ଜୟନ୍ତଶତପଥୀ(କେନ୍ଦ୍ରାପଡ଼ା)୨୯/୧୧:ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିସରରେ ଥିବା ଯାତ୍ରୀ ନିବାସ କାର୍ଯ୍ୟାଳୟରେ ବଳଦେବଜୀଉ ପାଞ୍ଜି ପ୍ରକାଶନ କମିଟିର ଏକ ବୈଠକ ଇଣ୍ଟରନେସନାଲ ଏକାଡେମୀ ଅଫ୍ ଇଣ୍ଡିଆନ୍ ଷ୍ଟଡିଜ୍ , ଓଡ଼ିଶାର ଅଧ୍ୟକ୍ଷ ସାମ୍ବାଦିକ ଶ୍ରୀରାମ ଦାଶଙ୍କ ଆବାହକତ୍ଵ ଏବଂ ପଣ୍ଡିତ ସର୍ବେଶ୍ଵର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ବଳଦେବ ପାଞ୍ଜି ପ୍ରକାଶ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ଦେବୋତ୍ତର ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ […]

ବାସ୍ତବ ବ୍ୟୁରୋ: ଆଜି(ମଙ୍ଗଳବାର) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) କରିଛି ଏକ ବଡ଼ ଘୋଷଣା । ଘୋଷଣା ଅନୁଯାୟୀ, ଡିସେମ୍ୱର ୧ରୁ ଖୁଚୁରା ଡିଜିଟାଲ ଟଙ୍କା (e₹-R) ପାଇଁ ପ୍ରଥମ ବ୍ୟାଚ୍ ଲଞ୍ଚ ହେବ । e₹-R ଡଜିଟାଲ ଟୋକନ ରୂପରେ ଲଞ୍ଚ ହେବ । ଏହା ଲିଗଲ ଟେଣ୍ଡରକୁ ମଧ୍ୟ ପ୍ରତିନିଧିତ୍ୱ କରିବ । ବର୍ତ୍ତମାନ ପ୍ରଚଳନରେ ଥିବା କାଗଜ ଏବଂ କଏନର ମୂଲ୍ୟବର୍ଗରେ ହିଁ ଡିଜିଟାଲ ଟଙ୍କା […]

ପ୍ରମୋଦ ନାୟକ(ଭୁବନେଶ୍ବର): ନଭେମ୍ବର ୩୦ ରୁ ୪ ଡିସେମ୍ବର ୪ ତାରିଖ ଯାଏ ଚାଲିବାକୁ ଥିବା ମେକ୍ ଇନ ଓଡ଼ିଶା କନକ୍ଲେଭକୁ ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା ।ମେକ ଇନ ଓଡ଼ିଶା କନକ୍ଲେଭରେ ଜାପାନ, ନରୱେ, ଜର୍ମାନୀ, ନେପାଳ ଓ ବାଂଲାଦେଶ ଭଳି ଦେଶର ସମ୍ମାନାସ୍ପଦ ବ୍ୟକ୍ତିମାନେ ଯୋଗ ଦେବେ। ଏହାକୁ ଆଖି ଆଗରେ ରଖି ବିମାନ ବନ୍ଦରରୁ ଆରମ୍ଭ କରି ରାସ୍ତା, ହୋଟେଲ, ଜନତା ମଇଦାନ, ପାର୍କିଂ […]

ବାସ୍ତବ ବ୍ୟୁରୋ : ଆସନ୍ତାକାଲିଠୁ ପଦ୍ମପୁର ଉପନିର୍ବାଚନରେ ୪ ଦିନ ଧରି ମାରାଥନ୍ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବେ। ଆଜି(ସୋମବାର) ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦ୍ୱାରା ପଦ୍ମପୁରରେ ହେବାକୁ ଥିବା ବିଭିନ୍ନ ସାଧାରଣ ସଭା ଓ ରୋଡ୍ ଶୋ’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଇଛି । ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, […]

ସଂଜୟ ଶତପଥୀ(କଟକ): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନବାଡ଼ି ଲେଡିଜ୍ ଓ୍ବାର୍କରସ ଆସୋସିଏସନ୍,କଟକ ସହରାଞ୍ଚଳ-୨ ଶାଖା ପକ୍ଷରୁ ୮ ଦଫା ସମ୍ମିଳିତ ଏକ ଦାବିପତ୍ର ଓଡ଼ିଶାର ମାନନୀୟ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆସୋସିଏସନ୍ ର ସହରାଞ୍ଚଳ-୨ ଶାଖା ର ସଭାନେତ୍ରୀ ଶ୍ରୀମତୀ ଜ୍ୟୋତ୍ସ୍ନାରାଣୀ ସିଂହ ଙ୍କ ନେତୃତ୍ବରେ ଶତାଧିକ ଅଙ୍ଗନବାଡ଼ି କର୍ମଚାରୀ କଟକ-ବାରବାଟୀ ବିଧାୟକ ଇଂ ମହମ୍ମଦ ମୋକିମ୍ ଙ୍କୁ ଘରୋଇ କାର୍ଯ୍ୟାଳୟରେ ଭେଟି ସମସ୍ତ ସରକାରୀ […]

ସଂଜୟଶତପଥୀ(କଟକ): ୨୭/୧୧- ସାହିତ୍ୟ ଓ ସାଂସ୍କୃତିକ ସଂଗଠନ ସମନ୍ବୟ ପକ୍ଷରୁ ପଣ୍ଡିତ ଗୋବିନ୍ଦ ରଥଙ୍କ ଉପରେ ଏକ ଆଲୋଚନା ଚକ୍ର କଟକ ବିଡାନାସୀସ୍ଥ ଶ୍ରୀ ଚହଟେଶ୍ୱର ମହାଦେବଙ୍କ ପବିତ୍ର ପୀଠରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବେଦ ଧ୍ବନିରେ ସଭାସ୍ଥଳୀକୁ ମୁଖରିତ କରିଥିଲେ ପଣ୍ଡିତ ଦିଲ୍ଲୀପ କୁମାର ସାବତ। ସମନ୍ବୟର ସମ୍ପାଦକ ଆଡଭୋକେଟ ଦେବେନ୍ଦ୍ର କୁମାର ପରିଡ଼ା ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ପ୍ରକାଶନ ସମ୍ପାଦକ ଇଂ ଅବିନାଶ ପରିଡ଼ା ପଣ୍ଡିତ […]

ନବୀନ ଦାଶ(ବରଗଡ଼): ୨୭।୧୧ –ଆଶ୍ଚର୍ଯ୍ୟ ହେଲେବି ସତ,ଦିନକୁ ଦିନ ବଦଳୁଛି ପ୍ରବେଶ,ପ୍ରକୃତି ବଦଳାଉଛି ରୂପ ।ନିତିଦିନ ଦେଖିବାକୁ ମିଳୁଛି ଏମିତି କିଛି ଘଟଣା ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି ।ଏମିତି ଏକ ଚମତ୍କାର ଘଟଣା ନଜରକୁ ଆସିଛି,ବରଗଡ଼ ଜିଲ୍ଲା ଗାଇସଲେଟ ବ୍ଲକ ଜଗଲପାଟ ଗାଁରେ। ଏଠାରେ ଏକ ଛେଳି ମାନବ ଚେହେରା ଥିବା ଛୁଆ ଜନ୍ମ ଦେଇଛି। ଏହିଛଲୀ ଛୁଆର ଭିଡିଓଟି ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି […]

ଉଲୁଣ୍ଡା(ନମୋଗୁରୁ ହୋତା):ସୁବର୍ଣ୍ଣପୁର ଜିଲ୍ଲା ପାଲଟିଛି ଏବେ ଅପରାଧ ର ଜିଲ୍ଲା ଦିନ ଦୁଇ ପ୍ରହରେ ଚୋରି ତ କେତେବେଳେ ଦିବାଲୋକ ରେ ବିଚ ରୋଡ଼ ରେ ଜୁଆ ଖେଳ ।ହେଲେ ବଡ଼ ବଡ଼ିଆ ପ୍ରଶାସନ ବାବୁ ମ।ନେ ଚୁପ ଚାପ ବସିରହିଛନ୍ତି । ଚୋର କୁ ଧରିବା ତ ଦୂର ର କଥା ଚୋରି ର ଟେର ମଧ୍ୟ୍ୟ ପାଉନାହିଁ ପୋଲିସ । ଘଟଣା ଟି ହେଉଛି ସୁବର୍ଣ୍ଣପୁର ଜିଲ୍ଲା […]

ସଂଜୟ ଶତପଥୀ(କଟକ): ବାବା ପିଲଚୁ ଯୁବକ ସଂଘ, ବାଲ୍ମୀକିନଗର ସି ଡି ଏ ସେକ୍ଟର ୧୩, କଟକ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ପ୍ରଥମ ବାର୍ଷିକ ନେଣ୍ଡା ସହରାୟ ପର୍ବ (କାଳୀପୂଜା) ଉପଲକ୍ଷେ ଫୂଟବଲ ପ୍ରତିଯୋଗୀତା ଓ ଢାବୁଲ ତାମସା ଆଜି ହେଉଛି ପ୍ରଥମ ଦିନ ଏଥିରେ ୮ ଗୋଟି ଫୂଟବଲ ଦଳ ଅଂଶ ଗ୍ରହଣ କରିଥିଲେ l ଦଳ ଗୁଡିକ ହେଲେ – ଏଭର ଗ୍ରୀନ ସି ଡି ଏ […]

Pin It on Pinterest