ସଂଜୟ ଶତପଥୀ(କଟକ)ତା୫।୭ : ଆଜିର ଆଧୁନିକ ସମାଜରେ ମଣିଷର ହାତ ପାହାନ୍ତାରେ ସବୁ ସୁଖ ସୁବିଧା ଥାଇ ମଧ୍ୟ ସେ ବେଳେ ବେଳେ ନିଜକୁ ଏକୁଟିଆ ମନେକରୁଛି । ମଣିଷ ହୋଇ ମଧ୍ୟ ମଣିଷ ସାଙ୍ଗରେ ମିଶିବା ପାଇଁ ଆଗ୍ରହ ପ୍ରକାଶ କରୁନାହିଁ । ସଦା ସର୍ବଦା ଆଧୁନିକ କଥା କୁହା ଯନ୍ତ୍ର ମୋବାଇଲରେ ମଜିରହୁଛି । ଯାହା ଫଳରେ ସେ ତାର ସୁଖ ଆଉ ଦୁଃଖକୁ କାହା ସହିତ […]
ରାଜ୍ୟ
ବରଗଡ(ନବୀନ ଦାଶ): ବରଗଡ଼ ଜିଲ୍ଲା ଅତାବିରା ମଧ୍ୟଦେଇ ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ଲୁହୁରା ଚଟି-ସମ୍ବଲପୁର ୫୩ ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ରାଜରାସ୍ତାରେ ନିଇତି ଛୋଟ ବଡ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ଘଟି ମୁଣ୍ଡ ପରେ ମୁଣ୍ଡ ଗଡି ମୂଲ୍ୟବାନ ଜନ ଜୀବନ ନଷ୍ଟ ହେବାରେ ଲାଗିଛି।ଏହି ରାସ୍ତା ଟି ବ୍ୟସ୍ତ ବହୁଳ ହେବା ସହ ଟ୍ରାଫିକ […]
ବାସ୍ତବ ବ୍ୟୁରୋ: ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି […]
ତିର୍ତ୍ତୋଲ:- ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଲୋକପ୍ରିୟ ବିଡ଼ିଓ ଅଟଳ ବିହାରୀ ସ୍ୱାଇଁ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, ଗତକାଲି ସନ୍ଧ୍ୟାରେ ବ୍ଲକ ପରିସରରେ ଅଧ୍ୟକ୍ଷ ମନୋଜ କୁମାର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱବଧାନରେ କରାଯାଇଥିଲା । ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ଜିଲ୍ଲାପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଉପାଧ୍ୟକ୍ଷା ସୁଜାତା ମହାନ୍ତି,ତିର୍ତ୍ତୋଲ ତହସିଲଦାର ଅମୁଲ୍ୟ କୁମାର ସାହୁ,ମଣିଜଙ୍ଗା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ […]
ନିରଞ୍ଜନ ବସ୍ତିଆ(ନିଶ୍ଚିନ୍ତକୋଇଲି): ଗତକାଲି ବିଳମ୍ବିତ ରାତିରେ ସାଲେପୁର ଓ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି। ଖବର ଅନୁଯାୟୀ କୌଣସି ସୂତ୍ରରୁ ଖବର ଅବକାରୀ ବିଭାଗ ନେମାଳ ଥାନା ଗୋପିନାଥପୁର ଗାଁ ର ସୁଦାମ ଚରଣ ସିଂହ ତିନୋଟି ବସ୍ତାରେ ୬୨ କିଲୋ ଗଞ୍ଜେଇ ସ୍ଥାନୀୟ ଅଂଚଳକୁ ଚାଲାଣ କରୁଥିବା ବେଳେ ମାଡ଼ି ବସିଲା ଅବକାରୀ […]
ଭବାନିପାଟଣା: ଗ୍ରାହକ ସେବକେନ୍ଦ୍ର କରି ଗାଁ ଲୋକଙ୍କ ଲକ୍ଷାଧିକ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଗୋଟିଏ ପରିବାର । ଏଭଳି ଏକ ଘଟଣା ଘଟିଛି ।କଳାହାଣ୍ତି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ମୋହନଗୁଡା ଗ୍ରାମରେ ଏକ ଗ୍ରାହକ ସେବାକେନ୍ଦ୍ର କରି ଲୋକଙ୍କଠୁ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି ଗୋଟିଏ ପରିବାର । ମୋହନଗୁଡା ଗାଁର ହରିଶଚନ୍ଦ୍ର ରାଉତ ଏବଂ ତାଙ୍କ ମାଆ ଶରସ ରାଉତଙ୍କ ସହ ଆଉ ଦୁଇ […]
ବାସ୍ତବ ବ୍ୟୁରୋ: ଓଡ଼ିଶା ରିଅଲ ଇଷ୍ଟେଟ୍ ଅପେଲେଟ୍ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ହେଲେ ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ। ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକ ଓଡ଼ିଶା ରିଅଲ ଇଷ୍ଟେଟ୍ ଅପେଲେଟ୍ ଟ୍ରିବ୍ୟୁନାଲ ବା OREAT ର ନୂଆ ଚେୟାରପର୍ସନ ଭାବେ ଯୋଗ ଦେଇଛନ୍ତି । ୨୦୧୯ ଫେବୃଆରୀ ୬ରୁ ଏହି ପଦବୀରେ ଥିବା OREATର ପ୍ରଥମ ଚେୟାରପର୍ସନ ଜଷ୍ଟିସ୍ ସୁଭାସ ଚନ୍ଦ୍ର ପରିଜାଙ୍କ କାର୍ଯ୍ୟକାଳ ଗତକାଲି ୩୦ ସମାପ୍ତ […]
ବାସ୍ତବ ବ୍ୟୁରୋ: ରାଜଧାନୀ ପରିବାର ବଜାରରେ ପରିବା ଦର ଆକାଶ ଛୁଆଁ। ସବୁ ପରିବାର ଅହେତୁକ ଦର ବୃଦ୍ଧି ଗ୍ରାହକ ଓ ବ୍ୟବସାୟୀଙ୍କୁ ଚିନ୍ତାରେ ପକାଇଛି। ଆଜି ଏକନମ୍ବର ହାଟରେ ବିନ୍ କିଲୋ ୨୫୦ ଟଙ୍କା, ଝୁଡୁଙ୍ଗ କିଲୋ ୧୨୦, କ୍ୟାପସିକମ୍ କିଲୋ ୧୫୦, ଫୁଲ କୋବି ଗୋଟେ ୫୦ ଟଙ୍କା, ବାଇଗଣ କିଲୋ, ୫୦, ପୋଟଳ କିଲୋ ୮୦, ବିଲାତି କିଲୋ ୯୦, ଭେଣ୍ଡି କିଲୋ ୮୦ ଓ […]
ବାସ୍ତବ ବ୍ୟୁରୋ : ଭାଇରାଲ ହେଲା ଓଟିଇଟି ପ୍ରଶ୍ନପତ୍ର । ଆସନ୍ତକାଲି ପରୀକ୍ଷା ଥିବା ବେଳେ ଆଜି ଭାଇରାଲ ହେଉଛି ହାତଲେଖା ଓଟିଇଟି ପ୍ରଶ୍ନପତ୍ର । ହାତଲେଖାର ଏହି ପ୍ରଶ୍ନପତ୍ର, ଶିକ୍ଷକ ନିଯୁକ୍ତି ପାଇଁ ଥିବା ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟର ପ୍ରଶ୍ନପତ୍ର ବୋଲି କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । ଓଟିଇଟି ପରୀକ୍ଷାରେ ଏହି ସବୁ ପ୍ରଶ୍ନପତ୍ର ପଡିବ ବୋଲି କହି ହଜାର ହଜାର ଟଙ୍କାରେ ଏହି ପ୍ରଶ୍ନପତ୍ର […]
ବାସ୍ତବ ବ୍ୟୁରୋ: ବାହୁଡ଼ାଯାତ୍ରା ସାରି ଫେରିବା ପରେ ସିଂହଦ୍ବାରରେ ରଥ ଉପରୁ ଅଗଣିତ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ବିଗ୍ରହ। ମହାପ୍ରଭୁଙ୍କ ଙ୍କୁ ଦର୍ଶନ କରିବା ପାଇଁ ଲକ୍ଷାଧିକ ଭକ୍ତ ରୁଣ୍ଡ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ବ୍ୟବସ୍ଥିତ ବ୍ୟାରିକେଡରେ ଯାଇ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ସୁନାବେଶ ପାଇଁ ସନ୍ଧ୍ୟା ୫ଟାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ଶ୍ରୀଜିଉମାନଙ୍କୁ ଏହି ବେଶ କରିବା ପାଇଁ ୧ ଘଣ୍ଟାରୁ ଅଧିକ […]


