ନିରଞ୍ଜନ ବସ୍ତିଆ(ନିଶ୍ଚିନ୍ତକୋଇଲି): ଗତକାଲି ବିଳମ୍ବିତ ରାତିରେ ସାଲେପୁର ଓ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି। ଖବର ଅନୁଯାୟୀ କୌଣସି ସୂତ୍ରରୁ ଖବର ଅବକାରୀ ବିଭାଗ ନେମାଳ ଥାନା ଗୋପିନାଥପୁର ଗାଁ ର ସୁଦାମ ଚରଣ ସିଂହ ତିନୋଟି ବସ୍ତାରେ ୬୨ କିଲୋ ଗଞ୍ଜେଇ ସ୍ଥାନୀୟ ଅଂଚଳକୁ ଚାଲାଣ କରୁଥିବା ବେଳେ ମାଡ଼ି ବସିଲା ଅବକାରୀ […]

ଭବାନିପାଟଣା: ଗ୍ରାହକ ସେବକେନ୍ଦ୍ର କରି ଗାଁ ଲୋକଙ୍କ ଲକ୍ଷାଧିକ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଗୋଟିଏ ପରିବାର । ଏଭଳି ଏକ ଘଟଣା ଘଟିଛି ।କଳାହାଣ୍ତି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ମୋହନଗୁଡା ଗ୍ରାମରେ ଏକ ଗ୍ରାହକ ସେବାକେନ୍ଦ୍ର କରି ଲୋକଙ୍କଠୁ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି ଗୋଟିଏ ପରିବାର । ମୋହନଗୁଡା ଗାଁର ହରିଶଚନ୍ଦ୍ର ରାଉତ ଏବଂ ତାଙ୍କ ମାଆ ଶରସ ରାଉତଙ୍କ ସହ ଆଉ ଦୁଇ […]

ବାସ୍ତବ ବ୍ୟୁରୋ: ଓଡ଼ିଶା ରିଅଲ ଇଷ୍ଟେଟ୍ ଅପେଲେଟ୍ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ହେଲେ ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ। ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ ଓଡ଼ିଶା ରିଅଲ ଇଷ୍ଟେଟ୍ ଅପେଲେଟ୍ ଟ୍ରିବ୍ୟୁନାଲ ବା OREAT ର ନୂଆ ଚେୟାରପର୍ସନ ଭାବେ ଯୋଗ ଦେଇଛନ୍ତି । ୨୦୧୯ ଫେବୃଆରୀ ୬ରୁ ଏହି ପଦବୀରେ ଥିବା OREATର ପ୍ରଥମ ଚେୟାରପର୍ସନ ଜଷ୍ଟିସ୍ ସୁଭାସ ଚନ୍ଦ୍ର ପରିଜାଙ୍କ କାର୍ଯ୍ୟକାଳ ଗତକାଲି ୩୦ ସମାପ୍ତ […]

ବାସ୍ତବ ବ୍ୟୁରୋ: ରାଜଧାନୀ ପରିବାର ବଜାରରେ ପରିବା ଦର ଆକାଶ ଛୁଆଁ। ସବୁ ପରିବାର ଅହେତୁକ ଦର ବୃଦ୍ଧି ଗ୍ରାହକ ଓ ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି। ଆଜି ଏକନମ୍ବର ହାଟରେ ବିନ୍ କିଲୋ ୨୫୦ ଟଙ୍କା, ଝୁଡୁଙ୍ଗ କିଲୋ ୧୨୦, କ୍ୟାପସିକମ୍ କିଲୋ ୧୫୦, ଫୁଲ କୋବି ଗୋଟେ ୫୦ ଟଙ୍କା, ବାଇଗଣ କିଲୋ, ୫୦, ପୋଟଳ କିଲୋ ୮୦, ବିଲାତି କିଲୋ ୯୦, ଭେଣ୍ଡି କିଲୋ ୮୦ ଓ […]

ବାସ୍ତବ ବ୍ୟୁରୋ : ଭାଇରାଲ ହେଲା ଓଟିଇଟି ପ୍ରଶ୍ନପତ୍ର । ଆସନ୍ତକାଲି ପରୀକ୍ଷା ଥିବା ବେଳେ ଆଜି ଭାଇରାଲ ହେଉଛି ହାତଲେଖା ଓଟିଇଟି ପ୍ରଶ୍ନପତ୍ର । ହାତଲେଖାର ଏହି ପ୍ରଶ୍ନପତ୍ର, ଶିକ୍ଷକ ନିଯୁକ୍ତି ପାଇଁ ଥିବା ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟର ପ୍ରଶ୍ନପତ୍ର ବୋଲି କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । ଓଟିଇଟି ପରୀକ୍ଷାରେ ଏହି ସବୁ ପ୍ରଶ୍ନପତ୍ର ପଡିବ ବୋଲି କହି ହଜାର ହଜାର ଟଙ୍କାରେ ଏହି ପ୍ରଶ୍ନପତ୍ର […]

ବାସ୍ତବ ବ୍ୟୁରୋ: ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ବିଗ୍ରହ। ମହାପ୍ରଭୁଙ୍କ ଙ୍କୁ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତ ରୁଣ୍ଡ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ବ୍ୟବସ୍ଥିତ ବ୍ୟାରିକେଡରେ ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ସୁନାବେଶ ପାଇଁ ସନ୍ଧ୍ୟା ୫ଟାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ‌ଶ୍ରୀଜିଉମାନଙ୍କୁ ଏହି ବେଶ କରିବା ପାଇଁ ୧ ଘଣ୍ଟାରୁ ଅଧିକ […]

ବାସ୍ତବ ବ୍ୟୁରୋ : ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ। ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ […]

ବ୍ରଜବିହାରୀ ଶଢଙ୍ଗୀ(ଞ୍ଜନଗର): ପାରିବାରିକ କଳହକୁ କେନ୍ଦ୍ରକରି ଦେଢ଼ ବର୍ଷର ଶିଶୁକୁ ବିଷଦେଇ ନିଜେ ବିଷ ପିଇ ଆତ୍ମହତ୍ୟା କଲା ମା ଏଭଳି ଏକ ଦୁଖଦଃ ଘଟଣା ଦେଖିବାକୁ ମିଳିଛି ବାଲିପଦର ନିକଟ ପୋଚାଲୁଣ୍ଡି ଗ୍ରାମରେ l ପରିବାର ଲୋକେ କହିବା ଅନୁସାରେ ପୋଚାଲୁଣ୍ଡି ଗ୍ରାମର କୃଷ୍ଣ ଚନ୍ଦ୍ର ବିଶୋଇ ମନ୍ଦାର ଗ୍ରାମର ଆରତୀ ବିଶୋଇ (23)ଙ୍କୁ ବୈଦେହିକ ନୀତିରୀତିରେ ଗତ ତିନିବର୍ଷ ହେବ ବିହାହ କରିଥିଲେ l ବିବାହର କିଛି […]

ବାସ୍ତବ ବ୍ୟୁରୋ: ଗରମ ଯୋଗୁଁ ଟମାଟୋ ପଚିଯାଇ ବ୍ୟବସାୟୀଙ୍କୁ କ୍ଷତି ପହଞ୍ଚାଇଥିଲା ଆଉ ଏବେ ବର୍ଷା ଯୋଗୁଁ ଫସଲ ନଷ୍ଟ ହେବା ଯୋଗୁଁ ଆବଶ୍ୟକ ମୁତାବକ ଉତ୍ପାଦନ ହୋଇପାରୁନି । ତେଣୁ ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଂଚିଲାଣି । ମେଟ୍ରୋ ସିଟିରେ ମଧ୍ୟ ଟମାଟୋ ଦର ପାଖାପାଖି ୧୦୦ରୁ […]

ବାସ୍ତବ ବ୍ୟୁରୋ: ଆସନ୍ତା ଜୁଲାଇ ୩ରୁ ୮ ତାରିଖ ଯାଏଁ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ରାଜ୍ୟବ୍ୟାପି ୮୦ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ନିମନ୍ତେ ଆବଶ୍ୟକ ଆଡମିଟ୍ କାର୍ଡ www.bseodisha.ac.inରୁ ପାଇପାରିବେ। ଏନେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୧ ମାଟ୍ରିକ୍‌ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କ ସମେତ ୮୧୯୫ ଜଣ ଷ୍ଟେଟ୍‌ ଓପନ […]

Pin It on Pinterest