ବାସ୍ତବ ବ୍ୟୁରୋ : କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]
ରାଜ୍ୟ
ସଂଜୟ ଶତପଥୀ(କଟକ): ଆନ୍ତର୍ଜାତିକ ଶ୍ରମିକ ଦିବସ କଟକ ର ବିଶିଷ୍ଟ ସମାଜସେବୀ ଅନୁଷ୍ଠାନ “ପ୍ରୟାସ” ପକ୍ଷରୁ କଟକ ର ସି.ଡି.ଏ ସେକ୍ଟର -୬ ସ୍ଥିତ କାର୍ଯ୍ୟାଳୟରେ ସଭାନେତ୍ରୀ ଶ୍ରୀମତୀ ଶୁଭାକାଂକ୍ଷୀ ନନ୍ଦ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରମିକ ଦିବସ ପାଳନ ମହାସମାରୋହରେ ମୂଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଦୈ।ରା ବିଚାରପତି ଶ୍ରୀ ବୈଶମ୍ପାୟନ କର, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ନ୍ଯାୟାଧୀଶ ଶ୍ରୀ […]
ନମୋଗୁରୁ ହୋତା(ସୁବର୍ଣ୍ଣପୁର): ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଛଅଗୋଟି ବ୍ଲକର ୪୩ଟି 5T ରୂପାନ୍ତରଣ ହାଇସ୍କୁଲର ଲୋକାର୍ପଣ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୧୧ଟି 5T ହାଇସ୍କୁଲ ଲୋକାର୍ପିତ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ଜିଲ୍ଲାର ବିଭିନ୍ନ ବ୍ଲକରେ ୪୧ଟି 5T ହାଇସ୍କୁଲ ରୂପାନ୍ତରଣର ଲୋକାର୍ପଣ ହୋଇସାରିଛି । ଗୁରୁବାର ମୁଖ୍ୟମନ୍ତ୍ରୀ ଭିଡିଓ କନଫରେସିଂ ଜରିଆରେ ସୋନପୁର ବ୍ଲକ ସାଗରପାଲି […]
ବାସ୍ତବ ବ୍ୟୁରୋ: ଆସନ୍ତା ୬ ତାରିଖରେ ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଏସଂପର୍କରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସସୂଚନା ଦେଇ କହିଛନ୍ତି, ଏହି ଘୂର୍ଣ୍ଣିବଳୟଟି ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। […]
ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଚାନ୍ଦୋଳ ଗ୍ରାମରେ, ପ୍ରଭୁ ଶ୍ରୀ ନୃସିଂହ ଠାକୁରଙ୍କ ଜନ୍ମ ଉତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି । ପ୍ରତ୍ୟୁଷରୁ ପ୍ରଭୁଙ୍କର ସ୍ନାନ, ମଙ୍ଗଳ ଆଳତୀ, ଧୂପ, ଦୀପ ଓ ନୈବିଦ୍ୟ ଲାଗି ହୋଇଥିଲା, ପରେ ଠାକୁରଙ୍କ ଜନ୍ମ ଉତ୍ସବ ଓ ହୋମ ଯଂଜ୍ଞ, ରୀତି, ନୀତି ଅନୁସାରେ ପୁରୋହିତ ଙ୍କ ଦ୍ୱାରା ସମାପନ ହୋଇଥିଲା।ନିକଟସ୍ଥ ଦଶଗୋଟି ପଞ୍ଚାୟତ ରେ ନୃସିଂହ […]
ବାସ୍ତବ ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସଚିବାଳୟ ତରଫରୁ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି କି, ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ । ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ମୁର୍ମୁ ପାଲାମ ବିମାନ ବନ୍ଦରରୁ ଭାରତୀୟ ବାୟୁସେନା ବିମାନରେ […]
ବାସ୍ତବ ବ୍ୟୁରୋ: ଆଜି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେ’୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୭ ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଆଇଏମଡି ଡିଜିଙ୍କ ସୂଚନା ଅନୁସାରେ, ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଅବପାତର ରୂପ ନେବା […]
ଜୟନ୍ତ ଶତପଥୀ(ଡେରାବିଶ): ଲୋକଙ୍କ ପାଖରେ ସବୁ ପ୍ରକାର ସୁବିଧା ପହଞ୍ଚିବା ଲକ୍ଷରେ ପ୍ରଶାସନ ପ୍ରତି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ଆୟୋଜକ କରୁଅଛି, ଅସହାୟ, ବୃଦ୍ଧ, ବୃଦ୍ଧା ମାନେ ପଇସା ଓ ବୟାସଧିକ ହେତୁ ବ୍ଲକ ପର୍ଯ୍ୟନ୍ତ ଯାଇ ପାରନ୍ତି ନାହିଁ ତେଣୁ ଏହି କାର୍ଯ୍ୟକ୍ରମ ଦ୍ୱାରା ସୁଫଳ ପାଇ ପାରୁଛନ୍ତି । ଏହି କାର୍ଯ୍ୟକ୍ରମରେ, ସମୁଦାୟ ଅଣା ଅଶି ଜଣ ଅଭିଯୋଗକାରୀ ଆବେଦନ କରିଥିଲେ, ସର୍ବାଧିକ ଅଭିଯୋଗ ପ୍ରଧାନମନ୍ତ୍ରୀ […]
ବାସ୍ତବ ବ୍ୟୁରୋ: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପାଗ ମେଘୁଆ ରହିବା ସହ ବିଭିନ୍ନ […]


