ବରଗଡ଼୧୭/୦୯(ନବୀନ କୁମାର ଦାଶ):ରକ୍ତାଭାବ କୁ କିଛି କାଂଶ ରେ ଦୂର କରିବା ପାଇଁ ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ନିଷ୍ଠା ପରିବାର ତରଫ ରୁ ଗୋଟିଏ ଦିନ ରେ ଦୁଇଟି ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆଁଗଡ ସାହୁ ଇଟା ଭାଟି ଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର କୁ ଖଣ୍ଡହଥା ଗ୍ରାମ […]
ରାଜ୍ୟ
ସଂଜୟ ଶତପଥୀ(କଟକ):ଓଡ଼ିଶା ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଓଡ଼ିଶା ଉତ୍କଳ ବାହିନୀ ପକ୍ଷରୁ କଟକର ମର୍କତ ନଗରସ୍ଥିତ କାର୍ଯ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠାନ ର ଆବାହକ ଶ୍ରୀ ପୂଣ୍ୟଶ୍ଲୋକ ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଥମ ପର୍ଯ୍ୟାୟରେ ଭାରତର ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି ଙ୍କ ୭୫ ତମ ଜନ୍ମଜୟନ୍ତୀ ପାଳନ ଅବସରରେ ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘ ନିରାମୟ […]
ବରଗଡ଼୧୭/୦୯(ନବୀନ କୁମାର ଦାଶ):ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୫ତମ ଜନ୍ମ ଦିବସ ଉପ ଲକ୍ଷେ ସାରା ରାଜ୍ଯରେ ଆୟୋ ଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ରାଜ୍ଯର ସମସ୍ତ ଗ୍ରାମରେ ଲୋକେ ଏହି ଅଭିଯାନରେ ସାମିଲ ହୋଇ ଜନ୍ମଦାତ୍ରୀ ମା’ ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ଗଛ ଲଗାଇ ଭବିଷ୍ୟତ ପିଢ଼ି […]
ଶିକ୍ଷକ ମାନଙ୍କ ଗଣ୍ଡଗୋଳ କୁ ନେଇ ପାଠପଢା ରୁ ବଞ୍ଚିତ ଛାତ୍ରଛାତ୍ରୀ ପ୍ରତିଶ୍ରୁତି ପରେ ଧାରଣା ରୁ ଓହରିଲେ ବରଗଡ଼ ୧୬.୦୯.୨୦୨୫(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁମେଲ୍ ସିଂହା ପଞ୍ଚାୟତ ଅଧିନରେ ଥିବା ଦଧିବାମନ ଉଚ୍ଚ ବିଦ୍ୟାଳୟ ରେ ଦୀର୍ଘ ମାସ ହେଲା ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଙ୍କ ସହ ଶିକ୍ଷକ ମାନଙ୍କ ମନ ମତାନ୍ତର ହେବା ଯୋଗୁଁ ଛାତ୍ରଛାତ୍ରୀ ଙ୍କ ପାଠପଢା ବାଧାପ୍ରାପ୍ତ […]
ବାସ୍ତବ ବ୍ୟୁରୋ : କଥାକାର ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର । ୨୦୨୩ ମସିହାରେ ଟାଇମପାସ୍ ପ୍ରକାଶନୀ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ସଂକଳନ ‘ମ୍ୟାଟିନି ସୋ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟ ସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ସାତ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ । ଶ୍ରେଷ୍ଠ ସାହିତ୍ୟ […]
ବରଗଡ଼୧୫/୦୯(ଅତାବିରା):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]
ବରଗଡ଼୧୫/୦୯(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ମୂଳାଷ୍ଟମୀଠାରୁ ମାଁ ମାହେଶ୍ୱରୀଙ୍କର ଶାରଦୀୟ ଷୋଡଶ ଦିନାତ୍ମକପୂଜା ଆରମ୍ଭ ହୋଇଯାଇଛି। ପଣ୍ଡିତ ଶଶିଭୂଷଣ ଶତପଥି ବ୍ରହ୍ମା ବରଣ ହୋଇ ମନ୍ଦିରରେ ସଂକଳ୍ପ ବିଧି ପୂଜା କରିଥିଲେ।ରବିବାର ବିଳମ୍ବିତ ରାତ୍ରୀରେ ମନ୍ଦିରର ପୂଜକ ସନ୍ତୋଷ ମହାକୁର ପୂଜାର୍ଚ୍ଚନା କରିବା ପରେ ମାଙ୍କ ପ୍ରତୀକ ଶାଳକା ବାଡି଼କୁ ଛତ୍ର ବୈରଗ ସହ ଘଣ୍ଟ ଶଙ୍ଖ ଓ […]
ବରଗଡ଼/ଝାରବନ୍ଧ୧୧/୦୯(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଜଗଦଲପୁର ରାସ୍ତା ଖାଲ ଖମାରେ ଭର୍ତ୍ତି ହୋଇ ମରଣଯନ୍ତା ରେ ପରିଣତ ହୋଇଛି।ଏହି ରାସ୍ତାରେ ନିଇତି ହଜାର ହଜାର ସଂଖ୍ୟାରେ ଗାଡ଼ି ମଟର ସହ ଲୋକ,ସ୍କୁଲ କଲେଜ ଛାତ୍ରଛାତ୍ରୀ ଯିବାଆସିବା କରି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେବଳ ସେତିକି ନୁହେଁ ଡଭା ରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର,ରାଜସ୍ୱ କାର୍ଯ୍ୟାଳୟ,ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ପ୍ୟାକ୍ସ,ବ୍ୟାଙ୍କ ତଥା […]
ବରଗଡ଼୧୧/୦୯(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେମଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନାଗ ପାଲି ଗ୍ରାମର ମୁଖ୍ୟ ରାସ୍ତା ଏବେ ଖାଲ ଖମା ରେ ଭର୍ତ୍ତି,ଏ ରାସ୍ତା ନାଗପାଲି ଗ୍ରାମରୁ ବାହାରି ପପଙ୍ଗା କେନାଲ ବ୍ରିଜ ପର୍ଯ୍ୟନ୍ତ ଯାଇଛି। ଏ ରାସ୍ତା ଉପରେ ମୁଖ୍ୟତଃ ନଗପାଲି,ମହୁଲପାଲି ଓ ଟିକ୍ରାପଡ଼ା ନିର୍ଭର କରନ୍ତି,ଏ ରାସ୍ତା ଦେଇ ପ୍ରତିଦିନ ସ୍କୁଲ/ ଅଙ୍ଗନୱାଡ଼ି ଛୁଆ,ଗ୍ରାମର ଲୋକମାନେ ଯିବା ଆସିବା କରନ୍ତି ଓ […]
ବରଗଡ଼/ଝାରବନ୍ଧ୧୦/୦୯(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ଅମଠି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ହକି ଚୟନ ପ୍ରକ୍ରିୟା ସମାପନ ହୋଇଯାଇଛି।ଉକ୍ତ ଚୟନ ପ୍ରକ୍ରିୟା ରେ ମୁଖ୍ୟ ଅତିଥି ଭାବେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶୁଭମ କୁମାର ପତି ଯୋଗଦାନ ଦେଇଥିଲେ ।କାର୍ଯ୍ୟକ୍ରମ ଆରମ୍ଭରେ ଶ୍ରୀଯୁକ୍ତ ପତି ଏବଂ ଅମଠି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡୋଳାମଣୀ […]


