ସଂଜୟ ଶତପଥୀ(କଟକ): ଆଜି କେନ୍ଦ୍ରୀୟ ଭାଜପା ସଂଗଠନର ନିଷ୍ପତି ଅନୁଯାୟୀ ତୃଣ ମୂଳ ସଂଗଠନ ମଜଭୁତ କରିବା ପାଇଁ ସମସ୍ତ ମନ୍ତ୍ରୀ, ପଦାଧିକାରୀ ଙ୍କ କାର୍ଯ୍ୟକ୍ରମ ଅବସରରେ କଟକ ନଗର ଭାଜପା ଶାଖାର ବାରବାଟି ଓ ମହାନଦୀ ମଣ୍ଡଳର ପାଳକ ଦାୟିତ୍ୱ ନେଇ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହୋଦୟ ଥୋରିଆ ସାହି ସ୍ଥିତ ମୋହନ ମଣ୍ଡପରେ ଦୁଇଟି ଅଲଗା ବୈଠକ ନେଇଥିଲେ। କଟକ ନଗର ସଭାପତି […]

ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମାର୍ଚ୍ଚ ୧୦ରୁ ଆରମ୍ଭ କରି ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ। ଆଜି(ଗୁରୁବାର) ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବୋର୍ଡ ସଭାପତି। ଚଳିତ ବର୍ଷ ଦଶମ ଶ୍ରେଣୀ ସମେଟିଭ-୧ ପରୀକ୍ଷା ଶେଷ ହୋଇଯାଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇନି। ଆସନ୍ତା ୧୦ ଦିନ ଭିତରେ ସମେଟିଭ-୧ ପରୀକ୍ଷାର ଫଳ ବାହାରିବ । ଯେଉଁମାନେ ସମେଟିଭ-୧ ପରୀକ୍ଷା ଦେଇଛନ୍ତି ସେମାନେ […]

ବାସ୍ତବ ବ୍ୟୁରୋ: ସ୍ବାସ୍ଥ୍ୟ ସେବାର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଯୋଗାଇ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ପାଇଁ ୫ ଜଣ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାନୁଯାୟୀ, କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞଳି […]

ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି କି ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ୩ରୁ ୫ ଡ଼ିଗ୍ରୀ ତଳକୁ ଖସିବ। ତେଣୁ ଶୀତର ପ୍ରକୋପ ବଢିବାର ସମ୍ଭାବନା ରହିଛି। ସାମୁଦ୍ରିକ ବାୟୁର ପ୍ରଭାବରେ ଆଜି ରାତି ଓ କାଲି ସକାଳେ ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ ୪ ତାରିଖ ସକାଳେ କଳାହାଣ୍ଡି, […]

ବାସ୍ତବ ବ୍ୟୁରୋ: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଆଉ ବର୍ଷେ ମିଳିବ ମାଗଣା ଚାଉଳ । ୨୦୨୩ ଜାନୁଆରି ଠାରୁ ଡିସେମ୍ବର ଯାଏଁ ଏହି ମାଗଣା ଚାଉଳ ମିଳିବ। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିପିଏଲ୍‌ ପରିବାରରେ ରହୁଥିବା ବ୍ୟକ୍ତିମାନଙ୍କୁ ରାଜ୍ୟ ସରକାର ମାସକୁ ୫ କିଲୋ ଲେଖାଏଁ ଚାଉଳ ଯୋଗାଇଦେବେ। ମାସିକ ମୁଣ୍ଡପିଛା ମିଳିବ ୫କିଲେ ଚାଉଳ ମିଳିବ। ଏଥି ପାଇଁ […]

ନର୍ଲା(ସନ୍ତୋଷ ପାତ୍ର)୦୩/୦୧/୨୩:କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରେ ଜଣେ ସରକାରୀ ଯନ୍ତ୍ରୀ ବାସୁଦେବ ମହାରଣା ଦୀର୍ଘ ବର୍ଷ ଧରି ସରକାରୀ କାର୍ଯ୍ୟ ସମ୍ପାଦନ କରି ଆସୁଥିଲେ, ନିକଟରେ ତାଙ୍କୁ ,ରାଜ୍ୟ ସରକାର ଜଳ ସେଚନ ବିଭାଗ ପକ୍ଷରୁ ଚିଠି ନ-28744/WR ତା-04/01/22 ରେ ଝାରସୁଗୁଡ଼ା ଜିଲ୍ଲା ଲାଇକେରା କୁ ବଦଳି କରାଯାଇଛି।ହେଲେ ତାଙ୍କ ରିଲିଭର ଆସି ନ ଥିବାରୁ,ଜିଲ୍ଲାପାଳ କଳାହାଣ୍ଡି ରିଲିଫ କରି ନ ଥିବା ବିଭାଗ ପକ୍ଷରୁ ସୂଚନା […]

ପ୍ରଶାନ୍ତ ଦାସ(ବାଲେଶ୍ବର): ଆଇସିୟୁରେ ଭର୍ତ୍ତି ହେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଗତ ସପ୍ତାହେ ହେଲା ସାଂସଦ ଶ୍ରୀ ଷଡ଼ଙ୍ଗୀ ଜ୍ବରରେ ପଡ଼ିଥିଲେ। ଛାତିରେ ଯନ୍ତ୍ରଣା ଓ ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ଆଜି (ସୋମବାର) ଅପରାହ୍ନରେ ବାଲେଶ୍ବର ଜିଲ୍ଲା ବଡ଼ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ବରରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ତୀକ୍ଷିଣ ନଜର ରଖିଛନ୍ତି […]

ବାସ୍ତବବ୍ୟୁରୋ : ବିଶ୍ଵର ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ଦେଶ ବିଭିନ୍ନ ପ୍ରୟାସ ଜାରି ରଖିଛନ୍ତି | ଅନେକ ଜିନିଷ ଉପରେ ଶୂନ ଟ୍ୟାକ୍ସ କିମ୍ବା ବହୁତ କମ୍ ଟ୍ୟାକ୍ସ ଅଛି ଯାହା ଲୋକଙ୍କୁ ଆକର୍ଷିତ କରିଥାଏ | କିନ୍ତୁ ବର୍ତ୍ତମାନ ଦୁବାଇ ମଦ’ ଉପରେ ରହିଥିବା ୩୦ ପ୍ରତିଶତ ଟିକସ ଉଠାଇ ଦେଇଛି । କେବଳ ଏତିକି ନୁହେଁ, ଯେଉଁମାନେ ମଦ ଲାଇସେନ୍ସ ନେଉଥିଲେ […]

ନୂଆଦିଲ୍ଲୀ: ୨୦୧୬ ମସିହାରେ ମୋଦୀ ସରକାର ୧୦୦୦ ଟଙ୍କା ଏବଂ ୫୦୦ ଟଙ୍କିଆ ନୋଟ ବିମୁଦ୍ରୀକରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ସରକାରଙ୍କ ଏହି ପଦକ୍ଷେପକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସୋମବାର ଏହି ଆବେଦନ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ଏହାର ରାୟ ଦେଇପାରିବେ। ଜଷ୍ଟିସ୍ ଏସ୍ଏ.ନାଜିରଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ ଜାନୁଆରୀ ୨ ରେ ଏହି ମାମଲାର ଶୁଣାଣି କରିବାର ସମ୍ଭାବନା ରହିଛି। ସୋମବାର ସୁପ୍ରିମକୋର୍ଟର କାରଣ […]

ଭୁବନେଶ୍ୱର(ପ୍ରମୋଦ ନାୟକ): ସମସ୍ତେ ନୂଆ ବର୍ଷ ଅପେକ୍ଷାରେ ଆଜି ବିଦାୟ ନେବ ୨୦୨୨ । ସମସ୍ତଙ୍କର ଅପେକ୍ଷା ଜିରୋ ନାଇଟ୍ ସେଲିବ୍ରେଶନକୁ ।ସ୍ବାଗତ କରିବେ ୨୦୨୩(ନୂଆବର୍ଷ)କୁ। ନାଚ ଗୀତ ସାଙ୍ଗକୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ବିଭିନ୍ନ କ୍ଲବ୍ ଏବଂ ହୋଟେଲରେ ହେଉଛି ବଡ଼ ଆୟୋଜନ। ସହରର ବିଭିନ୍ନ କ୍ଲବ ଓ ହୋଟେଲରେ ସୁସ୍ୱାଦୁ ଖାଦ୍ୟପେୟର ବ୍ୟବସ୍ଥା ବି କରାଯାଇଛି। ଏହି ନୂଆବର୍ଷ ସେଲିବ୍ରେସନ ଭୁବନେଶ୍ୱରବାସୀ […]

Pin It on Pinterest