ନୂଆଦିଲ୍ଲୀ: BSNLଏୟାରଟେଲ ଓ ଜିଓ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବ: ସରକାରୀ ଟେଲିକମ୍ କମ୍ପାନୀ BSNL ଏପ୍ରିଲ୍ ୨୦୨୪ ସୁଦ୍ଧା 5G ସେବା ଆରମ୍ଭ କରିବ |ଏୟାରଟେଲ ଏବଂ ଜିଓ ପରେ ବର୍ତ୍ତମାନ ସରକାରୀ ଟେଲିକମ୍ କମ୍ପାନୀ ‘ଭାରତ ସଞ୍ଚାର ନିଗମ ଲିମିଟେଡ୍’ (ବିଏସ୍ଏନ୍ଏଲ୍) ମଧ୍ୟ ଏହାର 5G ସେବା ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ କେନ୍ଦ୍ର ଆଇଟି ଏବଂ ଟେଲିକମ୍ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୮-୧-୨୦୨୨:ଭଦ୍ରକ ଜିଲ୍ଲା ସତ୍ୟସାଇ ସେବା ସଂଗଠନ ଆହାନରେ ଚାନ୍ଦବାଲିରେ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ଚାନ୍ଦବାଲି ଏନ ଏସି ସତ୍ୟସାଇ ସେବା ସଂଗଠନ ଆଶ୍ରମ ପରିସରରେ ଶୀତ କାଳିନ ସ୍ବତନ୍ତ୍ର ପ୍ରେମ ସଂଜୀବନୀ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ରକ୍ତଦାନ ଶିବିରରେ ଚାନ୍ଦବାଲି ସତ୍ୟସାଇ ସେବା ସଂଗଠନର ଆବାହକ ରବିନ୍ଦ୍ର ଭୋଳଙ୍କ ସହିତ ଭଦ୍ରକ ବ୍ଲଡ ବ୍ୟାଙ୍କର ଡ଼ାକ୍ତର ଶରତ ଆଚାର୍ଯ୍ୟ ଯୋଗ ଦେଇ […]

ବାସ୍ତବ ବ୍ୟୁରୋ: ଜାଡରେ ଥରୁଛି ଓଡ଼ିଶା । ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଆଜି ୧୦ ଡିଗ୍ରି ତଳେ ଓଡ଼ିଶାର ୨୧ ସହର ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେମିଳିଗୁଡ଼ା ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ବୋଲି ଜଣାଯାଇଛି। ସେମିଳିଗୁଡ଼ାରେ ୨ ଡିଗ୍ରି ତାପମାନ ରେକର୍ଡ ହୋଇଛି। ଝାରସୁଗୁଡ଼ାଠାରେ ତାପମାତ୍ରା ୬.୬ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି […]

ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା, ଆଉ ଦୁଇଦିନ ଥଣ୍ଡାରେ ଥରିବ ଓଡିଶା । ୨/୩ ଦିନ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି କମିବ। ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଆସନ୍ତାକାଲି(ରବିବାର) ସକାଳ ସାଢ଼େ ୮ଟା ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ଯାଏ ଝାରସୁଗୁଡ଼ା, […]

ବାସ୍ତବ ବ୍ୟୁରୋ: ଜାନୁଆରୀ ୧୧ ତାରିଖ ମଧ୍ୟରାତ୍ରୀରୁ ରାଜ୍ୟବ୍ୟାପୀ ଟ୍ରକ୍ ଧର୍ମଘଟ ଡାକରା ଦେଇଛି ରାଜ୍ୟ ଟ୍ରକ୍ ମାଲିକ ସଂଘ। ଆଜି(ଶୁକ୍ରବାର) କଟକ ଜିଲ୍ଲାର ଖୁଣ୍ଟୁଣୀ ଟ୍ରକ୍ ମାଲିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଟ୍ରକ୍ ମାଲିକ ସଂଘ ସଭାପତି ବିଭୂତି ପ୍ରସାଦ ଦାସ ଏହି ସୂଚନା ଦେଇଛନ୍ତି। ଶ୍ରୀ ଦାସ କହିଛନ୍ତି, “୧୫ ବର୍ଷ ଅତିକ୍ରମ କରି ସାରିଥିବା ଗାଡ଼ି ଗୁଡ଼ିକୁ ରାସ୍ତାରୁ ହଟାଇବାକୁ ସରକାର […]

ସଂଜୟ ଶତପଥୀ(କଟକ): ଆଜି କେନ୍ଦ୍ରୀୟ ଭାଜପା ସଂଗଠନର ନିଷ୍ପତି ଅନୁଯାୟୀ ତୃଣ ମୂଳ ସଂଗଠନ ମଜଭୁତ କରିବା ପାଇଁ ସମସ୍ତ ମନ୍ତ୍ରୀ, ପଦାଧିକାରୀ ଙ୍କ କାର୍ଯ୍ୟକ୍ରମ ଅବସରରେ କଟକ ନଗର ଭାଜପା ଶାଖାର ବାରବାଟି ଓ ମହାନଦୀ ମଣ୍ଡଳର ପାଳକ ଦାୟିତ୍ୱ ନେଇ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହୋଦୟ ଥୋରିଆ ସାହି ସ୍ଥିତ ମୋହନ ମଣ୍ଡପରେ ଦୁଇଟି ଅଲଗା ବୈଠକ ନେଇଥିଲେ। କଟକ ନଗର ସଭାପତି […]

ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ଆରମ୍ଭ କରି ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ। ଆଜି(ଗୁରୁବାର) ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି। ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ […]

ବାସ୍ତବ ବ୍ୟୁରୋ: ସ୍ବାସ୍ଥ୍ୟ ସେବାର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାନୁଯାୟୀ, କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞଳି […]

ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି କି ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ୩ରୁ ୫ ଡ଼ିଗ୍ରୀ ତଳକୁ ଖସିବ। ତେଣୁ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି। ସାମୁଦ୍ରିକ ବାୟୁର ପ୍ରଭାବରେ ଆଜି ରାତି ଓ କାଲି ସକାଳେ ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ ୪ ତାରିଖ ସକାଳେ କଳାହାଣ୍ଡି, […]

ବାସ୍ତବ ବ୍ୟୁରୋ: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଆଉ ବର୍ଷେ ମିଳିବ ମାଗଣା ଚାଉଳ । ୨୦୨୩ ଜାନୁଆରି ଠାରୁ ଡିସେମ୍ବର ଯାଏଁ ଏହି ମାଗଣା ଚାଉଳ ମିଳିବ। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିପିଏଲ୍‌ ପରିବାରରେ ରହୁଥିବା ବ୍ୟକ୍ତିମାନଙ୍କୁ ରାଜ୍ୟ ସରକାର ମାସକୁ ୫ କିଲୋ ଲେଖାଏଁ ଚାଉଳ ଯୋଗାଇଦେବେ। ମାସିକ ମୁଣ୍ଡପିଛା ମିଳିବ ୫କିଲେ ଚାଉଳ ମିଳିବ। ଏଥି ପାଇଁ […]

Pin It on Pinterest