ବାସ୍ତବ ବ୍ୟୁରୋ: ଆଜି ୯ ତାରିଖ ଦିନ ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଜିଲ୍ଲାଭିତ୍ତିକ ନିଯୁକ୍ତି ଆଦି ୫ଦଫା ଦାବିକୁ ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲ୍ଲାର ସୁଙ୍କି, ଚାନ୍ଦିଲି, କୋଟପାଡ, ବୋରିଗୁମ୍ମା, ଜୟପୁର, କୋରାପୁଟ, ଲମତାପୁଟ, ପଟ୍ଟାଙ୍ଗି ସହ ସବୁ ବ୍ଲକ ସଦର ମହକୁମା, ପୌରପାଳିକା ଓ ଏଏନସିରେ ସମ୍ପୂର୍ଣ୍ଣ ରୁପେ ବନ୍ଦ […]

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏସ୍‌ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ସମ୍ଭାବିତ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀମାନେ ପନିପରିବା, ଉଦ୍ୟାନ କୃଷି, ଅମଳ ହୋଇଥିବା ଫସଲ ତଥା ମଣ୍ଡିରେ ପଡ଼ିଥିବା ଧାନକୁ ସୁରକ୍ଷିତ […]

ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗର ସୂଚନାନୁଯାୟୀ, ଆଜି ସକାଳ ୮.୩୦ରେ ଦକ୍ଷିଣ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ତୀବ୍ରତର ହୋଇ ୯ ତାରିଖ ଦିନ ଅବପାତରେ ପରିଣତ ହେବା ପରେ ଆହୁରି ତୀବ୍ରତର ହୋଇ ୧୦ ତାରିଖ ଦିନ ଦକ୍ଷିଣପଶ୍ଚିମ ବଙ୍ଗୋପସାର ଏବଂ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର […]

ବାସ୍ତବ ବ୍ୟୁରୋ:ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବାର ସମ୍ଭାବନା ଥିବା କଥା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି। […]

ସଂଜୟ ଶତପଥୀ(କଟକ): ବହୁ ପୁରାତନ ଆଧ୍ୟାତ୍ମିକ ପୀଠ କଟକ ଶେଖ୍ ବଜାର ର ଶ୍ରୀ ରଘୁନାଥ ଜୀଉଙ୍କ ବିଜେ ପୀଠସ୍ଥଳୀ ଲାଲାମଠ ଠାରେ ପବିତ୍ର ହିନ୍ଦୁ ଧର୍ମର ପ୍ରଚାର ଓ ସନାତନ ଧର୍ମ ର ପ୍ରସାର ଉଦ୍ଦେଶ୍ୟରେ ଏକଦିବସୀୟ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଙ୍କ ର ଲୀଳା ସ୍ଥାନୀୟ ଯୁବକମାନଙ୍କ ଦ୍ୱାରା ପ୍ରସିଦ୍ଧ ନାଟ୍ୟ ନିର୍ଦ୍ଦେଶକ ଶ୍ରୀ ଅନିରୁଦ୍ଧ ସେନାପତି ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଟକର […]

ସଂଜୟ ଶତପଥୀ(କଟକ): ଆତ୍ମବିଦ୍ୟା ବିହାର ଓଡ଼ିଶା ଆନୁକୁଲ୍ୟରେ ଦୁଇ ଦିନିଆ ସନ୍ଧ୍ୟା କାଳୀନ ଆତ୍ମଜ୍ଞାନ ଯଜ୍ଞ ଶନିବାର ମହାନଦୀବିହାର ସ୍ଥିତ ମହାନଦୀଭବନ ଠାରେ ମହାସମାରୋହରେ ଉଦଘାଟିତ ହୋଇଯାଇଛି । ଏହି ଭବ୍ୟ ସନ୍ଧ୍ୟାରେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆତ୍ମଜ୍ଞାନ ବିଶାରଦ ସ୍ବାମୀ ଶୁଦ୍ଧାନନ୍ଦଜୀ ଆତ୍ମଜ୍ଞାନ ଯଜ୍ଞରେ ଭାବରସ ମୁଖବାଣୀ ପ୍ରଦାନ କରି ଆମେ କେହି ଆରମ୍ଭରୁ ନଥିଲୁ କି ଶେଷଯାଏ ରହିବା ନାହିଁ, କିନ୍ତୁ ମର ସ୍ୱରୂପ ସୁଖ ସ୍ୱରୂପ […]

ବାସ୍ତବ ବ୍ୟୁରୋ: ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟ ପ୍ରଭାବରେ ସେହି ଅଞ୍ଚଳରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପରେ ଏହି ଅବପାତ […]

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ […]

ବାସ୍ତବ ବ୍ୟୁରୋ : କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]

ସଂଜୟ ଶତପଥୀ(କଟକ): ଆନ୍ତର୍ଜାତିକ ଶ୍ରମିକ ଦିବସ କଟକ ର ବିଶିଷ୍ଟ ସମାଜସେବୀ ଅନୁଷ୍ଠାନ “ପ୍ରୟାସ” ପକ୍ଷରୁ କଟକ ର ସି.ଡି.ଏ ସେକ୍ଟର -୬ ସ୍ଥିତ କାର୍ଯ୍ୟାଳୟରେ ସଭାନେତ୍ରୀ ଶ୍ରୀମତୀ ଶୁଭାକାଂକ୍ଷୀ ନନ୍ଦ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରମିକ ଦିବସ ପାଳନ ମହାସମାରୋହରେ ମୂଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଦୈ।ରା ବିଚାରପତି ଶ୍ରୀ ବୈଶମ୍ପାୟନ କର, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ନ୍ଯାୟାଧୀଶ ଶ୍ରୀ […]

Pin It on Pinterest