ବାସ୍ତବ ବ୍ୟୁରୋ: ଆଜି କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଟପ୍-୪ରେ ୪ଜଣ ଯୁବତୀ ଥିବା ଦେଖାଯାଇଛି। ଈଶିତା କିଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ଅନ୍ତିମ […]
ରାଜ୍ୟ
ପ୍ରମୋଦ ନାୟକ(ଭୁବନେଶ୍ବର): ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଲେ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି | ଏହି ସମୟରେ ଲୋକସେବା […]
ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି । ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି […]
ମନୋଜ ମହାନ୍ତି(ଭୁବନେଶ୍ବର): ସବୁ କଳ୍ପନା ଜଳ୍ପନାର ଅନ୍ତ, କାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।ହେଲେ ନୂଆ ମନ୍ତ୍ରୀମାନଙ୍କ ନାମ ଏଯାଏ ଅସ୍ପଷ୍ଟ । ଆସନ୍ତାକାଲି ଠିକ୍ ସକାଳ ୯ଟା ୫୦ମିନିଟ୍ ରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ।ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ […]
ନବୀନ ଦାଶ(ବରଗଡ଼):-୨୧.୫:-ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି ଟ୍ରିବ୍ୟୁନାଲ ଟିମ୍।ଟିମରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି।ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ଏଏମ୍ ଖାନଵାଲିକରଙ୍କ ନେତୃତ୍ବରେ ଆସିଥିବା ଏହି ଟିମ୍ରେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଞ୍ଜନ,ଦିଲ୍ଲୀ ହାଇକୋର୍ଟର ବିଚାରପତି ଇନ୍ଦ୍ରମିତ କୌର କୋଚରଙ୍କ ସମେତ ରେଜିଷ୍ଟ୍ରାର, ୨ ଆସେସର ରହିଥିଲେ।ଏହା ସହିତ ଛତିଶଗଡ଼ ଓ […]
ଜୟନ୍ତ ଶତପଥୀ(ଡେରାବିଶ):୧୮/୦୫/୦୨୩- 5T ସଚିବ ଭିକେ ପାଣ୍ଡିଆନ ଙ୍କ କେନ୍ଦ୍ରାପଡ଼ା ଗ୍ରସ୍ତ ସମୟରେ ପ୍ରଥମ ଦିବସ ପାଟକୁରା ନିର୍ବାଚନ ମଣ୍ଡଳୀ ର ବିଭିନ ଧାର୍ମିକ ପୂଜା ସ୍ଥଳୀ ଓ ସ୍କୁଲ କଲେଜ ପରିଦର୍ଶନ କରିଥିଲେ ।ନିଜ ପ୍ରତିଶୃତି ମୁତାବକ 5T ସଚିବ ପ୍ରଥମେ ସ୍କୁଲ ଓ କଲେଜ କୁ ଅନୁଦାନ ରାଶି ଯୋଗାଇବା ପରେ ପାଟକୁରା ନିର୍ବାଚନ ମଣ୍ଡଳୀ ର ତିନି ବ୍ଲକ ଡେରାବିଶ, ମାର୍ଶାଘାଇ ଓ ଗରଦପୁର ବ୍ଲକ […]
ବାସ୍ତବ ବ୍ୟୁରୋ: ଗତ ବର୍ଷ ଅଗଷ୍ଟ ମାସରେ ୭୯୬ଟି ASO ପଦବୀ ପାଇଁ ପରୀକ୍ଷା କରି ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଯେଉଁ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା ତାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଏହା ସହିତ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ସାନି ମେରିଟ […]
ବାସ୍ତବ ବ୍ୟୁରୋ: ଆସନ୍ତା ୨୦ତାରିଖରେ ରାଜ୍ୟର ରାଜନୀତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ । ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ସଫଳତା […]
ବାସ୍ତବ ବ୍ୟୁରୋ: ଆଜି ହେଉଛି ସାବିତ୍ରୀ ଓଷା। ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ଆଜି ମହାସତୀ ସାବିତ୍ରୀ ପତି ସତୟବାନଙ୍କୁ ଯମଙ୍କ ନିକଟରୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲେ ବୋଲି ପୁରାଣରେ ବର୍ଣ୍ଣିତ ହୋଇଛି। ଏ ବ୍ରତକଥାର ବାର୍ତ୍ତା ହେଉଛି- ଜ୍ୟେଷ୍ଠ ଅମାବାସ୍ୟା ଦିନ ଯିଏ ସାବିତ୍ରୀଙ୍କ ନାମ […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]


