ବାସ୍ତବ ବ୍ୟୁରୋ: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଆଜି ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି। କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି ନବନିର୍ବାଚିତା ଦୀପାଳି ଦାସ । ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି। ଏହି ଅବସରରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ରୀତା ସାହୁଙ୍କ ସହିତ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ। ବିଧାୟିକା ଭାବେ ଶପଥ ନେବାପରେ ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ […]
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ। କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକଜାମିନେସନ ( ସିଆଇଏସସିଇ) ପକ୍ଷରୁ ୨୦୨୩ର ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ବର୍ତ୍ତମାନ ସିଆଇଏସସିଇର ଅଫିସିଆଲ୍ ୱେବସାଇଟ୍ cisce.org ଏବଂ results.cisce.org. କୁ ଯାଇ ସେମାନଙ୍କର ବୋର୍ଡ ପରୀକ୍ଷା ଫଳାଫଳ ଯାଞ୍ଚ କରିପାରିବେ। ଛାତ୍ରଛାତ୍ରୀମାନେ ଫଳାଫଳର ଡିଜିଟାଲ୍ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଏବଂ […]
ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ […]
ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି। ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ […]
ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ର (ସିବିଏସ୍ଇ) ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଚଳିତ ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ ଉଭୟ ପୁଅ ଓ ଝିଅମାନଙ୍କ ପାସ୍ ହାର କମ୍ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍ […]
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ (ସିବିଏସ୍ଇ) ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ସାମଗ୍ରିକ ପାସ୍ ପ୍ରତିଶତ ୯୩.୧୨ ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଶିକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, “ଅନେକ ବନ୍ଧୁ ଆଶାନୁସାରେ ଫଳ ପାଇ ନ ଥିବେ। ମନଊଣା ନ କରିବା ପାଇଁ ସେମାନଙ୍କୁ ମୋର ନିବେଦନ। ଗୋଟିଏ ପରୀକ୍ଷା ଜଣେ ବ୍ୟକ୍ତିର ଦକ୍ଷତା ପ୍ରତିପାଦିତ […]
ବାସ୍ତବ ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋଚା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତିା ପରବର୍ତ୍ତି ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ। […]
ବାସ୍ତବ ବ୍ୟୁରୋ : ପୁରୀରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି, “ଯେହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଟି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବାର ଦେଖିବାକୁ ମିଳୁଛି, ସେଦୃଷ୍ଟିରୁ ସେ ପୁରୀରେ ବି ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ […]


