ବାସ୍ତବବ୍ୟୁରୋ(କୋରାପୁଟ):ଶୁକ୍ରବାର ଭୋର ୫.୫ ମିନିଟରେ କୋରାପୁଟ ଜିଲ୍ଲାର ନାରାୟଣପାଟଣା ଓ ଲକ୍ଷ୍ମୀପୁରରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ହଠାତ ଭୋରରେ ଲୋକେ ଉଠିଥିବାବେଳେ ଝରକା ଓ ଆସବାବପତ୍ର ଗୁଡିକ ଆପେ ଆପେ ଦୋହଲିବାରେ ଲାଗିଥିଲା। ଲୋକେ ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ। ପରେ ଏହା ଭୂକମ୍ପ ବୋଲି ଜଣାପଡିଥିଲା। ତେବେ ଜଗଦଳପୁରଠାରୁ ୧୨୯ କିମି ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବାବେଳେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ଥିବା […]
ରାଜ୍ୟ
ସଂଜୟ ଶତପଥୀ(କଟକ) :ପୁଣି ଓଲିଉଡ ପାଇଁ ଏକ ଦୁଃଖଦ ଖବର,ଓଡିଆ କଳାଜଗତରେ ଆଉ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା । ଲୋକପ୍ରିୟ ଯୁବ ଅଭିନେତା ପିଣ୍ଟୁ ନନ୍ଦ ଆଉ ନାହାଁନ୍ତି । ସେ ବୁଧବାର ରାତିରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ପିଣ୍ଟୁଙ୍କର ରାତି ପ୍ରାୟ ୧୧ଟା ୨୫ ସମୟରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ଲିଭର ସିରୋସିସ୍ରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କର […]
ମନୋଜ ମହାନ୍ତି(ଭୁବନେଶ୍ୱର): ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ (ବିଏସ୍ସିଏଲ୍)ର ଠିକାସଂସ୍ଥାକୁ ଅହେତୁକ ଅନୁକମ୍ପା। ବହୁତଳ କାର୍ ପାର୍କିଂରେ ବେପାର ହେଉନି। ଯେଉଁ ପରିମାଣରେ ପାର୍କିଂ ହେବା ଆଶା କରାଯାଉଥିଲା, ସେହି ପରିମାଣରେ ହେଉନାହିଁ। ଏଭଳି କାରଣ ଦେଖାଇ ଦୁଇ ଠିକାସଂସ୍ଥାକୁ ମାସକୁ ୮ଲକ୍ଷରୁ ଅଧିକ ହିସାବରେ ୫ ମାସର ୩୦ଲକ୍ଷ ଟଙ୍କାରୁ ଅଧିକ ପରିମାଣର ଦେୟ ଛାଡ଼ି ଦେବାକୁ ଚକ୍ରାନ୍ତ ଚାଲିଛି । ବେପାର ହେଉ ନଥିବାରୁ ଧାର୍ଯ୍ୟ ଦେୟ […]
ପୁରୁଷୋତ୍ତମ ମହାପାତ୍ର(ଭଞ୍ଜନଗର): ଦିର୍ଘ ୬ବର୍ଷ ପରେ ପୁଣିଥରେ ଭଞ୍ଜନଗର ସହରରେ ଚଳିତ ବର୍ଷ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି।କରୋନା କଟକଣା ସକାଶେ ଗତ ଥର ଯାତ୍ରା ବନ୍ଦ ରହିଥିଲା। ହେଲେ ଏହି ବର୍ଷ ଯାତ୍ରାକୁ ଶାନ୍ତି ଶୃଙ୍ଖଳା, ଅଧିକ ଆକର୍ଷଣୀୟ ଓ ଧୂମ୍ ଧାମ ସହକାରେ ପାଳନ କରିବା ପାଇଁ ଯାତ୍ରା କମିଟି ପକ୍ଷରୁ ସ୍ଥାନୀୟ ରଘୁନାଥ ମନ୍ଦିର ପ୍ରାଙ୍ଗଣରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ […]
ବାସ୍ତବ ବ୍ୟୁରୋ: ସକାଳ ୭ ଟାରୁ ଆରମ୍ଭ ହୋଇଥିବା ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସନ୍ଧ୍ୟା ୫ ଟାରେ ଶେଷ ହୋଇଥିଲା। କେତେକ ବୁଥରେ ଗୁଳି ବିନିମୟ ଓ ପଥର ଫିଙ୍ଗା ଘଟଣା ଘଟିଥିବା ବେଳେ ବାକି ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଚାଲିଥିଲା। ଅପରାହ୍ନ ୫ ଟା ପର୍ଯ୍ୟନ୍ତ ମେଘାଳୟରେ ୭୪.୩୨% ଏବଂ ନାଗାଲାଣ୍ଡରେ ୮୩.୩୬% ଭୋଟିଂ ହୋଇଛି । ବିଧାନସଭାରେ ଉଭୟ ରାଜ୍ୟରେ […]
ପ୍ରମୋଦନାୟକ(ଭୁବନେଶ୍ବର): ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ କୁମାର ଜେନା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଦୀପ ଜେନା ଆସନ୍ତା ମାର୍ଚ୍ଚ ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିବେ। ସେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଦାୟିତ୍ବ ତୁଲାଇବେ। ସେପଟେ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। […]
ତ୍ରିନାଥବାରିକ(ସାକ୍ଷୀଗୋପାଳ): ଆଜି (ରବିବାର) ରୋଟାରୀ କ୍ଲବ ଅଫ ସ୍ମାର୍ଟ ସିଟି ପକ୍ଷରୁ ଏକ ରକ୍ତଦାନ ଶିବିର ସାକ୍ଷୀଗୋପାଳ ପାନ୍ଥନିବାସ ଠାରେ ଅନୁଷ୍ଠିତ ହୋଇଯାଇଛି। ସତ୍ୟବାଦୀ ମହୋତ୍ସବ କମିଟିର ସଦସ୍ୟ ମାନଙ୍କ ପ୍ରତ୍ୟକ୍ଷ ସହଯୋଗ ଏବଂ ସ୍ଥାନୀୟ ଯୁବକ ଯୁବତୀ ମାନଙ୍କ ଆଗ୍ରହ, ଉତ୍ସାହ ଦ୍ୱାରା ପାଖାପାଖି ୫୫ ୟୁନିଟ ରକ୍ତ ସଂଗ୍ରହ ହୋଇପାରିଛି। ରୋଟାରୀ ଡିଜିଏନ ଯଜ୍ଞାଶିଷ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ କହିଛନ୍ତି ଯେ, […]
ରାକେଶେ ମହାନ୍ତି(କେନ୍ଦ୍ରାପଡ଼ା): ନ୍ଦ୍ରାପଡ଼ାର ବଡ଼ହାଟ ସ୍ଥିତ ସ୍ବର୍ଗତ ସୁନିଲ କୁମାର ବୋଷ ଙ୍କ ପତ୍ନୀ ସ୍ବେଛାସେବୀ ଜ୍ୟୋତ୍ସ୍ନା ବୋଷ ଙ୍କ ୨୪/୦୨/୦୨୩ ତାରିଖ ଶୁକ୍ରବାର ଦିନ ମୃତ୍ୟୁ ହେବାପରେ ତାଙ୍କର ଶରୀର ଦାନର ସ୍ବୀକାରୋକ୍ତି ଅନୁଯାୟୀ ମର ଶରୀରକୁ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜକୁ ଦାନ କରାଯାଇଛି । ଏହି ମହତ ଦାନ ଦ୍ୱାରା ଅନେକ ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କର ପାଠପଢା ଓ ମାନବ ସମାଜ ର ଉତ୍ତମ […]
ସଂଜୟ ଶତପଥୀ(କଟକ): ଚଳିତ ମାସରେ ଜାମ୍ମୁକାଶ୍ମୀର ଠାରେ ଅନୁଷ୍ଠିତ ହୋଇଥିବା ସ୍କୋଏ ମାର୍ଶାଲ ଆର୍ଟ ଓ ସିପକ୍ ଟାକରୋ ପ୍ରତିଯୋଗିତାରେ କଟକର ଅନ୍ୟତମ ଅଗ୍ରଣୀ ସରକାରୀ ଶିକ୍ଷାନୁଷ୍ଠାନ ସୟଦ୍ ସେମିନାରୀ ସ୍କୁଲ ର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରି ଦ୍ବିତୀୟ ସ୍ଥାନ ଅଧିକାର କରିବା ସହ ରନର୍ସ ଅପ୍ ଟ୍ରଫି ହାସଲ କରିଛନ୍ତି। ଜାତୀୟସ୍ତରରେ ଓଡ଼ିଶାର ସମ୍ମାନ ବୃଦ୍ଧି କରିଥୂବା ଏହି ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯିବା ପରିପ୍ରେକ୍ଷୀରେ ସୟଦ୍ ସେମିନାରୀ ସ୍କୁଲ […]
ବାସ୍ତବ ବ୍ୟୁରୋ:ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଦିନ ମୋଟ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଆସନ୍ତୁ ଜାଣିବା କେଉଁ ବିଭାଗକୁ କେତେ ଟଙ୍କାର ବ୍ୟୟବରାଦ କରାଯାଇଛି । ସଡ଼କ, ପୋଲ, ରେଳପଥ ଆଦି ଭିତ୍ତିଭୂମି ପାଇଁ ୧୯୪୫୨ କୋଟି ଟଙ୍କା, ସହରାଞ୍ଚଳ ବିକାଶ ପାଇଁ ୭୯୧୪ କୋଟି ଟଙ୍କା ଓ ମିଶନ ଶକ୍ତି, ମହିଳା ଓ ଶିଶୁ ବିକାଶ […]


