ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ର (ସିବିଏସ୍ଇ) ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଚଳିତ ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ ଉଭୟ ପୁଅ ଓ ଝିଅମାନଙ୍କ ପାସ୍ ହାର କମ୍ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍ […]
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ (ସିବିଏସ୍ଇ) ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ସାମଗ୍ରିକ ପାସ୍ ପ୍ରତିଶତ ୯୩.୧୨ ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଶିକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, “ଅନେକ ବନ୍ଧୁ ଆଶାନୁସାରେ ଫଳ ପାଇ ନ ଥିବେ। ମନଊଣା ନ କରିବା ପାଇଁ ସେମାନଙ୍କୁ ମୋର ନିବେଦନ। ଗୋଟିଏ ପରୀକ୍ଷା ଜଣେ ବ୍ୟକ୍ତିର ଦକ୍ଷତା ପ୍ରତିପାଦିତ […]
ବାସ୍ତବ ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋଚା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା ପରବର୍ତ୍ତି ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ। […]
ବାସ୍ତବ ବ୍ୟୁରୋ : ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି, “ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ […]
ବାସ୍ତବ ବ୍ୟୁରୋ: ଆଜି ୯ ତାରିଖ ଦିନ ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଜିଲ୍ଲାଭିତ୍ତିକ ନିଯୁକ୍ତି ଆଦି ୫ଦଫା ଦାବିକୁ ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲ୍ଲାର ସୁଙ୍କି, ଚାନ୍ଦିଲି, କୋଟପାଡ, ବୋରିଗୁମ୍ମା, ଜୟପୁର, କୋରାପୁଟ, ଲମତାପୁଟ, ପଟ୍ଟାଙ୍ଗି ସହ ସବୁ ବ୍ଲକ ସଦର ମହକୁମା, ପୌରପାଳିକା ଓ ଏଏନସିରେ ସମ୍ପୂର୍ଣ୍ଣ ରୁପେ ବନ୍ଦ […]
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ସମ୍ଭାବିତ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନେ ପନିପରିବା, ଉଦ୍ୟାନ କୃଷି, ଅମଳ ହୋଇଥିବା ଫସଲ ତଥା ମଣ୍ଡିରେ ପଡ଼ିଥିବା ଧାନକୁ ସୁରକ୍ଷିତ […]
ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗର ସୂଚନାନୁଯାୟୀ, ଆଜି ସକାଳ ୮.୩୦ରେ ଦକ୍ଷିଣ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ତୀବ୍ରତର ହୋଇ ୯ ତାରିଖ ଦିନ ଅବପାତରେ ପରିଣତ ହେବା ପରେ ଆହୁରି ତୀବ୍ରତର ହୋଇ ୧୦ ତାରିଖ ଦିନ ଦକ୍ଷିଣପଶ୍ଚିମ ବଙ୍ଗୋପସାର ଏବଂ ତତ୍ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର […]
ବାସ୍ତବ ବ୍ୟୁରୋ:ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବାର ସମ୍ଭାବନା ଥିବା କଥା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି। […]
ସଂଜୟ ଶତପଥୀ(କଟକ): ବହୁ ପୁରାତନ ଆଧ୍ୟାତ୍ମିକ ପୀଠ କଟକ ଶେଖ୍ ବଜାର ର ଶ୍ରୀ ରଘୁନାଥ ଜୀଉଙ୍କ ବିଜେ ପୀଠସ୍ଥଳୀ ଲାଲାମଠ ଠାରେ ପବିତ୍ର ହିନ୍ଦୁ ଧର୍ମର ପ୍ରଚାର ଓ ସନାତନ ଧର୍ମ ର ପ୍ରସାର ଉଦ୍ଦେଶ୍ୟରେ ଏକଦିବସୀୟ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଙ୍କ ର ଲୀଳା ସ୍ଥାନୀୟ ଯୁବକମାନଙ୍କ ଦ୍ୱାରା ପ୍ରସିଦ୍ଧ ନାଟ୍ୟ ନିର୍ଦ୍ଦେଶକ ଶ୍ରୀ ଅନିରୁଦ୍ଧ ସେନାପତି ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଟକର […]


