ସଂଜୟ ଶତପଥୀ(କଟକ): କଟକ ର ଗୈାରୀଶଙ୍କର ରାୟ ଟାଉନ୍ ହଲ୍ ସଭାଗୃହରେ କଟକ ମହାନଗର ନିଗମର ୨୧ ନମ୍ବର ଓ୍ବାର୍ଡର କର୍ପୋରେଟର ଶ୍ରୀ ଅଶୋକ ଶର୍ମା ଓ କଟକ ମହାନଗର ନିଗମର ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ବିଗତ ବହୁତ ଦିନ ଧରି ମହାନଗର ନିଗମ ଦ୍ବାରା ଉପେକ୍ଷିତ ପ୍ରକୃତ ହିତାଧିକାରୀମାନଙ୍କୁ ଭତ୍ତା ସମ୍ବଦ୍ଧୀୟ କାଗଜପତ୍ର ଓ ଭତ୍ତା ପୁସ୍ତକ ବଣ୍ଟନ କରାଯାଇଛି। ବିଗତ ଦିନରେ କଟକ ମହାନଗର ନିଗମରେ ଭୂତ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା ଶ୍ରୀକ୍ଷେତ୍ର। ତେବେ ଆଜି ବାହାରିବ ଆଡ଼ପ ଅବଢ଼ା। ଏଥିପାଇଁ ଭକ୍ତଙ୍କ ସୁରକ୍ଷା ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିରରେ […]
ବାସ୍ତବ ବ୍ୟୁରୋ: ଆଜି ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି ରାଜ୍ୟ ସରକାର । ଗଜପତିର ନୂଆ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଦାୟିତ୍ୱ ମିଳିଥିବାବେଳେ ଜିଲ୍ଲାପାଳ ଥିବା ଲିଙ୍ଗରାଜ ପଣ୍ଡାଙ୍କୁ ସାମାଜିକ କଲ୍ୟାଣ ସହ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ଏଥିପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, […]
କଟକ୨୨।୦୬(ନି.ପ୍ର):ପବିତ୍ର ରଥଯାତ୍ରା ଅବସରରେ ମହାନଦୀ ବିହାର ସ୍ଥିତ ମଙ୍ଗଳା ଛକ ଠାରେ ଶ୍ରୀଗୁଣ୍ଡିଚା ମହୋତ୍ସବ କମିଟି ଆନୁକୁଲ୍ୟରେ ଆଠ ଦିନ ଧରି ଆୟୋଜିତ ହେଉଥିବା ସାଂସ୍କୃତିକ ଉତ୍ସବର ତୃତୀୟ ସନ୍ଧ୍ୟା ଅନୁଷ୍ଟିତ ହୋଇଯାଇଛି । ପ୍ରାମ୍ଭରରେ ଶିଖରପୁରର ଅଗ୍ରଣୀ ନୃତ୍ୟ ଓ ସଙ୍ଗୀତ ଅନୁଷ୍ଠାନ ଓମ ସାଇ କଳକେନ୍ଦ୍ରର ସମ୍ପାଦିକା ପୁଷ୍ପିତା ମିଶ୍ରଙ୍କ ନେତୃତ୍ୱରେ ଛାତ୍ର ଛାତ୍ରୀମାନେ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । କମିଟିର ଆବାହକ ସଞ୍ଜୟ […]
ବାସ୍ତବ ବ୍ୟୁରୋ: ଆଜି (୨୨ ଜୁନ୍, ଗୁରୁବାର) ରାଜ୍ୟକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ। ଫଳରେ ଏବେ ମୌସୁମୀ ବର୍ଷାରେ ଭିଜିବ ସମଗ୍ର ରାଜ୍ୟ। ରାଜଧାନୀ ଭୁବନେଶ୍ୱରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାର କିଛି-କିଛି ଅଂଚଳରେ ବର୍ଷା ଲାଗିରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ […]
କଟକ୨୧।୦୬(ନି.ପ୍ର) : ପବିତ୍ର ରଥଯାତ୍ରା ଅବସରରେ ମହାନଦୀ ବିହାର ସ୍ଥିତ ମଙ୍ଗଳା ଛକ ଠାରେ ଶ୍ରୀଗୁଣ୍ଡିଚା ମହୋତ୍ସବ କମିଟି ଆନୁକୁଲ୍ୟରେ ଆଠ ଦିନ ଧରି ଆୟୋଜିତ ହେଉଥିବା ସାଂସ୍କୃତିକ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା ଅନୁଷ୍ଟିତ ହୋଇଯାଇଛି । କମିଟିର ଆବାହକ ସଞ୍ଜୟ ଜେନାଙ୍କ ନେତୃତ୍ୱରେ ଦ୍ଵିତୀୟ ସନ୍ଧ୍ୟାରେ ଚୌଦ୍ଵାର କଟକର ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିଖରପୁର […]
ବାସ୍ତବ ବ୍ୟୁରୋ: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ପାରିତ ହୋଇଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ କେଉଁ ପ୍ରସ୍ତାବକୁ ଅନୁମୋଦନ ମିଳିଛି ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ବାସ୍ତବ ବ୍ୟୁରୋ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ଆସନ୍ତାକାଲି ଅପରାହ୍ନ ୪ଟାରେ ଝାରସୁଗୁଡ଼ାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ସେଠାରେ ବରଗଡ଼ ଲୋକସଭା କ୍ଷେତ୍ରର କର୍ମକର୍ତ୍ତାଙ୍କ ସହ ସେ ବୈଠକ କରିବେ। ତା’ପରେ ବୁର୍ଲା ଯାଇ ସେଠାରେ ରାତ୍ରଯାପନ କରିବେ। ୨୩ ତାରିଖରେ କଳାହାଣ୍ଡି ଜିଲ୍ଲାକୁ […]
ବାସ୍ତବ ବ୍ୟୁରୋ: ୨୧ ତାରିଖ ପରିବର୍ତ୍ତେ ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ ତାରିଖରୁ ଖୋଲିବ ସ୍କୁଲ। ଗ୍ରୀଷ୍ମପ୍ରବାହ ପାଇଁ ୨୧ ତାରିଖ ପରିବର୍ତ୍ତେ ୨୨ରେ ସ୍କୁଲ ଖୋଲିବା ନେଇ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ସମ୍ବଲପୁରରେ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଚାଲିବ। ସାଢ଼େ ୬ରୁ କ୍ଲାସ ଆରମ୍ଭ ହୋଇ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ। ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ […]


