ଜୟନ୍ତ ଶତପଥୀ(ଡେରାବିଶ): ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଦାନପୁର ପଞ୍ଚାୟତ ଭାଗବତ ପୁର ଗ୍ରାମ ରେ ଟ୍ରାକ୍ଟର ମାଟି ନେଇ ନାଳ ବନ୍ଧ କଚା ରାସ୍ତା ରେ ଯାଉଥିବା ବେଳେ ମାଟି ଧସେଇ ଯିବାରୁ ଟ୍ରାକ୍ଟରଟି ଓଲଟି ପଡିଥିଲା ।ଗାଡି ନାଳ କୁ ଛିଟିକି ପଡିବାରୁ ଗାଡି ତଳେ ଚାପି ହୋଇ ଡ୍ରାଇଭର ମନୋଜ କୁମାର ନାୟକ ଙ୍କ ମୃତୁ ହୋଇଥିବାବେଳେ,ଗାଡି ରେ ଥିବା ହେଲଫର ଗୁରୁତର ହୋଇଛି । ଡ୍ରାଇଭର […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଆସନ୍ତା ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ […]
ବାସ୍ତବ ବ୍ୟୁରୋ: ମେ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ […]
ନୂଆଦିଲ୍ଲୀ: ଉଦଘାଟନ ହେବ ନୂତନ ସଂସଦ ଭବନ ।ବିରୋଧୀଙ୍କ ଆପତ୍ତି ଅଭିଯୋଗ ମଧ୍ୟରେ ସ୍ଥିର ହେଲା ତାରିଖ । ଆସନ୍ତା ମେ’ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ନୂତନ ସଂସଦ ଭବନକୁ ଆନୁଷ୍ଠାନିକ ଭାବେ ଉଦଘାଟନ ହେବ। ଏସଂପର୍କରେ ସଂସଦ ସଚିବାଳୟ ପକ୍ଷରୁ ଦିଆଯାଇଥିବା ସରକାରୀ ନିମନ୍ତ୍ରଣପତ୍ରରୁ ଜଣାପଡିଛି ଯେ ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଉଦାଘାଟନୀ ସମାରୋହରେ ଯୋଗଦେଇ ନୂତନ […]
ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର): ଭଞ୍ଜନଗର ମା ଠାକୁରାଣୀଙ୍କ ଐତିହାସିକ ଯାତ୍ରା ୨୧ ଦିନ ବ୍ୟାପି ଯାତ୍ରା ର ଶେଷ ଦିନ ଆଜି।୨୧ ଦିନ ମଧ୍ୟରେ ମା ଭଞ୍ଜନଗର ବିଭିନ୍ନ ସାହି ବୁଲି ଭକ୍ତଙ୍କ ପୂଜା ପାଇଥିଲେ।ପ୍ରତ୍ୟକଦିନ ବହୁ ପଟୁଆର ସବୁ ବାହାରି ନଗର ଭ୍ରମଣ ହୋଇଥିଲା। ସହରର ବିଭିନ୍ନ ଜାଗାରେ ମିନା ବଜାର, ଦୋଳି, ଅପେରା ସବୁ ହୋଇଥିଲା ।ଭଞ୍ଜନଗର ସହର ର ପାଖେ ପାଖି ଗ୍ରାମ ମାନଙ୍କରୁ ଜନସମାଗମ ହୋଇ […]
ବାସ୍ତବ ବ୍ୟୁରୋ: ଆଜି କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଟପ୍-୪ରେ ୪ଜଣ ଯୁବତୀ ଥିବା ଦେଖାଯାଇଛି। ଈଶିତା କିଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ଅନ୍ତିମ […]
ପ୍ରମୋଦ ନାୟକ(ଭୁବନେଶ୍ବର): ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଲେ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି | ଏହି ସମୟରେ ଲୋକସେବା […]
ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି । ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି […]
ମନୋଜ ମହାନ୍ତି(ଭୁବନେଶ୍ବର): ସବୁ କଳ୍ପନା ଜଳ୍ପନାର ଅନ୍ତ, କାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।ହେଲେ ନୂଆ ମନ୍ତ୍ରୀମାନଙ୍କ ନାମ ଏଯାଏ ଅସ୍ପଷ୍ଟ । ଆସନ୍ତାକାଲି ଠିକ୍ ସକାଳ ୯ଟା ୫୦ମିନିଟ୍ ରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ।ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ […]


