ପ୍ରମୋଦ ନାୟକ(ଭୁବନେଶ୍ବର):ପୁରୀ ଶ୍ରୀମନ୍ଦିର ରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ ପଟ୍ଟନାୟକ। ଦିଲ୍ଲୀରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ବିଜୟ ପଟ୍ଟନାୟକ। ଏହାପରେ କଂଗ୍ରେସ ରେ ନୂଆ ରାଜନୈତିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ପୁରୀ ଶ୍ରୀମନ୍ଦିର ଯାଇ ଦର୍ଶନ କରିଥିଲେ। ଓଡ଼ିଶାର ବିକାଶ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ। ଏହା ସହିତ ଓଡ଼ିଶାର […]
ରାଜ୍ୟ
ବାସ୍ତବବ୍ୟୁରୋ(ନୟାଗଡ଼): ୧୨ /୦୨-ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ସ୍ଥିତ ମଧୁବନ ମିନି ଷ୍ଟାଡିୟମ ଠାରେ ଗତ ପାଞ୍ଚ ତାରିଖ ଠାରୁ ଆରମ୍ଭ ହୋଇଥିବା ୪ର୍ଥ ରାଜ୍ୟ ସ୍ତରୀୟ ମହେନ୍ଦ୍ର ସ୍ଵାଇଁ ମେମୋରିଆଲ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ବିପୁଳ ଉତ୍ସାହର ସହିତ ଉଦ୍ଯଯାପିତ ହୋଇ ଯାଇଛି। ମହାନାୟକ ମହେନ୍ଦ୍ର ସ୍ଵାଇଁ ସ୍ମୃତି ପରିଷଦ ଏବଂ ଖଣ୍ଡପଡା ସ୍ପୋର୍ଟସ ଏକାଡେମୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିଶିଷ୍ଟ ସମାଜସେବୀ ତଥା ଯୁବନେତା […]
ବାସ୍ତବ ବ୍ୟୁରୋ: ବଦଳିଲେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ରାଜ୍ୟପାଳ । ଆଜି ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁତ୍ବପୂର୍ଣ୍ଣ ସାମ୍ବିଧାନିକ ନିଯୁକ୍ତି କରିବାରୁ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ରାଜ୍ୟପାଳ/ଉପରାଜ୍ୟପାଳ ବଦଳିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତ ସିଂହ କୋଶୟାରୀଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ପରେ ଝାଡ଼ଖଣ୍ଡର ରାଜ୍ୟପାଳ ରମେଶ ବୈସ୍ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ହେବେ ବୋଲି ଆଜି ରାଷ୍ଟ୍ରପତିଙ୍କ ସଚିବାଳୟ ଜାରି […]
ବାସ୍ତବ ବ୍ୟୁରୋ: ବରଗଡ଼ ଜିଲ୍ଲା ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବି କରିଥିଲେ। ସ୍ଥାନୀୟ ଲୋକଙ୍କର ଦାବି ମୁତାବକ ମୁଖ୍ୟମନ୍ତ୍ରୀ ସେମାନଙ୍କ […]
ବାସ୍ତବ ବ୍ୟୁରୋ: ଆଜି ୨ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ। ରାଷ୍ଟ୍ରପତି ଦିନ ପ୍ରାୟ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ମଧ୍ୟାହ୍ନ ଗୋଟାଏ ୫ ମିନିଟରେ ସେ ରାଜଭବନରେ ଭୋଜନ କରିବେ। ଅପରାହ୍ନରେ ରମାଦେବୀ ମହିଳା […]
ବାସ୍ତବବ୍ୟୁରୋ(ଅନୁଗୁଳ): ଅନୁଗୁଳସ୍ଥିତ ନାଲକୋ ସ୍ମେଲ୍ଟର ଏଵଂ ପାୱାର କମ୍ପ୍ଲେକ୍ସର ଅଫିସର ସଙ୍ଘର ବାର୍ଷିକ ସାଧାରଣ ବୈଠକ (AGM) ତଥା ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ସଭାରେ ସଭାପତିତ୍ବ କରିଥିଲେ ସଂଘର ସଭାପତି ପ୍ରସନ୍ନ କୁମାର ମଲ୍ଲିକ।ସାଧାରଣ ସମ୍ପାଦକ ନଳିନୀକାନ୍ତ ପଣ୍ଡା ବାର୍ଷିକ ବିବରଣୀ ପାଠ କରିଥିବାବେଳେ,ସଂଘର କୋଷାଧ୍ୟକ୍ଷ ଗୌତମ କୁମାର ନାୟକ ସଂଘର ଆୟବ୍ୟୟର ହିସାବ ପ୍ରଦାନ କରିଥିଲେ । ଏହି ବୈଠକରେ ସଂଘର କାର୍ଯ୍ୟନିର୍ବାହୀ ସମିତିର […]
ନିହାର ପରିଡା(କେନ୍ଦ୍ରାପଡ଼ା): ୦୮-୦୨-୨୩-କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଜଳସମ୍ପଦ ବିଭାଗ ତରଫରୁ ଛତା ସ୍ଥିତ ସହକାରୀ ନିର୍ବାହୀଯନ୍ତ୍ରୀ ଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଏଜିଏମ ଅଶୋକ କୁ ଆଚାର୍ଯ୍ୟ,ଜିଲ୍ଲା ପରିଷଦ ଅଧକ୍ଷା ଗୀତାଞ୍ଜଳୀ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ, ଜଳସେଚନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଉମେଶ ଚନ୍ଦ୍ର ସେଠୀ ଓ ଜଳସେଚନ ୨ […]
ନିହାର ପରିଡା(କେନ୍ଦ୍ରାପଡା):୦୮/୦୨ଉତ୍କଳ ଭାରତୀ ଡକ୍ଟର କୁନ୍ତଳା କୁମାରୀ ସାବତଙ୍କ ୧୨୨ ତମ ଜୟନ୍ତୀ କେନ୍ଦ୍ରାପଡା ସହରର ଅର୍ବାନ୍ ବ୍ୟାଙ୍କ ପାର୍ଶ୍ଵ ପ୍ରତିମୂର୍ତ୍ତି ସ୍ଥଳରେ ପାଳିତ ହୋଇ ଯାଇଛି। କୁନ୍ତଳା କୁମାରୀ ସାବତ ପ୍ରତିଭା ପୂଜା ସମିତିର ସଭାପତି ଆଡଭୋକେଟ କୁଞ୍ଜବିହାରୀ ପରିଡ଼ା ଙ୍କ ଅଧ୍ୟକ୍ଷତାରେ ତଥା ରାଜଶ୍ରୀ ଓ ଉତ୍କଳ ଭାରତୀର ସମ୍ପାଦକ ଆଶୁକବି ହେମନ୍ତ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ବିଶିଷ୍ଟ ଜନନାୟକ ବିଜୟ କୁମାର ମହାପାତ୍ର […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି) ୦୮/୦୨/୨୦୨୩-ଚାନ୍ଦବାଲି ଉପଖଣ୍ଡ ପୋଲିସ କାର୍ଯ୍ୟାଳୟ ଅଧୀନରେ ଥିବା ୬ଟି ଥାନା ଓ ୩ଟିଫାଣ୍ଡି ଏବେ ଚୋରା କୋଇଲା କାରବାର ପେଣ୍ଠ ସ୍ଥଳୀ ପାଲଟିଛି, ପ୍ରତିଦିନ ଧାମରା ରେଳ ପଥରୁ ଚୋରା କୋଇଲା ମାଫିଆ ମାନେ ପିକପ ଭ୍ୟାନ ଓ ଟ୍ରକ ମାଧ୍ୟ୍ୟମରେ ଅବାଧରେ କାରବାର କରୁଛନ୍ତି, ଏକଥା ଯେ ପୋଲିସ ନଜରରେ ନାହିଁ ତା ତାହା କହିବା ନିରର୍ଥକ, ସବୁ ମିଲି ଭଗତରେ ଆରମ୍ଭ ହୋଇଛି l […]
ବାସ୍ତବବ୍ୟୁରୋ(ନୟାଗଡ): ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ସ୍ଥିତ ମଧୁବନ ମିନି ଷ୍ଟାଡିୟମ ଠାରେ ୪ର୍ଥ ରାଜ୍ୟ ସ୍ତରୀୟ ମହେନ୍ଦ୍ର ସ୍ଵାଇଁ ମେମୋରିଆଲ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇ ଯାଇଛି। ଖଣ୍ଡପଡା ସ୍ପୋର୍ଟସ ଏକାଡେମୀ ଆନୁକୂଲ୍ୟରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବିଶିଷ୍ଟ ସମାଜସେବୀ ତଥା ଯୁବନେତା ଇଂ ଦୁଷ୍ମନ୍ତ କୁମାର ସ୍ଵାଇଁ ଅଧ୍ୟକ୍ଷତା କରିଥିଲେ। ନୟାଗଡ଼ ଡି ଏଫ ଓ କ୍ଷମା ଷଢଙ୍ଗୀ ମୁଖ୍ୟ ଅତିଥି, ରାଜ୍ୟ କ୍ରୀଡା ବିଭାଗର ବରିଷ୍ଠ […]


