ବିଜେଡିରେ ରହି ଦୀର୍ଘ ଦିନ ହେଲା ବିଜେଡିକୁ ଟାର୍ଗେଟ କରି ଚାଲିଥିବା ଦଳୀୟ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପସଭାପତି ପଦ ଚାଲିଯାଇଛି।  ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଦଳୀୟ ଉପସଭାପତି ପଦରୁ ହଟା ଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏନେଇ ଏକ ଆଦେଶନାମା ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।  ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଗତ କିଛି ଦିନ ଧରି ଚର୍ଚ୍ଚାରେ […]

ବାସ୍ତବ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଡେଙ୍ଗୁ । ଗତ ଶନିବାରଠୁ ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ବେଳେ ଆହୁରି ୨ ଦିନ ସେ ମେଡିକାଲରେ ରହିବେ ବୋଲି ଜଣାଯାଇଛି । ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଥିବା ସୂଚନା ଦେଇଛନ୍ତି କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ନିଯୁକ୍ତି ନେଇ ଓସେପା ୱେବସାଇଟ୍‌ରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଶାୟୀମାନେ ଆସନ୍ତା ୧୩ରୁ ଆବେଦନ କରିପାରିବେ ଆଶାୟୀ। ଆବେଦନ ପାଇଁ ଅକ୍ଟୋବର ୧୦ ଶେଷ ତାରିଖ ରହିଛି । ସଂପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା। କମ୍ପ୍ୟୁଟର ବେସଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଶିକ୍ଷକଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ […]

ବାସ୍ତବ ବ୍ୟୁରୋ: ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, […]

ବାସ୍ତବ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । […]

ବାସ୍ତବ ବ୍ୟୁରୋ: ଆଜି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ। ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, […]

ବାସ୍ତବ ବ୍ୟୁରୋ: ଆଜି ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରୁ ଓକିଲାତି କ୍ୟାରିୟର ଆରମ୍ଭ କରିଥିବା ବେଳେ ଦୀର୍ଘ ୩୦ ବର୍ଷର […]

ବାସ୍ତବ ବ୍ୟୁରୋ: ଆଜି ଭାଦ୍ରବ- କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସାନ୍ନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ୧୦୮ କୁମ୍ଭ ଜଳ ସ୍ନାନ ପରେ ଜ୍ୱରରେ ପୀଡିତ ହୋଇଥିଲେ। ଅଣସର ଗୃହରେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କର ମସ୍ତକରୁ ରାହୁରେଖା ଓଲାଗି କରାଯାଇଥିଲା। ସେହିଦିନ ଠାରୁ ସେମାନେ ଆଉ ରାହୁରେଖା ପରିଧାନ କରିନଥିଲେ।ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁବର୍ଣ୍ଣର […]

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ଚାଷୀଙ୍କ ଚିନ୍ତା । ମରୁଡି ପରିସ୍ଥିତି ନେଇ ଜରୁରୀକାଳୀନ ବୈଠକ ପରେ ଆଜି ମହାକାଳେଶ୍ୱରଙ୍କ ଶରଣରେ ଯାଇ ପୂଜାର୍ଚ୍ଚନା କରିଛନ୍ତି ଶିବରାଜ ସିଂ ଚୌହାନ । ମୁଖ୍ୟମନ୍ତ୍ରୀ ଚୌହାନ୍‌ କହିଛନ୍ତି, ଅଗଷ୍ଟ ମାସରେ ରାଜ୍ୟରେ ମରୁଡ଼ି ପରସ୍ଥିତି ଦେଖା ଦେଇଛି। ଫଲସ ପ୍ରତି ବିପଦ ଦେଖା ଦେଇଛି। ଭଲ ବର୍ଷା କରାଇ ଫସଲ ରକ୍ଷା କରିବା ଲାଗି ମୁଁ ମହାକାଳଙ୍କୁ ପ୍ରାର୍ଥନା କରିଛି। […]

ନବୀନ ଦାଶ(ବରଗଡ): ବରଗଡ ଜିଲ୍ଲା ଝିଲିମିଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ଭୋଇ ସଭାପତିତ୍ବ କରିଥିଲେ। ସଭାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଧର୍ମରାଜ ପ୍ରଧାନ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡର ବରିଷ୍ଠ ଓକିଲ ଅଚ୍ୟୁତାନନ୍ଦ ମହାପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟ […]

Pin It on Pinterest