ବାସ୍ତବ ବ୍ୟୁରୋ: ଗତ ବର୍ଷ ଅଗଷ୍ଟ ମାସରେ ୭୯୬ଟି ASO ପଦବୀ ପାଇଁ ପରୀକ୍ଷା କରି ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଯେଉଁ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା ତାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଏହା ସହିତ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ସାନି ମେରିଟ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଆସନ୍ତା ୨୦ତାରିଖରେ ରାଜ୍ୟର ରାଜନୀତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ । ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ସଫଳତା […]
ବାସ୍ତବ ବ୍ୟୁରୋ: ଆଜି ହେଉଛି ସାବିତ୍ରୀ ଓଷା। ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ଆଜି ମହାସତୀ ସାବିତ୍ରୀ ପତି ସତୟବାନଙ୍କୁ ଯମଙ୍କ ନିକଟରୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲେ ବୋଲି ପୁରାଣରେ ବର୍ଣ୍ଣିତ ହୋଇଛି। ଏ ବ୍ରତକଥାର ବାର୍ତ୍ତା ହେଉଛି- ଜ୍ୟେଷ୍ଠ ଅମାବାସ୍ୟା ଦିନ ଯିଏ ସାବିତ୍ରୀଙ୍କ ନାମ […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]
ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, “ଗତବର୍ଷ କୋରନା ସଂକ୍ରମଣ ଉପମୁହାଁ ଥିଲା ଏଥିପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର ହେବ। ଫେଲ୍ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ପରୀକ୍ଷା କରାଯିବ। ଏନେଇ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ।” ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ […]
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ୨୦୨୩ ମାଟ୍ରିକ୍ ପରୀକ୍ଷାଫଳ । କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥିରେ ବୋର୍ଡ ସଭାପତି ରମାଶିଷ ହାଜରା ଓ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ଭାଙ୍ଗିବ। ୪୨ ଡିଗ୍ରି ଡେଇଁଯିବ ଅଧିକାଂଶ ସହର। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହ […]
ବାସ୍ତବ ବ୍ୟୁରୋ: ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷାଫଳ । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍ସାଇଟ୍ ଓ ଏସ୍ଏମ୍ଏସ୍ […]
ବାସ୍ତବ ବ୍ୟୁରୋ: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି କରାଯାଇ ଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର […]
ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ବଧୂ ନିର୍ଯାତନା ଅଭିଯୋଗ ଆସିଛି।ତାଙ୍କ ବୋହୂ ରୋନାଲି ବେହେରା କରିଛନ୍ତି ଏହି ଅଭିଯୋଗ। ରୋନାଲି ଶ୍ୱଶୁର ଶଶିଭୂଷଣ ବେହେରାଙ୍କ ସହିତ ସ୍ୱାମୀ ସତ୍ୟପ୍ରକାଶ ବେହେରା, ଶାଶୁ ସୁପ୍ରଭା ମହାନ୍ତି, ନଣଦ ସୁଶ୍ରୀ ଭାରତୀ ବେହେରା ଓ ମାଉସୀ ଶାଶୁ ପ୍ରତିଭା ମହାନ୍ତିଙ୍କ ନାଁରେ ଏଫଆଇଆର ଦେଇଛନ୍ତି। ଗତ ମାର୍ଚ୍ଚ ୩ ତାରିଖରୁ […]


