ବାସ୍ତବ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ବନକ ଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ। […]
ରାଜ୍ୟ
ସଂଜୟ ଶତପଥୀ(କଟକ):କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଆରମ୍ଭ ହୋଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ ସଂସଦ ପକ୍ଷରୁ ଷଟତ୍ରୀଂଶ୍ ତମ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ମୂଖ୍ୟ ଶ୍ରୀ ମାନସ ଦାସ (ରାମାୟଣୀ) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସପ୍ତଦୀବସ ରେ ଓଡ଼ିଶା ର ବହୁ ବିଶିଷ୍ଟ ତଥା ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦେଇ ପ୍ରଭୁ ଶ୍ରୀ ରାମ […]
ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର […]
ନୂଆଦିଲ୍ଲୀ: ୨୦.୦୮ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର (ଆର.ପି.ଓ.ପି.) ପକ୍ଷରୁ ନିକଟରେ ମହାସମାରୋହରେ ସ୍ବାଧିନତାର ଅମୃତ ମହୋତ୍ସବ ଆୟୋଜନ କରାଯାଇଛି। ଏହି ଉପଲକ୍ଷେ ଉତ୍ସବସ୍ଥଳ ତ୍ୟାଗରାଜ ନଗର ଜଗନ୍ନାଥ ମନ୍ଦିରସ୍ଥିତ ସୁଭଦ୍ରା ମଣ୍ଡପକୁ ବେଶ ସୁନ୍ଦର ଭାବେ ସଜ୍ଜା ଯାଇଥିବା ଦେଖା ଦେଇଥିଲା। ନୂଆଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ରରେ ବସବାସ କରୁଥିବା ପରିବାରର ଶତାଧିକ ସଦସ୍ୟ, କର୍ମକର୍ତ୍ତା ଓ ଶୁଭାକାଂକ୍ଷୀମାନେ ସେମାନଙ୍କର ପରିବାରବର୍ଗଙ୍କ ସହିତ ଏହି ଅବସରରେ ମନ୍ଦିର […]
ବାସ୍ତବ ବ୍ୟୁରୋ: ଆଜି ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପରକୁ କାଳି ମାଡ଼ ହୋଇଛି। ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ଯୋଗ ଦେବାକୁ ଯିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳି ମାଡ଼ କରିଥିଲେ। କାଳି ୫ଟି ସଚିବ ଭି. କେ ପାଣ୍ଡିଆନଙ୍କ ମୁହଁରେ ପଡ଼ିଥିଲା। ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। କାଳିମାଡ଼ କରିଥିବା ବ୍ୟକ୍ତି ଜଣଙ୍କ କଣାସ ଅଞ୍ଚଳର ଭାସ୍କର ସାହୁ ବୋଲି ଜଣାପଡ଼ିଛି। ତାଙ୍କୁ ପୁଲିସ ଗିରଫ କରିଛି। ସୂଚନାନୁଯାୟୀ, ଆଜି […]
ବାସ୍ତବ ବ୍ୟୁରୋ: ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ ରେ ନିଆଁ । ୭ ମହଲା ବିଶିଷ୍ଟ ପ୍ରସୂତି ବିଭାଗର ତୃତୀୟ ମହଲାରେ ରହିଛି ଆଇସିୟୁ ଓ ଓଟି। ଆଜି ଅପରାହ୍ନ ପ୍ରାୟ ୨.୨୦ ମିନିଟ୍ରେ ଜଣେ ପ୍ରସୂତିଙ୍କର ସେଠାରେ ଅପରେସନ୍ କରାଯାଉଥିଲା। ସେହି ଓଟିକୁ ଲାଗି ଅନ୍ୟ ଏକ ଓଟିରେ ମରାମତି କାର୍ଯ୍ୟ ଚାଲିଥିଲା। । ଠିକ୍ ସେହି ସମୟରେ ଏକ ଇକ୍ୟୁପ୍ମେଣ୍ଟରୁ ନିଆଁ ବାହାରିଥିଲା। ଯେଉଁ […]
ବାସ୍ତବ ବ୍ୟୁରୋ: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ କରିଛନ୍ତି। ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସବିତା ପ୍ରଧାନଙ୍କୁ ଶୁକ୍ରବାର ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରିଛନ୍ତି। ସେ ଏଠାରେ ଦୁଇ ବର୍ଷ ଯାଏଁ ଏହି ପଦବିରେ ରହିବେ। ଉଲ୍ଲେଖ ଥାଉ କି ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି। ନାମଲେଖା ସହ ଶିକ୍ଷାଦାନ […]
ବାସ୍ତବ ବ୍ୟୁରୋ: ଫେବ୍ରୁଆରୀ ୧୪ରୁ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୩ ତାରିଖ ଯାଏଁ ପରୀକ୍ଷା ଚାଲିବ । ଏହି ଅବଧି ମଧ୍ୟରେ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୂଆ କ୍ୟାଲେଣ୍ଡର ଜାରି କରାଯାଇ ଏହି ଘୋଷଣା ହୋଇଛି । ୨୦୨୪ ଏପ୍ରିଲ ଶେଷ ସପ୍ତାହ କିମ୍ବା ମେ’ […]
ବାସ୍ତବ ବ୍ୟୁରୋ: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ରାଜ୍ୟରେ ଅଗଷ୍ଟ ୧୮/୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉତ୍ତର-ପୂର୍ବ ଓ ତତ୍ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୧୨ଘଣ୍ଟା […]
ବାସ୍ତବ ବ୍ୟୁରୋ: ଆଜି ବାଲେଶ୍ୱର ଜିଲ୍ଲା ସୋର ଥାନା ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ ହୋଇ ୫ ଶ୍ରମିକ ଗୁରୁତର । ଏହି ଅଘଟଣ ଯୋଗୁ ପଥର ତଳେ ଜଣେ ଶ୍ରମିକ ଚାପି ହୋଇ ଯାଇଥିବା ଜଣାଯାଇଛି। ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ଶ୍ରମିକଙ୍କ ଉପରେ ପଥର ଖଣ୍ଡମାନ ପଡ଼ିଥିଲା। ଫଳରେ ୫ ଜଣ ଗୁରୁତର ହୋଇ ପଡ଼ିଥିଲେ। […]


