ବାସ୍ତବ ବ୍ୟୁରୋ: ଭାରତରେ ମେସେଜିଂ ଆପ୍ ହ୍ୱାଟସ୍‌ ଆପ୍ ଆଜି (ମଙ୍ଗଳବାର) ମଧ୍ୟାହ୍ନରେ ଡାଉନ ହୋଇଯାଇଛି। ଲୋକେ ଏହି ଆପ୍‌ ରେ ମେସେଜ୍ ପଠାଇବା ଓ ପାଇବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ହ୍ୱାଟସ୍‌ ଆପରେ ମେସେଜ୍ ସେଣ୍ଡ କଲେ ଏରର ଦେଖାଉଛି। ଦେଶରେ ହ୍ୱାଟସ୍‌ ଆପ୍ ଡାଉନ ପଡିବାର ଅଭିଯୋଗ ଲୋକେ ସୋସିଆଲ୍ ମିଡ଼ିଆ ରେ ମଧ୍ୟ କଲେଣି। ହ୍ୱାଟସ୍‌ ଆପ୍ ଡାଉନ ପଡିବା ଯୋଗୁ ବିଶ୍ୱରେ କୋଟିକୋଟି ଲୋକେ […]

ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଅଞ୍ଚଳରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ୩ ଜଣ ଗୋଷ୍ଠୀ ସମୂଳ ଶିକ୍ଷକ ଏବଂ ୯ଜଣ ଅର୍ନ୍ତ ନିବେଶୀ ଶିକ୍ଷା ସୂେଚ୍ଛା ବେସୀଙ୍କ ନିଷ୍ଠାପର କାର୍ଯ୍ୟ ବ୍ଲକର ସମସ୍ତ ଦିବ୍ୟାଙ୍ଗ ଛାତ୍ର ଛାତୀ ତଥା ସେମାନଙ୍କର ଅଭିବାବକଙ୍କ ମନରେ ଆଶାର ଆଲୋକ ଆଣିଦେଇଛି । ସମାଜର ମୂଖ୍ୟ ସ୍ରୋତରେ ସାମିଲ ହେବାପାଇଁ ସରକାରଙ୍କ ତରଫରୁ ଯେଉଁ ସବୁ […]

ନବୀନ ଦାଶ(ବରଗଡ): ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା ଫୁଟବଲ ମହୋତ୍ସବ ୨୦୨୨ ଆଜାଦୀ କପ ଲିଗ ମେଚ ଫାଇନାଲ ତଥା ଅନ୍ତିମ ଦିବସ ରେ ବହଲପାଲି ଏକାଦଶ ଓ ଜାମଡୋଲ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବହଲପାଲି ଏକାଦଶ ୧/୦ ଗୋଲ ରେ ବିଜୟୀ ହୋଇଥିଲେ ।ରେଫରୀ ଭାବେ ଶିବାନନ୍ଦ ଦାଶ, ପଂଚାନନ ପାତ୍ର ଓ ଅଶ୍ଵିନି ମେହେର ଖେଳ ପରିଚାଳନା କରିଥିଲେ। ଫୁଟବଲ ମହୋତ୍ସବ ର […]

ବରଗଡ଼,୨୪.୧୦(ନବୀନ ଦାଶ):ଆସନ୍ତା ଅକ୍ଟୋବର ୩୦ ତାରିଖ ଦିନ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଠାରେ ହେବାକୁ ଥିବା ଗୁରୁ ଭଗବାନ ସାହୁ ରାଜ୍ୟ ସ୍ତରୀୟ ସମ୍ମିଳନୀ ପାଇଁ ସ୍ଥାନୀୟ ଏ.ଇ. ଏମ୍ .ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ସ୍ମୃତି କମିଟି ର ଅଧ୍ୟକ୍ଷ ଡ଼.ତପସ୍ଵିନୀ ଗୁରୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ବୈଠକ ରେ ସ୍ମୃତି କମିଟୀ ର ସଦସ୍ୟ ମାନେ ଉପସ୍ଥିତ […]

ବାସ୍ତବବ୍ୟୁରୋ:ସୈନିକମାନଙ୍କ ସହ ଦିୱାଲୀ ପାଳନ କରିବାର ପରମ୍ପରାକୁ ବଜାୟ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ଗିଲରେ ପହଞ୍ଚିଛନ୍ତି। ୨୦୧୪ ରେ ପ୍ରଥମ ଥର ପାଇଁ ସେ ସୈନିକମାନଙ୍କ ସହ ଦିୱାଲୀ ପାଳନ କରିଥିଲେ। ସେହି ଦିନଠାରୁ, ପ୍ରତିବର୍ଷ ସେ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିଜ ଘରୁ ଦୂରରେ ରହୁଥିବାସୈନିକମାନଙ୍କ ସହିତ ଦୀପାବଳି ପର୍ବ ପାଳନ କରିଆସୁଛନ୍ତି ।

ବାସ୍ତବବ୍ୟୁରୋ(ଭଦ୍ରକ) ୨୪/୧୦: ଭଦ୍ରକ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ଧୁମଧାମରେ ପାଳନ ହେଉଛି କାଳୀପୂଜା । ଆଜି ମା’ ସପ୍ତମାତୃକା ବେଶରେ ଭକ୍ତଙ୍କୁ ଦର୍ଶନ ଦେବାକୁ ଥିବା ବେଳେ, ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଦୁଇ ବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଭକ୍ତଙ୍କ ମଧ୍ୟରେ ଆନନ୍ଦ ଉଲ୍ଲାସର ସହ,ମନ୍ଦିରରେ ନାହିଁ ନଥିବା ଗହଳି ପରିଲକ୍ଷିତ ହେଉଛି । ପରମ ବୈଷ୍ଣବୀ ମା’ […]

ଭୁବନେଶ୍ୱର : ଆସନ୍ତା ୨୬ରେ ରବୀନ୍ଦ୍ର ମଣ୍ଡପରେ ମଂଚସ୍ଥ ହେବ ହାସ୍ୟ ରସାତ୍ମକ ନାଟକ ‘ବନମାଳୀର ଘର’ । ମ୍ୟାଜିକ୍‌ ଥିଏଟର ଦ୍ୱାରା ପ୍ରସ୍ତୁତ ଏହି ନାଟକର ମୁଖ୍ୟ ଭୂମିକାରେ ଅଛନ୍ତି ଓଲିଉଡ଼ କମେଡ଼ି ଯୋଡ଼ି ପ୍ରଜ୍ଞା ଓ ଶଙ୍କର । ଏହିି ନାଟକଟିରେ ଭାଇ ଭାଇ ଭିତରେ ହେଉଥିବା ଫାଟକୁ ନିଚ୍ଛକ ଭାବରେ ବର୍ଣ୍ଣନା କରାଯାଇଛି । ବର୍ତ୍ତମାନ ଭାଇ ଭାଇଙ୍କ ଭିତରେ ଅର୍ଥ, ଜମି ଓ ଘରକୁ […]

ବରଗଡ଼୨୩/୧୦(ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ଦେଇ ଯାଇଛି ୫୩ନଂ ରାଜରାସ୍ତା ତଥା ବରଗଡ଼ ସମ୍ବଲପୁର ଓ ସମ୍ବଲପୁର ବରଗଡ଼ ଚାରିଥାଳିଆ ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ରାଜରାସ୍ତା । ରେଙ୍ଗାଲିକେମ୍ପ ଛକ ନିକଟ ଓ ଅତାବିରା ଝାଉଁ ଜୋର ନିକଟରେ ଏନ୍ଏସି ଗେଟ୍ ଯିବା ଆସିବା ଲୋକଙ୍କୁ ସ୍ବାଗତ ଓ ବିଦାୟ ଜଣାଇ ଅବହେଳିତ ଅତାବିରା ଏନ୍ ଏସି ର କାର୍ଯ୍ୟ କଳାପ କୁ ବେଶ୍ […]

ବାସ୍ତବ ବ୍ୟୁରୋ: ଅଷ୍ଟ୍ରେଲିଆର ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ଏସିଆ କପ୍ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଟି-ଟ୍ୱେଣ୍ଟି ବିଶ୍ୱକପ୍ ମ୍ୟାଚରେ ପୁଣିଥରେ ପାକିସ୍ତାନକୁ ହରାଇ ବିଜୟୀ ହୋଇଛି ଭାରତ । ଭାରତୀୟ ଫ୍ୟାନ୍‌ମାନଙ୍କୁ ଦୀପାବଳିର ଉପହାର ଦେଇଛି ଟିମ୍ ଇଣ୍ଡିଆ । ଖେଳ ଅତି ରୋମାଞ୍ଚକର ଥିଲା । ଐତିହାସିକ ମେଲବୋର୍ଣ୍ଣ କ୍ରିକେଟ ଷ୍ଟାଡିୟମରେ ମ୍ୟାଚ ଦେଖିବାକୁ ୯୦ ହଜାର ଦର୍ଶକ ପହଞ୍ଚିଥିଲେ । ଭାରତୀୟ ଟିମର ଅଧିନାୟକ […]

ବାସ୍ତବ ବ୍ୟୁରୋ: ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ରେକର୍ଡ ତୃତୀୟ ଥର ଚୀନର ସବୁଠୁ ଶକ୍ତିଶାଳୀ ନେତାଙ୍କ ପଦ ସମ୍ଭାଳିଛନ୍ତି। ଆଗାମୀ ୫ ବର୍ଷ ନିମନ୍ତେ ସେ ଏହି ଦାୟିତ୍ବ ତୁଲାଇବେ। ସେ ଚୀନ୍‌ର ସବୁଠୁ ବଡ଼ ଶକ୍ତିଶାଳୀ ଦଳ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସଂପାଦକ ଭାବରେ ପୁନଃ ନିର୍ବାଚିତ ହୋଇଛନ୍ତି। ଉଲ୍ଳେଖଯୋଗ୍ୟ, ଚୀନରେ କ୍ଷମତାର ଚାବି କମ୍ୟୁନିଷ୍ଟ ପାର୍ଟି ହାତରେ ରହିଥାଏ ଜିୟେକି ଚୀନ ସେନାର ନେତୃତ୍ଵ କରିଥାଏ। […]

Pin It on Pinterest