କୁ ଗିରଫ କରାଯାଇଛି। ଆଇପିସି ଧାରା ୩୦୪ ଏବଂ ୨୦୧ରେ ଏହି ୩ ଜଣଙ୍କୁ ଗିରଫ କରାଯାଇଛି। ଗତ […]
ସଂଜୟ ଶତପଥୀ(କଟକ): କଟକ ଜିଲ୍କା ଆଠଗଡ ବ୍ଲକର ମଞ୍ଚେଶ୍ୱର ଠାରେ ଥିବା ପ୍ରସିଦ୍ଧ ଧବଳେଶ୍ବର ମହାଦେବଙ୍କ ପୀଠକୁ ଯାତାୟତ ନେଇ ଲାଗିରହିଥିବା ବିବାଦର ଅନ୍ତ ଘଟିଛି । ଶ୍ରଦ୍ଧାଳୁଙ୍କ ଠାରୁ ପୂଜକ ସମସ୍ତେ ଖୁସ । ଏହି ପୀଠକୁ ଯିବା ପାଇଁ ନା ରହିବ ଡଙ୍ଗାର ଭୟ ନା ରହିବ ଝୁଲା ପୋଲ ର ଭୟ । କଂକ୍ରିଟ ସେତୁ ନିର୍ମାଣ ପରେ ବାନ୍ଧି ହେଲା ଭକ୍ତ ଓ ଭଗବାନ […]
ପ୍ରତାପ ଦାସ(ନବରଙ୍ଗପୁର):ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡ଼ା ପଞ୍ଚାୟତର ନୂଆଗୁଡା ଠାରେ ମହାତ୍ମା ଗାନ୍ଧୀ ଗ୍ରାମ୍ୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ସ୍ପଷ୍ଟ ଦିବାଲୋକରେ ଚାଲିଛି ବେଧଡକ ଲୁଟତରାଜ l କିନ୍ତୁ ପ୍ରଶାସନ ନିରବ lଦିନ ଦିପହରେ ଚାଲିଛି ୨ଟି ଜେସିବି ମେସିନ ଦ୍ୱାରା କାମ l କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟାରେ ନିଜ ଗ୍ରାମରେ କର୍ମ ନିଯୁକ୍ତି ସୃଷ୍ଟି କରିବାକୁ ପ୍ରୟାସ କରାଯାଉଥିବା ବେଳେ କିଛି ଯନ୍ତ୍ରୀ […]
ଦଶପଲ୍ଲା : ମାଟିତଳୁ ବାହାରିବ ଗଦା ଗଦା ସୁନା ଓ ବହୁତ ବଡ ସୁନା କଳସ । ଏଇ ଲୋଭରେ ଚାଲିଥିଲା ପୂଜାର୍ଚ୍ଚନା ଓ ତନ୍ତ୍ର ମନ୍ତ୍ର ଗୁଣି ଗାରେଡି । କାଳେଶିକଂ ନିର୍ଦ୍ଦେଶ କ୍ରମେ ଦିଆଗଲା ବୋଦା ଓ କୁକୁଡ଼ା ବଳୀ । ଏହାପରେ ଆରମ୍ଭ ହେଲା ସୁନା ଓ ସୁନା କଳସ ପାଇଁ ଖୋଳତାଡ । ହେଲେ ଏଭଳି ଅନ୍ଧ ବିଶ୍ବାସ ପୂର୍ଣ୍ଣ କାର୍ଯ୍ୟକୁ ବିରୋଧ କଲେ […]
ବାସ୍ତବ ବ୍ୟୁରୋ: ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । ଦିନ ୧୧ଟା ୪୫ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମେରିଟ୍ ଲିଷ୍ଟ ପ୍ରକାଶ କରାଯାଇଛି। ପ୍ରଥମ ପର୍ଯ୍ୟାୟ କଟଅଫ୍ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଏଥର ଯୁକ୍ତ ପ୍ରଥମ ପର୍ଯ୍ୟାୟ କଟଅଫ୍ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ […]
ସଂଜୟ ଶତପଥୀ(କଟକ)ତା୫।୭ : ଆଜିର ଆଧୁନିକ ସମାଜରେ ମଣିଷର ହାତ ପାହାନ୍ତାରେ ସବୁ ସୁଖ ସୁବିଧା ଥାଇ ମଧ୍ୟ ସେ ବେଳେ ବେଳେ ନିଜକୁ ଏକୁଟିଆ ମନେକରୁଛି । ମଣିଷ ହୋଇ ମଧ୍ୟ ମଣିଷ ସାଙ୍ଗରେ ମିଶିବା ପାଇଁ ଆଗ୍ରହ ପ୍ରକାଶ କରୁନାହିଁ । ସଦା ସର୍ବଦା ଆଧୁନିକ କଥା କୁହା ଯନ୍ତ୍ର ମୋବାଇଲରେ ମଜିରହୁଛି । ଯାହା ଫଳରେ ସେ ତାର ସୁଖ ଆଉ ଦୁଃଖକୁ କାହା ସହିତ […]
ବରଗଡ(ନବୀନ ଦାଶ): ବରଗଡ଼ ଜିଲ୍ଲା ଅତାବିରା ମଧ୍ୟଦେଇ ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ଲୁହୁରା ଚଟି-ସମ୍ବଲପୁର ୫୩ ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ରାଜରାସ୍ତାରେ ନିଇତି ଛୋଟ ବଡ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ଘଟି ମୁଣ୍ଡ ପରେ ମୁଣ୍ଡ ଗଡି ମୂଲ୍ୟବାନ ଜନ ଜୀବନ ନଷ୍ଟ ହେବାରେ ଲାଗିଛି।ଏହି ରାସ୍ତା ଟି ବ୍ୟସ୍ତ ବହୁଳ ହେବା ସହ ଟ୍ରାଫିକ […]
ବାସ୍ତବ ବ୍ୟୁରୋ: ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି […]
ତିର୍ତ୍ତୋଲ:- ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଲୋକପ୍ରିୟ ବିଡ଼ିଓ ଅଟଳ ବିହାରୀ ସ୍ୱାଇଁ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, ଗତକାଲି ସନ୍ଧ୍ୟାରେ ବ୍ଲକ ପରିସରରେ ଅଧ୍ୟକ୍ଷ ମନୋଜ କୁମାର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱବଧାନରେ କରାଯାଇଥିଲା । ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ଜିଲ୍ଲାପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଉପାଧ୍ୟକ୍ଷା ସୁଜାତା ମହାନ୍ତି,ତିର୍ତ୍ତୋଲ ତହସିଲଦାର ଅମୁଲ୍ୟ କୁମାର ସାହୁ,ମଣିଜଙ୍ଗା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ […]


