ବରଗଡ଼(ନବୀନ ଦାଶ):ଭିତ୍ତିଭୂମି ସେବା ସଂଗଠନର,ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ସ୍ଥିତ ଗଞ୍ଜାଗୁଡ଼ା, ବରିହା ପାଲି, ପତ୍ରାପାଲି, ବଇଦ ପାଲି, ବଂଝା ପାଲି, କୁଦୋ ପାଲି, ଚକା ଖଲିଆ ତଥା ଖୁଜେନ୍ ଆଦି ଗ୍ରାମର ପାରମ୍ପରିକ କୃଷକ ମାନଙ୍କୁ ଦେଶୀ ବିହନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସଂଗଠନ ତରଫରୁ ଚାଷୀଙ୍କୁ ଧାନ, ମାଣ୍ଡିଆ, କୁଦୋ, ଗୁର୍ଜି,ମୁଗ, ରାଶି, କଲରା, ଶିମ୍ବ, ଭାଜି ଆଦି ବିଭିନ୍ନ ପ୍ରକାର ର […]

ରାଜଶ୍ରୀର ସଭାପତି କାଶୀନାଥ ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏବଂ ଆଶୁକବି ହେମନ୍ତ ଜେନାଙ୍କ ସଞ୍ଚାଳନରେ ପରିଚାଳିତ ସଭାରେ କବି ରତିନାରାୟଣ ରାଉତ ବେଦପାଠ , କାର୍ଯ୍ୟକାରୀ ସଭାପତି କବି ମଞ୍ଜୁଳ ମଞ୍ଜୁଶ୍ରୀ ବରାଳ ସ୍ଵାଗତ ଭାଷଣ ଏବଂ ମୁଖ୍ୟ ସମ୍ପାଦକ ସଞ୍ଜୟ କୁମାର ରଥ ପତ୍ରିକାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିବା ବେଳେ ରାଜ୍ୟ ସଂଯୋଜକ କବି ନଗେନ୍ଦ୍ର କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ପ୍ରାରମ୍ଭରେ ବାହାନଗା […]

ପ୍ରମୋଦ ନାୟକ(ଭୁବନେଶ୍ବର): ବିଜେଡି ସାଂସଦ ଅମର ପଟ୍ଟନାୟକ, ବିଦ୍ୟୁତ୍ ବିଭ୍ରାଟ ନେଇ ଟାଟା ପାୱାର ଉପରେ ବର୍ଷିଲେ । ଲୋଡ଼ ବାଲାନ୍ସିଂ ଠିକ ସେ ହୋଇପାରୁ ନଥିବାରୁ ଲାଇନ କଟୁଥିବା,ବିଦ୍ୟୁତ ବିତରଣରେ ଗ୍ୟାପ୍ ବା ସଟଫଲ ରହୁଥିବାରୁ ସେଇଟାକୁ ଟାଟା ପାୱାର ଟାଇମ ଟୁ ଟାଇମ ରିଭ୍ୟୁ କରୁନି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।ସେହିପରି ସମୟ ଅନୁସାରେ ଅପଗ୍ରେଡ଼ ବି କରାଯାଉନି । ସେଇଟା କରିବାର ଏବେ ସମୟ […]

ବାସ୍ତବ ବ୍ୟୁରୋ: ଉଭୟ ସହରାଂଚଳରେ ଘନଘନ ପାୱାର କଟ୍ ଓ ଗ୍ରାମାଂଚଳରେ ଘଣ୍ଟାଘଣ୍ଟା ଧରି ପାୱାର କଟ୍ ପ୍ରତିବାଦରେ ଆସନ୍ତାକାଲିଠୁ ୨ଦିନ ଧରି ବିଜେପି ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନ୍ଦୋଳନ କରିବାକୁ ଘୋଷଣା କରିଛି । ଆଜି ଅପରାହ୍ନରେ ବିଜେପି ରାଜ୍ୟ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ଜାରି ରହିଥିବା ଅଘୋଷିତ ପାୱାର କଟକୁ ନେଇ ଉଦବେଗ […]

ସଂଜୟ ଶତପଥୀ(କଟକ): କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ଠାରେ ଓଡିଶା ସାହିତ୍ୟ ଏକାଡେମୀ “ଆମ ଗାଁ ଆମ‌ ସାହିତ୍ୟ” କାର୍ଯ୍ୟକ୍ରମ ଓ କବି ନନ୍ଦକିଶୋର ସାମଲ ସ୍ମୃତିନ୍ଯାସ ମିଳିତ ଆନୁକୂଲ୍ୟରେ ଓଡ଼ିଶାର ବିଶିଷ୍ଟ ଶିଶୁକବି ସ୍ବର୍ଗତ ନନ୍ଦ କିଶୋର ସାମଲଙ୍କ ରାଜ୍ୟସ୍ତରୀୟ ୯୯ ତମ ଜୟନ୍ତୀ ସଭାମୂଖ୍ଯ ଡଃ ସଂଗ୍ରାମ ଜେନା, ଉପ-ସଭାପତି, ଓଡ଼ିଶା ସାହିତ୍ୟ ଏକାଡେମୀ ଙ୍କ ସଭାପତିତ୍ବରେ ଏବଂ ବହୁ ବିଶିଷ୍ଟ କବି, ସାହିତ୍ୟକ ଓ ଲେଖକମାନଙ୍କ […]

ବାସ୍ତବ ବ୍ୟୁରୋ : ଆହୁରି ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ। ସେ କହିଛନ୍ତି, ଏବେ ଆଭ୍ୟନ୍ତରୀଣ ପଶ୍ଚିମ ସାଙ୍ଗକୁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ୍ ସ୍ଥିତି ଜାରି ରହିଛି। ଆସନ୍ତା ଦୁଇ ଦିନ ପ୍ରବଳ ହିଟ୍ ୱେଭ୍ ରହିବ। ୧୪ ତାରିଖରେ କାଳବୈଶାଖୀ ସମ୍ଭାବନା ଥିବାରୁ ହିଟ୍ ୱେଭ୍ […]

ବାସ୍ତବ ବ୍ୟୁରୋ : ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଯୁକ୍ତ ତିନିରେ ନାମ ଲେଖାଇବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୧୯ରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ www.samsodisha.gov.in ରେ ଆବେଦନ କରିପାରିବେ । ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା, ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ, ପଞ୍ଚମ […]

ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ବିଜୁଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ କଟକ ସଦର ପ୍ରସିଦ୍ଧ ଶକ୍ତିପୀଠ ମା’ଧାକୁଲେଇଙ୍କ ବିଜେପୀଠସ୍ଥଳୀର ସମ୍ମୁଖରେ ଥୂବା ଡିଭାଇନ୍ ପ୍ଯାଲେସ୍ ସଭାଗୃହରେ କଟକ-ବାରବାଟୀ ର ପୂର୍ବତନ ବିଧାୟକ, ବରିଷ୍ଠ ନେତା, ସମାଜସେବୀ ତଥା ବିଜୁ ଜନତା ଦଳର କଟକ ଜିଲ୍ଲା ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ ସଭାପତିତ୍ବରେ ଶତାଧିକ ଦଳୀୟ କର୍ମୀ, ବିଜୁ ପ୍ରେମୀ ଙ୍କ ଉପସ୍ଥିତି ରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। […]

ବାସ୍ତବ ବ୍ୟୁରୋ: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା। ଡ୍ରୋନ ଉଡ଼ାଣ କଟକଣା ନେଇ ଟ୍ୱିଟ୍‌ ସୂଚନା ଦେଲା ପୁରୀ ପୁଲିସ। ଟ୍ୱିଟ୍‌ରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ଉପରେ ମଧ୍ୟ ଉଡ଼ାଣ ମନା। ପୂର୍ବରୁ ନିୟମ ଉଲ୍ଲଙ୍ଘନ […]

ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଆଇନ ସେବା ସହାୟତା ସଂଗଠନ ପକ୍ଷରୁ ଆଇନ ସହାୟକ କର୍ମୀମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ କଟକ ଦେଉଳ ସାହି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଅବସରପ୍ରାପ୍ତ ଜିଲ୍ଲା ଜର୍ଜ ରତିକାନ୍ତ ମହାପାତ୍ର । ସମ୍ପାଦକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୂର୍ଯ୍ୟକାନ୍ତ ଆଚାର୍ଯ୍ୟ ଓ ବୈଶାଳୀ ନାୟକ , ସିଭିଲ ଜର୍ଜ ଯୋଗଦାନ କରି […]

Pin It on Pinterest