ବାସ୍ତବ ବ୍ୟୁରୋ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏହା […]

ବାସ୍ତବ ବ୍ୟୁରୋ: ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଛାତ୍ର ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରକୁ ଯିବାବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକ୍ୟୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇଥିବା ଅଭିଯୋଗ ହୋଇଛି । ଫଳରେ ଗେଟ୍ ବାହାରେ ତ୍ରିରଙ୍ଗା ଧରି ଧାରଣାରେ ବସିଛନ୍ତି । ଅନ୍ୟ ଗୋଷ୍ଠୀ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣାସ୍ଥଳରେ […]

ବାସ୍ତବ ବ୍ୟୁରୋ: ଓଡ଼ିଶାକୁ ମିଳିବ ଆଉ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ । ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ଭୁବନେଶ୍ୱର ରେଳଷ୍ଟେସନଠାରେ ଅତ୍ୟାଧୁନିକ ତେଜସ୍ ରେକଯୁକ୍ତ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି, “ଓଡ଼ିଶାରେ ଦ୍ୱିତୀୟ ବନ୍ଦେ […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରୀ ୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ । ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେହିପରି ଅର୍ଥ […]

ବାସ୍ତବ ବ୍ୟୁରୋ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅଗଷ୍ଟ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, […]

ବାସ୍ତବ ବ୍ୟୁରୋ: ଦିନକ ପରେ ଦେଶ ପାଳିବ ୭୭ ତମ ସ୍ୱାଧୀନତା ଦିବସ । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାରରେ ପ୍ରସ୍ତୁତି କରାଯାଇଛି । ହାତରେ ଆଉ ଗୋଟିଏ ଦିନ ସମୟ ଥିବାରୁ ଆଜି ଫୁଲଡ୍ରେସ୍ ରିହରସାଲ କରାଯାଇଛି । ଆଜି ପରେଡ୍ ରିହରସାଲରେ ସାମିଲ ହୋଇଥିଲେ ପୋଲିସ ଡିଜି ସୁନୀଲ ବଂଶଲ । ପୋଲିସ ଡିଜି କହିଛନ୍ତି […]

ସଂଜୟ ଶତପଥୀ(କଟକ)୧୨.୦୮.୨୦୨୩:ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ “ସମନ୍ବୟ” ଆନୁକୁଲ୍ୟରେ ବିଡାନାସୀ ଚହଟାସ୍ଥ ଶ୍ରୀ ଚ‌ହଟେଶ୍ବର ମନ୍ଦିର ପରିସରରେ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ଆଡଭୋକେଟ ଆଲୋକ କୁମାର ପଣ୍ଡା ପ୍ରାରମ୍ଭିକ ସୂଚନା ଓ ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ପଣ୍ଡିତ ହୃଦୟ ରଞ୍ଜନ ଦେବତା ଶିବ ସ୍ତୁତି ଗାନ କଲାପରେ ପଣ୍ଡିତ ଦିଲ୍ଲୀପ କୁମାର ସାବତ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ୍ ବୈଠକ ସମ୍ପର୍କରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମୋଟ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେଗୁଡିକ ହେଲା:

ବାସ୍ତବ ବ୍ୟୁରୋ: ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଭଳି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି । ଆଗାମୀ ଶିକ୍ଷାବର୍ଷ ଅର୍ଥାତ୍ ୨୦୨୪-୨୫ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ଯୋଗାଇ ଦେବେ ମାଗଣା […]

ବାସ୍ତବ ବ୍ୟୁରୋ : ଆରବିଆଇ ଆଜି ଏହାର ଆରବିଆଇ କ୍ରେଡିଟ୍ ପଲିସି(ମୁଦ୍ରା ନୀତି) ଘୋଷଣା କରିଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ପୂର୍ବରୁ ଥିବା ରେପୋ ହାର ୬.୫୦ ପ୍ରତିଶତକୁ ବଳବତ୍ତର ରଖାଯାଇଛି। ଏହା ଋଣ ନେଇଥିବା ବ୍ୟକ୍ତିଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ହୋଇଥିଲେ ମଧ୍ୟ ଯେଉଁମାନେ ବ୍ୟାଙ୍କରୁ ଶସ୍ତା ଋଣ ପାଇଁ […]

Pin It on Pinterest